ନଦୀ କୂଳରୁ ମିଳିଲା ଶରଣାର୍ଥୀ ବାପ-ଝିଅଙ୍କ ମୃତଦେହ: ଫଟୋ ଭାଇରାଲ

ନ୍ୟୁୟର୍କ, ୨୬।୬: ୨୦୧୫ରେ ସିରିଆର ଶରଣାର୍ଥୀ ଶିଶୁ ଆଲନ କୁର୍ଦ୍ଦି ସମୁଦ୍ରକୂଳରେ ପଡିଥିବାର ଦୃଶ୍ୟ ସାରା ଦୁନିଆକୁ ସ୍ତବ୍ଧ କରିଦେଇଥିଲା। ସେମିତି ଏକ ହୃଦୟବିଦାରକ ଚିତ୍ର ପୁଣିଥରେ ଭାଇରାଲ ହୋଇଛି। ଆମେରିକା ପାଖରେ ଥିବା ଏକ ଦେଶ ଇଆଇ ସାଲଭେଡୋର ନିବାସୀ ୨୫ ବର୍ଷୀୟ ଆଲବର୍ଟ ମାର୍ଟିନେଜ୍‌ ରାମିରେଜ ଏବଂ ତାଙ୍କ ୨ବର୍ଷର ଝିଅ ଫ୍ଲୋରିଆଙ୍କୁ ସମୁଦ୍ରକୂଳରେ ମୃତାବସ୍ଥାରେ ପଡିଥିବାର ଦେଖି ପୁଣି ଥରେ ମନେ ପକାଇଦେଇଛି ଅଲନଙ୍କ କଥା। ବାପ-ଝିଅ ଆମେରିକାରେ ମୁଣ୍ଡ ଗୁଞ୍ଜିବା ପାଇଁ ଆସୁଥିବାବେଳେ ମେକ୍ସିକୋର ରିୟୋ ଗ୍ରାଣ୍ଡ ନଦୀରେ ବୁଡି ଯାଇଥିଲେ। ଫଟୋରେ କୁନି ଶିଶୁଟିର ହାତ ପିତାଙ୍କ ଶାର୍ଟ ଭିତରେ ପଶିଯାଇଛି। ସୂଚନାଯୋଗ୍ୟ, ଆମେରିକା-ମେକ୍ସିକୋ ବର୍ଡରରେ ହଜାର ହଜାର ଶରଣାର୍ଥୀ ରହିବା ପାଇଁ ଯାଗା ଖୋଜୁଛନ୍ତି। ଗତବର୍ଷ ଏଠାରେ ୨୮୩ଜଣ ଶରଣାର୍ଥୀଙ୍କ ମୃତ୍ୟୁ ହୋଇଥିଲା। ଶରଣାର୍ଥୀମାନେ ଏବେ କେଉଁ ଦେଶକୁ ନିଜର ଦେଶଭାବେ ପ୍ରମାଣ ଦେଇପାରୁନଥିବାରୁ କୋଣସି ଦେଶ ସେମାନଙ୍କୁ ନିଜର ବୋଲି କହିବାକୁ ଚାହୁଁନାହାଁନ୍ତି। ଏଭଳି ସମୟରେ ଶରଣାର୍ଥୀମାନେ ଖୋଲା ଆକାଶ ତଳେ ଜୀବନ ବିତାଇବା ବ୍ୟତୀତ ଅନ୍ୟ କିଛି ଉପାୟ ପାଉନାହାଁନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭତ୍ତା ପାଇଁ ଲୋକମାନେ ନୟାନ୍ତ ହେବା ଅତ୍ୟନ୍ତ ଦୁଃଖଦାୟକ: ନବୀନ

ଭୁବନେଶ୍ୱର,୧୯।୬(ସୁନିତ୍‌ ମିଶ୍ର): ରାଜ୍ୟର ଲୋକମାନେ ଭତ୍ତା ପାଇଁ ନୟାନ୍ତ ହେବା ଅତ୍ୟନ୍ତ ଦୁଃଖଦାୟକ। ୨ ବର୍ଷ ପୂରଣ କରିଥିବା ଭାଜପା ସରକାରର ଏଇଆ କ’ଣ ଫାଇଦା କି…

କାର୍‌ ସହ ଭାଜପା ନେତାଙ୍କୁ ଜାଳିଦେଲେ

ରାୟପୁର, ୧୯।୬: ଛତିଶଗଡ଼ କୋରିଆ ଜିଲାରେ ବାଲି ଖନନକୁ କେନ୍ଦ୍ର କରି ୨ଗୋଷ୍ଠୀ ମଧ୍ୟରେ ଏକ ଜଘନ୍ୟ ହିଂସାକାଣ୍ଡ ଘଟିଛି। ଅଭିଯୁକ୍ତମାନେ ଏକ କାର୍‌କୁ ଧକ୍କା ଦେଇ…

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri