Posted inଜାତୀୟ

ନଜରବନ୍ଦୀ ନେତାଙ୍କ ପାଇଁ ହରଡ଼ଘଣାରେ ସରକାର: ୩ ମାସରେ ଖର୍ଚ୍ଚ ହେଲାଣି ୨ କୋଟି ୬୫ ହଜାର

ଶ୍ରୀନଗର,୫।୧୧: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଶାନ୍ତି ଶୃଙ୍ଖଳା ଏବଂ ଯେକୌଣସି ଅଭାବନୀୟ ସ୍ଥିତିକୁ ଏଡ଼ାଇବା ପାଇଁ ସରକାର କେତେକ ରାଜନେତାଙ୍କୁ ନଜରବନ୍ଦୀ କରିଥିଲେ। ତେବେ ଏହି ପଦକ୍ଷେପ ଏବେ ସରକାରଙ୍କ ପାଇଁ ହରଡ଼ଘଣା ପାଲଟିଛି। ଗତ ୩ ମାସ ମଧ୍ୟରେ ଏସବୁ ରାଜନେତାଙ୍କ ଲାଗି ସରକାରଙ୍କୁ ୨ କୋଟି ୬୫ ହଜାର ଟଙ୍କା ଖର୍ଚ୍ଚ କରିବାକୁ ପଡ଼ିଛି। ଏବେ ଏହି ରାଜନେତାଙ୍କୁ ଡାଲ୍‌ ହ୍ରଦ ନିକଟରେ ଥିବା ହୋଟେଲ୍‌ ସେଣ୍ଟୋର କିମ୍ବା ବିଧାୟକ ହଷ୍ଟେଲକୁ ସ୍ଥାନାନ୍ତର କରିବା ପାଇଁ ସରକାର ଯୋଜନା କରିଛନ୍ତି। ଏସବୁ ରାଜନେତାଙ୍କ ମଧ୍ୟରେ ପିଡିପି ମୁଖ୍ୟ ମେହବୁବା ମୁଫ୍‌ତି, ନ୍ୟାସନାଲ୍‌ କନଫରେନ୍ସ୍‌ର ଓମାର ଅବଦୁଲାଙ୍କ ସମେତ ୩୧ ଜଣ ରହିଛନ୍ତି। ଏବେ ଏହି ନେତାଙ୍କୁ ଆଇଟିଡିସିର ଏକ ହୋଟେଲ୍‌ରେ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୬ ଘଣ୍ଟାରେ ଜେଲକୁ ଫେରିଲେ ଇମ୍ରାନ, ହସ୍ପିଟାଲରେ ହେଲା….

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ଅଡୁଆ କମିବାର ନାଁ ନେଉନାହିଁ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ତାଙ୍କୁ କଡ଼ା ସୁରକ୍ଷା ମଧ୍ୟରେ ଇସଲାମାବାଦର ଶିଫା…

ଯୁବତୀଙ୍କ ଉପରେ କାର ମାଡ଼ିଦେଲେ ସାଂସଦଙ୍କ ପୁଅ: ଆଉ ତା’ପରେ ଘଟିଲା…

ହାଇଦ୍ରାବାଦ,୨୧।୮:ହାଇଦ୍ରାବାଦରେ ଏକ ଆଷ୍ଟନ ମାର୍ଟିନ କାର ଧକ୍କା ଦେବାରୁ ଜଣେ ୨୬ ବର୍ଷୀୟା ଯୁବତୀଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ରାଜ୍ୟ ସଭା ସାଂସଦ ଲିଙ୍ଗାମନେନି ରମେଶଙ୍କ…

ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବାବେଳେ ଘରୁ ଶୁଭିଲା ଚିତ୍କାର: ଆଉ ତା’ପରେ ଘଟିଲା..

ଦେବଗଡ,୨୧୮(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାଞ୍ଚଳ ଗୁରୁସଙ୍ଗ ଗ୍ରାମରେ ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ୨ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଥିବା…

ରୁଫ୍‌ଟପ୍ ସୋଲାର ସ୍ଥାପନରେ ଓଡ଼ିଶାର ବଡ଼ ସଫଳତା, ଦେଶରେ ୭ମ ସ୍ଥାନ

ଭୁବନେଶ୍ୱର, ୨୧।୮: ‘ପିଏମ୍‌ ସୂର୍ଯ୍ୟଘର ମୁଫ୍‌ତ ବିଜ୍‌ଲି’ ଯୋଜନା ଅଧୀନରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ କ୍ଷେତ୍ରରେ ଓଡ଼ିଶା ଜାତୀୟସ୍ତରରେ ୧୩ତମ ସ୍ଥାନରୁ ୭ମ ସ୍ଥାନକୁ ଉନ୍ନୀତ ହୋଇଛି…

ଆର୍‌ଏସ୍‌ଏସ୍‌ ବିରୋଧରେ ପ୍ରତିବନ୍ଧକ ଲଗାଅ: ଆମେରିକୀୟ ସଂସ୍ଥା

ଓ୍ବାଶିଂଟନ,୨୧।୮(ପି.ଟି.): ଆମେରିକାର ଏକ ଧାର୍ମିକ ସ୍ବାଧୀନ ପରାମର୍ଶଦାତା ସଂସ୍ଥାର ଅଧିକାରୀମାନେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ବିରୋଧରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରିଛନ୍ତି । ଏଥିସହ ସେମାନେ…

ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ…

ଇମ୍ରାନ ଖାନଙ୍କୁ ନେଇ ବଡ଼ ଖବର, ରାତିଅଧରେ ହସ୍ପିଟାଲରେ ଭର୍ତ୍ତି

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ଇସଲାମାବାଦସ୍ଥିତ ଶିଫା ଇଣ୍ଟରନ୍ୟାସନାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ରାତି ପ୍ରାୟ ୧ଟା ୫ ମିନିଟ୍‌ରେ ତାଙ୍କୁ ଅଦିଆଲା…

ଅସମ୍ଭାଳ ସ୍ଥିତିରେ ଝାରପଡ଼ା ଜେଲ: ଡ୍ରାଇଭର ଗିରଫ ପରେ…

ଭୁବନେଶ୍ୱର,୨୧।୮(ତ୍ରିନାଥ ମହାନ୍ତି):ମାଷ୍ଟରକ୍ୟାଣ୍ଟିନ ହିଂସା ଘଟଣାରେ ୧୧୩ ଜଣ ଅନ୍‌ଲାଇନ୍‌ ଅଟୋ ଡ୍ରାଇଭର ଗିରଫ ହୋଇ ଜେଲ ଯାଇଛନ୍ତି। ଜେଲ ଯିବା ପରେ ଏବେ ଝାରପଡ଼ା ଜେଲ କର୍ତ୍ତୃପକ୍ଷଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri