ନଦୀକୁ ଖସିଲା ଜେସିବି, ବର୍ତ୍ତିଲେ ଚାଳକ

ମହାକାଳପଡ଼ା, ୮ା୬(ଡି.ଏନ୍‌.ଏ.): ମହାକାଳପଡା ବ୍ଲକ ବଡକୁଳ ଗ୍ରାମ ପାର୍ଶ୍ୱ ଲୁଣା ନଦୀ ଗର୍ଭକୁ ସୋମବାର ଏକ ଜେସିବି ମେଶିନ ଖସିପଡ଼ିଥିଲା। ଫଳରେ ଚାଳକ ଅଳ୍ପକେ ବର୍ତ୍ତିଯାଇଛନ୍ତି। କେନ୍ଦ୍ରାପଡା ଜଳସେଚନ ଡିଭିଜନ ପକ୍ଷରୁ ନଦୀ ବନ୍ଧ ପାର୍ଶ୍ୱରେ ଜେସିବି ସାହାଯ୍ୟରେ ପଥର ପ୍ୟାକିଂ ଚାଲୁଥିଲା। ଏହି ସମୟରେ ପ୍ରବଳ ଜୁଆର ପାଣି ଆସିବାରୁ ଜେସିବି ଭାରସାମ୍ୟ ହରାଇ ନଦୀ ମଧ୍ୟକୁ ଖସିପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…

ମହାକାଳପଡ଼ାରେ ପୋଷଣ ମାସ: ଶିଶୁଙ୍କୁ ଭିଟାମିନ୍‌ଯୁକ୍ତ ଖାଦ୍ୟ ଦେବାକୁ ବିଡିଓଙ୍କ ଆହ୍ୱାନ

ମହାକାଳପଡ଼ା,୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମିଶନ ଶକ୍ତି ସଭାଗୃହଠାରେ ‘ସୁସ୍ଥ ଶିଶୁ, ସୁସ୍ଥ ପରିବାର, ସମୃଦ୍ଧ ଓଡ଼ିଶା’ ବାର୍ତ୍ତା ନେଇ ୯ମ ରାଷ୍ଟ୍ରୀୟ…

ଜୈବବିବିଧତାର ସୁରକ୍ଷିତ ଠିକଣା: ନୀଳରକ୍ତ କଙ୍କଡ଼ାଙ୍କ ମିଳନସ୍ଥଳ ପାଲଟିଛି ଗହୀରମଥା

ମହାକାଳପଡ଼ା,୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାର ଭିତରକନିକା ଓ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ବିଭିନ୍ନ ବିରଳ ପ୍ରଜାତିର ସାମୁଦ୍ରିକ ଜୀବଜନ୍ତୁ ଦେଖିବାକୁ ମିଳନ୍ତି। ବିଶେଷ କରି ମହାନଦୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?