Posted inଜାତୀୟ

ନକଲି ପାସପୋର୍ଟରେ ପ୍ରବେଶ କରିଛନ୍ତି ଜଣେ ଆଇଏସ୍‌ଆଇ ଏଜେଣ୍ଟଙ୍କ ସହିତ ୪ ଆତଙ୍କବାଦୀ: ଦେଶବ୍ୟାପି ହାଇ ଆର୍ଲଟ

ନୂଆଦିଲ୍ଲୀ,୨୦।୮: ଦେଶରେ ଆଇଏସ୍‌ଆଇ ଏଜେଣ୍ଟ ସହିତ ୪ ଆତଙ୍କବାଦୀ ନକଲି ପାସପୋର୍ଟରେ ପ୍ରବେଶ କରିଥିବା ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି। ଏହାକୁ ଦୃଷ୍ଟିରେ ରଖି ଦେଶବ୍ୟାପି ହାଇ ଆର୍ଲଟ ଜାରି କରାଯାଇଛି। ରାଜସ୍ଥାନ ଏବଂ ଗୁଜରାଟ ସୀମାବର୍ତ୍ତୀ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ରାଜସ୍ଥାନର ସିରୋହିର ପୋଲିସ ଅଧିକାରୀଙ୍କ ଅନୁସାରେ ସେମାନେ ନକଲି ଆଫଗାନିସ୍ତାନ ପାସପୋର୍ଟ ମାଧ୍ୟମରେ ଦେଶରେ ପ୍ରବେଶ କରିଛନ୍ତି। ସେମାନେ ଭାରତରେ ଆକ୍ରମଣ କରିବା ଲକ୍ଷ୍ୟ ନେଇ ପ୍ରବେଶ କରିଥିବା କୁହାଯାଉଛି। ଏହାକୁ ଦୃଷ୍ଟିରେ ରଖି ସୁରକ୍ଷାକର୍ମୀଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ସନ୍ଦିଗ୍ଧ ଯାନବାହନ ତଥା ବ୍ୟକ୍ତି ବିଶେଷଙ୍କ ଯାଞ୍ଚ୍‌ କରାଯିବାକୁ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାଇଆଡିଆ ସେତୁରୁ ବ୍ରାହ୍ମଣୀ ନଦୀକୁ ଡେଇଁପଡ଼ିଲେ ଭିକାରୀ, କାରଣ ଜାଣିଲେ….

ପଟ୍ଟାମୁଣ୍ଡାଇ,୩୦।୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ନାଇଆଡିଆ ସେତୁ ଉପରୁ ବ୍ରାହ୍ମଣୀ ନଦୀକୁ ଡେଇଁ ଜଣେ ୫୨ ବର୍ଷୀୟ ବ୍ୟକ୍ତି । ନିଖୋଜ…

୨୦୨୯ରେ ରାହୁଲ ଗାନ୍ଧୀ ହେବେ କି ବିରୋଧୀଙ୍କ ଚେହେରା? ମମତାଙ୍କ ଜବାବକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୩୦।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ବିରୋଧୀ INDIA ବ୍ଲକ୍‌ରେ ରାଜନୈତିକ ତତ୍ପରତା ବଢ଼ିଛି । ବୁଧବାର ନୂଆଦିଲ୍ଲୀରେ INDIA ବ୍ଲକ୍‌ର ନେତାମାନେ…

ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…

ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍‌ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍‌…

ଚାଞ୍ଚଲ୍ୟ! SCB ନାଁରେ ସାଂଘାତିକ ଅଭିଯୋଗ, ରୋଗୀଙ୍କୁ ପାଇପ୍‌ରେ ପିଟି ପିଟି ମାରିଦେଲେ

କଟକ,୩୦ା୯(ପ୍ରଭୁକଲ୍ୟାଣ ପାଲ୍): କଟକ ଏସସିବି ମାନସିକ ରୋଗ ବିଭାଗରୁ ଆସିଛି ସାଂଘାତିକ ଅଭିଯୋଗ । ଦୁଇଦିନ ତଳେ ଭର୍ତ୍ତି ହୋଇଥିବା ଯାଜପୁର ଅଂଚଳ ର ଜଣେ ରୋଗୀଙ୍କୁ…

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

ମୋଦି କ୍ୟାବିନେଟରେ ବଡ଼ ନିଷ୍ପତ୍ତି, କୃଷକଙ୍କ ପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୦।୯: ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଏବଂ ଅର୍ଥନୈତିକ ବ୍ୟାପାର ସମ୍ୱନ୍ଧୀୟ କ୍ୟାବିନେଟ କମିଟି (CCEA)ରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟ ‘ପିଏମ…

ଘଣ୍ଟାରେ ୧୦ଟା ବାଜିବା କ୍ଷଣି ମନେ ପଡ଼ିବେ ଭଗବାନ, ସ୍ମୃତି ଅନୁଭୂତି ବଖାଣି ବିଦ୍ୟାଳୟ କର୍ମଚାରୀ କହିଲେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାସ୍ଥିତ ଦଧିବାମନ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭଗବାନ ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ…

ମଝି ଆକାଶରେ ଝଗଡ଼ା ଲାଗିଲେ ୨ ପାଇଲଟ୍‌, ବିମାନ ଜରୁରୀ ଅବତରଣ କରିବା ପରେ…

ଦୁବାଇ,୩୦ା୯: ବୁଧବାର ଦୁବାଇରୁ ତେଲ ଅଭିଭ୍‌ ଯାଉଥିବା ଫ୍ଲାଇଦୁବାଇ ବିମାନ ଏଫ୍‌ ଜେଡ୍‌ ୧୦୭୩କୁ ସାଉଦି ଆରବର ତାବୁକ ବିମାନବନ୍ଦରରେ ଜରୁରୀ ଅବତରଣ କରାଯାଇଛି। ବିମାନଟି ଜରୁରୀକାଳିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?