ଧୋଇଗଲା ରାସ୍ତା: ସିମନବାଡ଼ି-ରାଇକିଆକୁ ଯାତାୟାତ ବାଧାପ୍ରାପ୍ତ

ଦାରିଙ୍ଗବାଡ଼ି,୨୭।୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ରାଇକିଆ ପୂର୍ତ୍ତ ବିଭାଗର ଗଦଡ଼ିପୋଲ ଧୋଇ ହୋଇଯିବାରୁ ଗର୍ତ୍ତ ସୃଷ୍ଟିହୋଇଛି। ଏ ନେଇ ସିମନବାଡ଼ି-ରାଇକିଆକୁ ଯାତାୟାତ ବାଧାପ୍ରାପ୍ତ ହେବା ସହ ବିପଦସଙ୍କୁଳ ପରିସ୍ଥିତିରେ ଯାନବାହନ ଚଳାଚଳ ହେଉଥିବା ଦେଖିବାକୁ ମିଳିଛି।
ନିମ୍ନମାନର କାର୍ଯ୍ୟ ଯୋଗୁ ଏପରି ହୋଇଥିବା ଶ୍ୟାମଘନ ପ୍ରଧାନଙ୍କ ସମେତ ରାଜେଶ ମହାପାତ୍ର, ମନୋରଞ୍ଜନ ବାଡତିଆ ପ୍ରମୁଖ ଗ୍ରାମବାସୀ ଅଭିଯୋଗ କରିଛନ୍ତି ।
ସୂଚନାଯୋଗ୍ୟ, ପ୍ରତିଦିନ ଦାରିଙ୍ଗବାଡ଼ିରୁ ଭୁବନେଶ୍ୱର ସମେତ ରାଇକିଆ, ଫୁଲବାଣୀ, ଜି.ଉଦୟଗିରି ଅଞ୍ଚଳକୁ ଏକାଧିକ ବସ ଚଳାଚଳ ସହ ହଜାର ହଜାର ଲୋକେ ଉକ୍ତ ରାସ୍ତା ଉପରେ ନିର୍ଭର କରୁଛନ୍ତି ା ଉକ୍ତ ପୋଲ ନିର୍ମାଣ ଶେଷ ହେବାର ଦୁଇବର୍ଷ ବିିତି ନ ଥିଲେ ସୁଦ୍ଧା ଏହା ଧୋଇଯିବା ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ହେବ ଅପେକ୍ଷା, ଏହିଦିନ ଘୋଷଣା ହେବ 2027 ODI World Cupର କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୯।୯: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ କ୍ରିକେଟ ସାଉଥ ଆଫ୍ରିକା (CSA) ଗୁରୁବାର କେପ ଟାଉନରେ ୨୦୨୭ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା କରିବେ। ଏହି କାର୍ଯ୍ୟକ୍ରମ…

ସ୍ଥଗିତ ହେଲା OSSTET-୨୦୨୬ ପରୀକ୍ଷା: ବୁଧବାର ହେବାର ଥିଲା, ପୁଣି ଏହି ଦିନ…

ଭୁବନେଶ୍ବର,୨୯।୯: ସ୍ଥଗିତ ହେଲା ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (OSSTET-୨୦୨୬) । ବୁଧବାର ଏହି ପରୀକ୍ଷା ହେବାକୁ ଥିବା ବେଳେ ସ୍ଥଗିତ ନେଇ ଘୋଷଣା…

ବିରାଟ କୋହଲିଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା, କହିଲେ,‘ଏହି କାରଣରୁ କମିଯାଇଛି ଯୋଗାଯୋଗ’

ନୂଆଦିଲ୍ଲୀ,୨୯।୯: ପ୍ରଥମ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଆଠ ୱିକେଟର ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଦ୍ୱିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ଚଳାଇଛି। ବୁଧବାର ହେବାକୁ…

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…

ଜ୍ଞାନେଶ କୁମାରଙ୍କ ବିରୋଧରେ ଦାଏର ଆବେଦନର ଶୁଣାଣି କରିବେ ସୁପ୍ରିମକୋର୍ଟ; ଏହା ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ ବୋଲି କହିଲେ ଓକିଲ

ନୂଆଦିଲ୍ଲୀ,୨୯।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଏକପାଖିଆ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରୁଥିବା ଏକ ଆବେଦନ ଉପରେ ସୁପ୍ରିମକୋର୍ଟ ଆସନ୍ତା ସପ୍ତାହରେ ଶୁଣାଣି କରିବେ। ମଙ୍ଗଳବାର…

କମିବ LPG-Petrolର ମୂଲ୍ୟ, ଶେଷ ହେବ ହର୍ମୁଜ ପ୍ରସଙ୍ଗ, ଇରାନ ଯୁଦ୍ଧକୁ ନେଇ ଡୋନାଲ୍ଡ ଟ୍ରମ୍ପଙ୍କ ବଡ ଘୋଷଣା

ଓ୍ବାଶିଂଟନ,୨୯।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହ ଚାଲିଥିବା ବିବାଦ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରି କହିଛନ୍ତି ଯେ ଏହି ଯୁଦ୍ଧ ଶୀଘ୍ର ଶେଷ…

ହୋଟେଲରେ ଯୁବତୀଙ୍କୁ ନିର୍ଯାତନା; ଅଚେତ ଅବସ୍ଥାରେ ବଳାତ୍କାର, ଆପତ୍ତିଜନକ ଭିଡିଓ କରି ଭାଇରାଲ୍‌ କଲେ ଯୁବକ

ପାଟନା,୨୯।୯: ବିହାରର ବେଗୁସରାଇରେ ଜଣେ ଯୁବତୀଙ୍କୁ ହୋଟେଲକୁ ନେଇ ମାଡ଼ ମାରିବା ଏବଂ ବଳାତ୍କାର କରିବା ଅଭିଯୋଗ ସାମ୍ନାକୁ ଆସିଛି । ଏହାପରେ ଯୁବତୀଙ୍କ ଆପତ୍ତିଜନକ ଭିଡିଓ…

ପ୍ରଥମଥର ପାଇଁ ଆରମ୍ଭ ହେଲା ‘ଅଲ-ଫର୍ମାଟ’ ଟୁର୍ନାମେଣ୍ଟ: କ୍ରିକେଟ୍‌ ଜଗତରେ ଚହଳ, ଜାଣନ୍ତୁ ଏହା କ’ଣ

ଢାକା,୨୯।୯: କ୍ରିକେଟ୍‌ରେ ନୂଆ ପରୀକ୍ଷଣ କରିବାକୁ ଯାଉଛି ବାଂଲାଦେଶ। ତମିମ ଇକବାଲଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ‘ଡି-୩’ ବା ‘ଡୋମେଷ୍ଟିକ ୩’ ନାମରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?