Posted inଜାତୀୟ

ନଡ୍ଡା ହେଲେ ଭାଜପା ଅଧ୍ୟକ୍ଷ

ନୂଆଦିଲ୍ଲୀ,୨୦।୧: କେନ୍ଦ୍ରର ଶାସନ ଗାଦିରେ ବସିଥିବା ଭାରତୀୟ ଜନତା ପାର୍ଟି(ଭାଜପା)କୁ ଦୀର୍ଘ ୬ ବର୍ଷ ପରେ ଏବେ ମିଳିଛି ନୂଆ ଅଧ୍ୟକ୍ଷ। ରାଷ୍ଟ୍ରୀୟ ଅଧ୍ୟକ୍ଷ ନିର୍ବାଚନ ପ୍ରକ୍ରିୟା ଜରିଆରେ ଭାଜପାର କାର୍ଯ୍ୟକାରୀ ଅଧ୍ୟକ୍ଷ ଥିବା ଜଗତ ପ୍ରକାଶ ନଡ୍ଡାକୁ ନୂଆ ଅଧ୍ୟକ୍ଷ ଭାବେ ନିର୍ବାଚିତ କରାଯାଇଛି। ନଡ୍ଡା ଅଧ୍ୟକ୍ଷ ନିର୍ବାଚିତ ହେବା ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରଷ୍ଟ୍ରମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ସଡ଼କ ପରିବହନ ମନ୍ତ୍ରୀ ନିତିନ ଗଡକରୀ ଓ ଅନ୍ୟ ନେତାମାନେ ଉପସ୍ଥିତ ଥିଲେ। ଦୀର୍ଘ ପ୍ରାୟ ସାଢେ ୫ବର୍ଷ ଅଧ୍ୟକ୍ଷ ପଦରେ ଥିବା ଅମିତ ଶାହାଙ୍କ କାର୍ଯ୍ୟକାଳ ଏବେ ସମାପ୍ତ ହୋଇଛି। ହିମାଚଳର ପ୍ରଥମ ନେତା ଭାବେ ନଡ୍ଡାଙ୍କୁ ଏହି ଗୁରୁଦାୟିତ୍ୱ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାକ୍ଟେରିଆ ରୋକିବାର ସହଜ ଉପାୟ

ବ୍ୟାକ୍ଟେରିଆ ଆମ ଶରୀରରେ କାୟା ବିସ୍ତାର କଲେ ତାହା କେତେକ ରୋଗର କାରଣ ସାଜିଥାଏ। ତେବେ ଏହାକୁ ପ୍ରତିହତ କରିବାର ଏକ ସହଜ ତଥା ସରଳ ଉପାୟ…

ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରି

ଏବେ ଆମ ଦେଶରେ ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରିର ଚାହିଦା ଅଭୂତପୂର୍ବ ଭାବେ ବୃଦ୍ଧି ପାଉଛି। ଗୁରୁତର ଆର୍ଥ୍ରାଇଟିସ ଏବଂ ଜଏଣ୍ଟର ଅନ୍ତିମ ପର୍ଯ୍ୟାୟର ରୋଗରେ ପୀଡ଼ିତ ଅନେକ…

ସଲମାନଙ୍କ ସମର୍ଥନରେ ବାହାରିଲେ ରୋହିତ ଶେଟ୍ଟୀ; ଟ୍ରୋଲର୍ସଙ୍କୁ ଦେଲେ ଜବରଦସ୍ତ ଜବାବ

ମୁମ୍ବାଇ,୨୧।୯: ବଲିଉଡ୍ ଷ୍ଟାର୍ ସଲମାନ ଖାନ୍‌ ଏବେ ‘ବିଗ୍ ବସ୍ ୨୦’କୁ ନେଇ ଚର୍ଚ୍ଚାରେ ରହିଛନ୍ତି । ନିକଟରେ ‘ୱିକେଣ୍ଡ କା ୱାର୍’ରେ ସୋସିଆଲ ମିଡିଆ ଟ୍ରୋଲର୍ସଙ୍କ…

ବିହାରରେ ଅସଦାଚରଣ! ବାଇକରେ ଯାଉଥିବା ନାବାଳିକା ଛାତ୍ରୀଙ୍କୁ ବ୍ୟାଡ ଟଚ୍‌; ଭିଡିଓ ଭାଇରାଲ

ପାଟନା,୨୧।୯: ବିହାରର ଜାମୁଇ ଜିଲାରେ ଏକ ରାସ୍ତା ଉପରେ ଜଣେ ନାବାଳିକା ଛାତ୍ରୀଙ୍କୁ ହଇରାଣ-ହରକତ ଓ ଅଶାଳୀନ ବ୍ୟବହାର କରାଯିବା ଏବଂ ତାଙ୍କ ସହ ଜଣେ ନାବାଳକ…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ସମଗ୍ର ପୃଥିବୀରେ କୋଣାର୍କ ସର୍ବାପେକ୍ଷା ଅଧିକ ଅଳଂକୃତ ମନ୍ଦିର

ଉପରେ ଯେଉଁ ଶୀର୍ଷକ ବ୍ୟବହାର କରିଛୁ, ତାହା ଫର୍ଗୁସନ୍‌ଙ୍କ ମତ। ସେ ମଧ୍ୟ ଶ୍ରୀପଦ୍ମକେଶର ମନ୍ଦିର ଶବ୍ଦ ବ୍ୟବହାର କରିନାହାନ୍ତି। ଜଣେ ଭାରତୀୟ ମନମୋହନ ଗାଙ୍ଗୁଲି ମଧ୍ୟ…

ନିଜ ନାଗରିକଙ୍କ ପାଇଁ ଆଡଭାଇଜରୀ ଜାରି କଲା ଆମେରିକା; ମଧ୍ୟ-ପୂର୍ବରେ ପରିସ୍ଥିତି ଜଟିଳ ହେବାର ଆଶଙ୍କା

ଓ୍ବାଶିଂଟନ,୨୧।୯: ଆମେରିକା ନିଜ ନାଗରିକମାନଙ୍କ ପାଇଁ ଏକ ନୂତନ ଆଡଭାଇଜରୀ ଜାରି କରି ଇରାନ ଗସ୍ତ ନ କରିବାକୁ ଅନୁରୋଧ କରିଛି। ଏଥିରେ ଆମେରିକୀୟ ନାଗରିକମାନଙ୍କୁ ଯେକୌଣସି…

ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?