ନଡ଼ିଆ ଗଛରୁ ୧୦ ଫୁଟ ଲମ୍ବର ଅହିରାଜ ଉଦ୍ଧାର

ରଣପୁର, (ସ୍ବପ୍ର)୨।୧୦: ନୟାଗଡ଼ ଜିଲା ରଣପୁର ବ୍ଲକ ବିରୁଡ଼ା ଗ୍ରାମର ପ୍ରଫୁଲ୍ଲ ବେହେରାଙ୍କ ଘର ଆଗରେ ଥିବା ନଡ଼ିଆ ଗଛରୁ ବୁଧବାର ସକାଳେ ଦଶଫୁଟ ଲମ୍ବର ଏକ ବିଷାକ୍ତ ଅହିରାଜ ସାପ ଉଦ୍ଧାର କରାଯାଇଛି। ଖବର ପାଇ ରଣପୁର ଦେଉଳି ଗ୍ରାମର ସାପଧରାଳି ଅଜୟ ପ୍ରଧାନ ଘଟଣାସ୍ଥଳରେ ପହଞ୍ଚି ଗଛରେ ଚଢ଼ି ସାପଟିକୁ ଧରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ୱତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ୱତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri