Posted inଜାତୀୟ

ନଦୀକୁ ଖସିଲା ବରଯାତ୍ରୀ ଗାଡି: ୭ ନିଖୋଜ

ଲକ୍ଷ୍ନୌ, ୨୦।୬: ଉତ୍ତରପ୍ରଦେଶରେ ଏକ ଅଭାବନୀୟ ଘଟଣା ଘଟିଛି। ବରଯାତ୍ରୀ ଦଳକୁ ନେଇ ଯୋଉଥିବା ଏକ ପିକ୍‌ଅପ୍‌ ଗାଡି ନଦୀକୁ ଖସି ପଡିଛି। ଫଳରେ ୭ ଜଣ ଶିଶୁ ନିଖୋଜ ଅଛନ୍ତି। ପିକ୍‌ଅପ୍‌ରେ ୨୯ଜଣ ଯାତ୍ରୀ ଥିଲେ। ଘଟଣାସ୍ଥଳରେ ସୁରକ୍ଷାକର୍ମୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ସୂଚନାଯୋଗ୍ୟ, ଗୁରୁବାର ବିବାହ ସାରି ଫେରୁଥିବାବେଳେ ନଗରାମର ଇନ୍ଦିରା କେନାଲ ପାଖରେ ପିକ୍‌ଅପଟି ଭାରସାମ୍ୟ ହରାଇ ଗଳିପଡିଥିଲା। ଫଳରେ ଗାଡିରେ ଥିବା ୨୯ଜଣଙ୍କ ମଧ୍ୟରୁ ୨୨ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଥିବାବେଳେ ୭ ଶିଶୁ ଏବେ ବି ନିଖୋଜ ଅଛନ୍ତି। ପୋଲିସ ଏବଂ ଏନଡିଆରଏଫ ଟିମ୍‌ ଉଦ୍ଧାର କାର୍ଯ୍ୟ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୋମବାରରୁ ୩ ଦିନ ବ୍ୟାଙ୍କ ଷ୍ଟ୍ରାଇକ୍‌: ଜାଣନ୍ତୁ ରବିବାର କେଉଁ ବ୍ୟାଙ୍କ ଖୋଲା, କେଉଁଟା ବନ୍ଦ?

ନୂଆଦିଲ୍‌ଲୀ,୨୭।୯: ୨୮ ସେପ୍ଟେମ୍ୱର ଅର୍ଥାତ ସୋମବାରଠାରୁ ଦେଶର ସମସ୍ତ ବ୍ୟାଙ୍କ ତିନି ଦିନିଆ ଧର୍ମଘଟକୁ ଯାଉଛନ୍ତି। ଏହି ଧର୍ମଘଟ ୩୦ ସେପ୍ଟେମ୍ୱର ପର୍ଯ୍ୟନ୍ତ ଚାଲିବ, ଯାହା ଫଳରେ…

କ୍ଷମତାର ଦୁରୁପଯୋଗ

ଦୁର୍ନୀତି ଓ ଲାଞ୍ଚ, ଏହି ଦୁଇଟି ଶବ୍ଦକୁ ପରସ୍ପର ବଦଳରେ ବ୍ୟବହାର କରାଯାଇପାରେ। କିନ୍ତୁ ପ୍ରକୃତରେ ଲାଞ୍ଚ ଶବ୍ଦ ୧୬ଶ ଶତାବ୍ଦୀରେ ଉତ୍ପତ୍ତି ହୋଇଥିଲା। ଏହାର ଅର୍ଥ…

ସମୁଦ୍ର ଗର୍ଭରେ ଲୀନ ହେବ ଆଉ ୨ ମନ୍ଦିର

ଛତ୍ରପୁର,୨୭ା୯ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଦିନକୁ ଦିନ କ୍ଷୟ ହେବାରେ ଲାଗିଛି। ଗଭୀର ଅବପାତ ପ୍ରଭାବରେ ଉଚ୍ଚ ଜୁଆର କୂଳ…

ବୌଦ୍ଧ ବିଧାୟକଙ୍କ ନାଁରେ ଗିରଫ ପରୱାନା

ହରଭଙ୍ଗା,୨୭ା୯(ନରେନ୍ଦ୍ର କୁମାର ସାହୁ): ୨୦୨୪ରେ ଅନୁଷ୍ଠିତ ୧୭ତମ ବିଧାନସଭା ନିର୍ୱାଚନ ସମୟରେ ବର୍ତ୍ତମାନର ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ…

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ନେଇ କେନ୍ଦ୍ର ଅସ୍ପଷ୍ଟ

ବଲାଙ୍ଗୀର,୨୭ା୯(ବୀରେନ୍ଦ୍ର କୁମାର ଝାଙ୍କର): ଗତ ୨ ବର୍ଷ ତଳେ ୨୦୨୪ ସେପ୍ଟେମ୍ୱର ୮ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଦ୍ୱିତୀୟ ଏମ୍ସ ସମ୍ୱଲପୁରରେ ପ୍ରତିଷ୍ଠା…

ହୀରାକୁଦର ୨୦ ଗେଟ୍‌ ଖୋଲିଲା: ବୈତରଣୀରେ ୮, ସାଳନ୍ଦୀରେ ୬ ବନ୍ୟା

ଭୁବନେଶ୍ୱର, ୨୭ା୯ (ବନ୍ଦନା ସେଠୀ): ଲଗାଣ ବର୍ଷା ଯୋଗୁ ଓଡ଼ିଶାର ବିଭିନ୍ନ ନଦୀରେ ବନ୍ୟାସ୍ଥିତି ଗମ୍ଭୀର ହୋଇଚାଲିଛି। ଦକ୍ଷିଣ ଓଡ଼ିଶାରେ ଦୁଇଦିନ ଧରି କେତେକ ନଦୀରେ ବନ୍ୟା…

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

୩୦ରେ ଇଣ୍ଡିଆ ବ୍ଲକ୍‌ର ବୈଠକ, ହେବ ବଡ଼ ଆଲୋଚନା

ନୂଆଦିଲ୍ଲୀ,୨୬ା୯: ନିର୍ବାଚନ କମିଶନରେ ମତଭେଦ ଏବଂ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ଦେଖାଦେଇଥିବା ଉଦ୍‌ବେଗ ଓ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?