ଧୂଳିଧୂଆଁରେ ଅଞ୍ଚଳବାସୀ ଅତିଷ୍ଠ : ୧ ହଜାର ପୋଷ୍ଟକାର୍ଡ ସଂଗ୍ରହ କରି ମୁଖ୍ୟମନ୍ତ୍ରୀଙ୍କୁ ପଠାଯିବ ଅଭିଯୋଗ

ବଡ଼ବିଲ,୧୯।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଅଞ୍ଚଳବାସୀ ବିପର୍ଯ୍ୟସ୍ତ ରାସ୍ତାଘାଟ, ଟ୍ରାଫିକ ସମସ୍ୟା, ପ୍ରଦୂଷଣରେ ଅତିଷ୍ଠ ହୋଇପଡ଼ିଛନ୍ତି। ଧୂଳିଧୂଆଁ ଜନିତ ରୋଗରେ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବାବେଳେ ଦୁର୍ଘଟଣା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧିପାଉଛି। ତେବେ ଏ ନେଇ ବାରମ୍ବାର ପ୍ରଶାସନ ଓ ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ ପରେ ମଧ୍ୟ କୌଣସି ପଦକ୍ଷେପ ନିଆଯାଉ ନ ଥିବାରୁ ଯୁବ ଗୋଷ୍ଠୀ ଏକ ନିଆରା ପ୍ରତିବାଦ କରିଛନ୍ତି। ସେଥିଲାଗି ମୁଖ୍ୟମନ୍ତ୍ରୀଙ୍କୁ ପୋଷ୍ଟକାର୍ଡରେ ଅଭିଯୋଗ ଡ୍ରାଇଭ୍‌ ଆରମ୍ଭ କରିଛନ୍ତି। ଶନିବାର ବଡ଼ବିଲ ପୁରୁଣା ବସଷ୍ଟାଣ୍ଡରେ ଲୋକଙ୍କଠାରୁ ଅଭିଯୋଗର ପୋଷ୍ଟ କାର୍ଡ ସଂଗ୍ରହ ଅଭିଯାନ ଆରମ୍ଭ ହୋଇଛି। ୧ ହଜାର ଅଭିଯୋଗ ପୋଷ୍ଟକାର୍ଡ ସଂଗ୍ରହ ହେଲେ ତାହା ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ପଠାଯିବ। ଆଗାମୀ ୧୫ ଦିନ ମଧ୍ୟରେ ପଦକ୍ଷେପ ନିଆ ନ ଗଲେ ବାଧ୍ୟ ହୋଇ ଅନ୍ୟ ପନ୍ଥା ଆପଣାଇବା ନେଇ ଚେତାବନୀ ଉକ୍ତ ପୋଷ୍ଟ କାର୍ଡରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଖ୍ୟମନ୍ତ୍ରୀ ବସ୍‌’ ଅଟକାଇ ଚାଳକଙ୍କୁ ଠେଙ୍ଗା ଦେଖାଇ ଧମକ: ଭିଡିଓ ଭାଇରାଲ୍‌ ପରେ…

ଦିଗପହଣ୍ଡି, ୧୮।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ପ୍ରତାପଗିରି ଗ୍ରାମରେ ‘ମୁଖ୍ୟମନ୍ତ୍ରୀ ବସ୍ ସେବା’ (MBS) ଯୋଜନାରେ ଚାଲୁଥିବା ଏକ ସରକାରୀ…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ବରିଷ୍ଠ IPS ଦୟାଲ ଗଙ୍ଗଓ୍ବାର ସସ୍‌ପେଣ୍ଡ

ଭୁବନେଶ୍ୱର,୧୮।୬: ବହୁ ଚର୍ଚ୍ଚିତ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ରାଜ୍ୟ ପୋଲିସ ବିଭାଗ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବରିଷ୍ଠ ଆଇପିଏସ (IPS) ଅଧିକାରୀ ଦୟାଲ ଗଙ୍ଗୱାରଙ୍କୁ…

NEET ମାମଲାରେ ଟେଲିଗ୍ରାମ ବନାମ ସରକାର: ସରକାର ହ୍ବାଟସଆପ-ଫେସବୁକକୁ ଛାଡି କେବଳ ଟେଲିଗ୍ରାମକୁ କାହିଁକି ବ୍ୟାନ କଲେ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୧୮।୬: NEET ପେପର୍‌ ଲିକ ମାମଲା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି, ଭାରତ ସରକାର ବୁଧବାର ଟେଲିଗ୍ରାମ ଉପରେ ଅସ୍ଥାୟୀ ପ୍ରତିବନ୍ଧକ ଲଗାଇଛନ୍ତି। ଜୁନ ୨୨…

୨୦୨୭ ଆଇପିଏଲ୍‌ ଆଗୁଆ ହୋଇପାରେ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୮ା୬- ମେ’ ମାସର ଅତ୍ୟଧିକ ଗ୍ରୀଷ୍ମ ପ୍ରବାହରୁ ବର୍ତ୍ତିବା ଲାଗି ବିସିସିଆଇ ଆଇପିଏଲ୍‌କୁ ଆଗୁଆ କରିବାକୁ ଯୋଜନା ଚଳାଇଛି। ଆସନ୍ତା ବର୍ଷଠାରୁ ପରବର୍ତ୍ତୀ ସଂସ୍କରଣ ଲାଗି ମାର୍ଚ୍ଚ…

୯ମ ଶ୍ରେଣୀ ଛାତ୍ରୀଙ୍କୁ ବେଙ୍ଗାଲୁରୁ ନେଇ ଅପହରଣ ପରେ ବଳାତ୍କାର: ୨ ବର୍ଷ ପରେ ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି, ୧୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅଞ୍ଚଳରେ ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର କରିବା ଘଟଣାରେ ପୋଲିସକୁ ଏକ ବଡ଼…

ମ୍ୟାଚ୍‌ ପୂର୍ବରୁ ଟ୍ରେନିଂ କ୍ୟାମ୍ପ ପାଖରେ ଖସିଲା ଡ୍ରୋନ

ଗୁଆଡାଲାଜାରା,୧୮ା୬: ମେକ୍ସିକୋ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଦକ୍ଷିଣ କୋରିଆର ଜାତୀୟ ଫୁଟବଲ ଦଳର ଟ୍ରେନିଂ କ୍ୟାମ୍ପ ପାଖରେ ଗୁରୁବାର ଉଡ଼ୁଥିବା ଏକ ଡ୍ରୋନକୁ ମେକ୍ସିକାନ ସାମରିକ ବାହିନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri