ଧୈର୍ଯ୍ୟ ରଖ, ଜୀବନକୁ ଭଲପାଅ

ଢେଙ୍କାନାଳ ଅଫିସ,୨୯ା୨ – ଢେଙ୍କାନାଳ ସିନର୍ଜୀ ଇଞ୍ଜିନିୟରିଂ କଲେଜର ବାର୍ଷିକ ସାଂସ୍କୃତିକ ଉତ୍ସବ ସିନଫେଷ୍ଟ-୨୦୨୦ ଶୁକ୍ରବାର ସନ୍ଧ୍ୟାରେ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନ ପରିସରରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟଅତିଥି ଭାବେ ବିଶିଷ୍ଟ ନାଟ୍ୟକାର ଦିଲ୍ଲିଶ୍ୱର ମହାରଣା ଯୋଗଦେଇ କହିଲେ ଯେ, ମଣିଷ ଜୀବନ ସବୁଠୁ ମୂଲ୍ୟବାନ। ଧୈର୍ଯ୍ୟର ସହ କାମ କରିବା ସହିତ ଜୀବନକୁ ଭଲ ପାଇଲେ ସଫଳତାର ଶୀର୍ଷରେ ପହଞ୍ଚିପାରିବ ବୋଲି ସେ ଛାତ୍ରୀଛାତ୍ରମାନଙ୍କୁ ପରାମର୍ଶ ଦେଇଥିଲେ। କଲେଜର ଅଧ୍ୟକ୍ଷା ଇତିଶ୍ରୀ ମହାନ୍ତିଙ୍କ ସଭାପତିତ୍ୱରେ ଆୟୋଜିତ ଉତ୍ସବରେ ସମ୍ମାନିତ ଅତିଥି ଭାବେ ଟ୍ରଷ୍ଟି ଅଜୟ କୁମାର ସାହୁ, ସିନର୍ଜୀ ସ୍କୁଲ ଅଫ୍‌ ଇଞ୍ଜିନିୟରିଂ ଅଧ୍ୟକ୍ଷ ସରୋଜ କୁମାର ନାୟକ, କଲଚରାଲ ଭାଇସ୍‌ ପ୍ରେସିଡେଣ୍ଟ ପବିତ୍ର କୁମାର ନାୟକ ପ୍ରମୁଖ ଯୋଗ ଦେଇଥିଲେ। ଛାତ୍ର ସମ୍ପାଦକ ଅନିରୁଦ୍ଧ ପଣ୍ଡା ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ୪ର୍ଥ ବର୍ଷ କମ୍ପ୍ୟୁଟର ଛାତ୍ରୀ ଆକାଂକ୍ଷା କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରୀଛାତ୍ରମାନଙ୍କୁ ପୁରସ୍କୃତ କରାଯାଇଥିଲା। ଶେଷରେ ଛାତ୍ରୀଛାତ୍ରମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ପ୍ରଶାସନିକ ଅଧିକାରୀ ଚନ୍ଦ୍ରକାନ୍ତ ମିଶ୍ର ଜଣାଇଛନ୍ତି । ଶନିବାର ଉତ୍ସବ ଉଦ୍‌ଯାପିତ ହେବ ବୋଲି କଲେଜ ସୂତ୍ରରୁ ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗିଲଙ୍କ ଧମାକା, ଗୋଟିଏ ହାତରେ ଏମତି କ୍ୟାଚ୍‌ ଧରିଲେ ସବୁ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୧୭।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟରେ ଭାରତୀୟ ଅଧିନାୟକ ଶୁଭମନ ଗିଲ୍ ଏକ ଚମତ୍କାର କ୍ୟାଚ୍ ଧରି ସମସ୍ତଙ୍କୁ ଚକିତ କରିଛନ୍ତି। କୁଲଦୀପ ଯାଦବଙ୍କ ବଲ୍‌ରେ ଶ୍ରୀଲଙ୍କା ବ୍ୟାଟର…

ଡିଜିପି ଦାୟିତ୍ୱ ନେବା ପରେ ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ କଲେ ବିନୟତୋଷ ମିଶ୍ର

ପୁରୀ, ୧୬।୮ (ଅଜିତ୍ କୁମାର ମହାନ୍ତି): ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ବିନୟତୋଷ ମିଶ୍ର ରବିବାର ରାତିରେ ପୁରୀ ଶ୍ରୀମନ୍ଦିରରେ ପହଞ୍ଚି ଶ୍ରୀ…

ଅଧିକାର ପାଇଁ ଆନ୍ଦୋଳନ: ସମୁଦ୍ର ଆଁରୁ ଭିଟାମାଟି ବଞ୍ଚାଇବାକୁ…

ଛତ୍ରପୁର, ୧୭।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀଠାରେ ସମୁଦ୍ର କୂଳ ଲଙ୍ଘିବା ଘଟଣା ଏବେ ଆନ୍ଦୋଳନର ରୂପ ନେଇଛି। ସମୁଦ୍ରର…

ନୀତିନ ନବୀନଙ୍କ ନୂଆ ଦଳରେ କିଏ ସାମିଲ ହେଲେ? ବିନୋଦ ତାୱଡେଙ୍କ ସମେତ ତିନି ଜଣଙ୍କ ନାମ ଚୂଡ଼ାନ୍ତ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସାଂଗଠନିକ ପରିବର୍ତ୍ତନ ପାଇଁ ପ୍ରସ୍ତୁତି କରୁଛି। ନୀତିନ ନବୀନ ଦଳର ସଭାପତି ଭାବରେ ଦାୟିତ୍ୱ ନେବା ମାତ୍ରେ ଏ ସମ୍ପର୍କରେ…

ସମୁଦ୍ରରେ ଆନ୍ଧ୍ର ମାଛ ମାଫିଆଙ୍କ ଦୌରାତ୍ମ୍ୟ, ୨ ଟ୍ରଲର ସହ ୫ କ୍ୱିଣ୍ଟାଲ ମାଛ ଜବତ କରି…

ଛତ୍ରପୁର,୧୭ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଉପକୂଳବର୍ତ୍ତୀ ସମୁଦ୍ର ଅଞ୍ଚଳରେ ପୁଣିଥରେ ଆନ୍ଧ୍ର ମାଛ ମାଫିଆଙ୍କ ଦୌରାତ୍ମ୍ୟ ଦେଖିବାକୁ ମିଳିଛି। ଆର୍ଯ୍ୟପଲ୍ଲୀ ନିକଟ ସମୁଦ୍ରରେ ଆନ୍ଧ୍ର ପ୍ରଦେଶର…

UGC-NET: ‘ଭୁଲ NTA କରୁଛି, ଦଣ୍ଡ ଛାତ୍ରୀଛାତ୍ର ଭୋଗୁଛନ୍ତି’, ବର୍ଷିଲେ ରାହୁଲ

ନୂଆଦିଲ୍ଲୀ,୧୭।୮: UGC-NETର ଇଂରାଜୀ, କମର୍ସ ଓ ସୋସିଓଲୋଜି ୩ଟି ପରୀକ୍ଷା ବାତିଲ ହେବା ପରେ କେନ୍ଦ୍ର ସରକାର ଓ NTAକୁ ଟାର୍ଗେଟ୍ କରିଛନ୍ତି ଲୋକ ସଭାର ବିରୋଧୀ…

ବିପଦ ସଙ୍କେତ ଟପିଲା ସାଳନ୍ଦୀ, ତଳେ ବୈତରଣୀ: ଜିଲାର ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୧୭।୮ (ସନାତନ ରାଉତ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲାରେ ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବୈତରଣୀ ନଦୀ ବିପଦ ସଙ୍କେତ ତଳେ…

ବନ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ଧର୍ମଶାଳାରେ ବିଧାୟକ….

ଧର୍ମଶାଳା,୧୭ା୮(ଶିବ ପ୍ରସାଦ ମହାନ୍ତି): ରାଜ୍ୟର କେତେକ ଜିଲାରେ ପୁନର୍ବାର ଲଗାଣ ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିକୁ ସରକାର ଗମ୍ଭୀରତାର ସହ ନେଇଛନ୍ତି । ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri