Posted inଜାତୀୟ

ଧୂଆଁ ଚାଦରରେ ଅଣନିଃଶ୍ୱାସୀ ଦିଲ୍ଲୀ: ୪ ନଭେମ୍ବରରେ ସୁପ୍ରିମ୍‌କୋର୍ଟରେ ରିପୋର୍ଟ ଦାଖଲ

ନୂଆଦିଲ୍ଲୀ,୨।୧୧: ବାୟୁ ପ୍ରଦୂଷଣ ଯୋଗୁ ଧୂଆଁର ବହଳ ଚାଦରରେ ଦିଲ୍ଲୀ ଅଣନିଃଶ୍ୱାସୀ ହେବାରେ ଲାଗିଛି। ଦୀପାବଳିରେ ବାଣ ଫୁଟା ଯୋଗୁ ଏଠାକାର ବାୟୁ ପ୍ରଦୂଷିତ ହୋଇଛି। ସେହିପରି ପଞ୍ଜାବ ଏବଂ ହରିୟାଣାରେ ଚାଷୀମାନେ ନଡ଼ା ଜଳାଇବା ଦ୍ୱାରା ଦିଲ୍ଲୀ ଆଡ଼କୁ ପ୍ରବାହିତ ହେଉଥିବା ପବନରେ ଧୂଆଁ ଆସୁଥିବା କୁହାଯାଉଛି। ଏହାଦ୍ୱାରା ଦିଲ୍ଲୀର ଲୋକଙ୍କ ଆଖିରେ ଯନ୍ତ୍ରଣା ହେବା ସହିତ ନିଃଶ୍ୱାସପ୍ରଶ୍ୱାସ ନେବାରେ ନାନା ସମସ୍ୟା ଦେଖାଦେଇଛି। ଏସମ୍ପର୍କରେ ପରିବେଶ ପ୍ରଦୂଷଣ ବୋର୍ଡ ପକ୍ଷରୁ ନଭେମ୍ବର ୪ରେ ସୁପ୍ରିମ୍‌କୋର୍ଟରେ ରିପୋର୍ଟ ଦାଖଲ କରାଯିବ। ରିପୋର୍ଟ ଆଧାରରେ ସର୍ବୋଚ୍ଚ ନ୍ୟାୟାଳୟରେ ଶୁଣାଣି କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ଲଜ୍ଜା: ୫ ବର୍ଷର ବାଳିକାଙ୍କୁ ବଳାତ୍କାର କରି ଅଖାରେ ବାନ୍ଧି ଫିଙ୍ଗିଦେଲେ

ଦୁର୍ଗ,୧୧ା୪: ଛତିଶଗଡ଼ ଦୁର୍ଗ ଜିଲାରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯାଗ ହୋଇଛି। ଏପରିକି…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri