ନଦୀରୁ ଅଜଣା ମୃତଦେହ ଉଦ୍ଧାର

କଣ୍ଟାମାଳ, ୧୨।୯(ଡି.ଏନ.ଏ.): ବୌଦ୍ଧ ଜିଲା କଣ୍ଟାମାଳ ଥାନା ରେଙ୍ଗାଲି ପଞ୍ଚାୟତ ଅନ୍ତର୍ଗତ କମଘାଟ ଗାଁର ତେଲ ନଦୀ ଘାଟରୁ ଗୁରୁବାର ଏକ ଅଜଣା ମୃତଦେହ ଉଦ୍ଧାର କରାଯାଇଛି। ସକାଳେ ମୃତଦେହଟି ଏକ କପଡ଼ାରେ ଗୁଡାଇ ହୋଇ ଭାସୁଥିବାର ଦେଖି ଗଁାଲୋକେ କଣ୍ଟାମାଳ ପୋଲିସକୁ ଖବର ଦେଇଥିଲେ। ଖବରପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି। ତେବେ ମୃତ ବ୍ୟକ୍ତିଙ୍କର ପରିଚୟ ମିଳିପାରି ନ ଥିବା ବେଳେ ବନ୍ୟା ପାଣିରେ ଭାସି ଆସିଥିବା ନେଇ ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଚୟନକୁ ନେଇ ଭାଜପାକୁ କଟାକ୍ଷ କଲେ ପାଣ୍ଡିଆନ

ଭୁବନେଶ୍ୱର,୭।୫:ଭାଜପାର ମୁଖ୍ୟମନ୍ତ୍ରୀ ଚୟନକୁ ନେଇ ଶାସକ ଓ ବିରୋଧୀଙ୍କ ମଧ୍ୟରେ କଥା କଟାକଟି ଚାଲିଥିବାବେଳେ ପୁଣି ଏହି ପ୍ରସଙ୍ଗକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି କାର୍ତ୍ତିକ...

ନବୀନଙ୍କ ଆସନରେ ପ୍ରଚାର କଲେ ପାଣ୍ଡିଆନ, କହିଦେଲେ ଏମିତି…

ଭୁବନେଶ୍ୱର,୭।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନମଣ୍ଡଳୀରେ ପ୍ରଚାର କରିଛନ୍ତି ଭି.କେ ପାଣ୍ଡିଆନ। ମଙ୍ଗଳବାର ହିଞ୍ଜିଳିରେ ଜୋରଦାର ପ୍ରଚାର କରିଛନ୍ତି ଭିକେ ପାଣ୍ଡିଆନ । ଜନସଭାକୁ ସମ୍ବୋଧିତ...

ଭବାନୀପାଟଣା ବିଧାନସଭା ଆସନ: ତ୍ରିମୁଖୀ ଲଢେଇରେ ସ୍ବାଧୀନ ପ୍ରାର୍ଥୀଙ୍କ ପ୍ରଚାର ଚର୍ଚ୍ଚାରେ

ଭବାନୀପାଟଣା, ୭।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ନିର୍ବାଚନ ମଣ୍ଡଳୀରେ ରାଜନୀତି ଉଷ୍ଣତା ବଢିବାରେ ଲାଗିଛି। ହାତରେ ଆହୁରି କମ୍‌ ସମୟ ଥିବାରୁ ଏଠାକାର...

ମିଛ ମାନିଫେଷ୍ଟୋକୁ ନେଇ ବର୍ଷିଲା ବିଜେଡି, କହିଲେ ଭୂଆଁ ବୁଲାଉଛି…

ଭୁବନେଶ୍ୱର,୭।୫: ଭାଜପାର ସୋମବାର ସଙ୍କଳ୍ପପତ୍ର ଘୋଷଣା ପରେ ଏହାକୁ କାଉଣ୍ଟର ଆଟାକ କରିଛି ବିଜେଡି । ରାଜ୍ୟ ଭାଜପାର ସଙ୍କଳ୍ପପତ୍ରକୁ ‘ମିଛ ମାନିଫେଷ୍ଟୋ’ ବୋଲି କହିବା...

କଳାହାଣ୍ଡି ସ୍ବାଧୀନ ଏମ୍‌ପି ପ୍ରାର୍ଥୀଙ୍କୁ ଆକ୍ରମଣ

ଭବାନୀପାଟଣା,୭।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଲୋକସଭା ସ୍ବାଧୀନ ପ୍ରାର୍ଥୀ ନରେଶ ହିଆଲଙ୍କୁ କେତେକ କେତେକ ଦୁର୍ବୃତ୍ତ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଆକ୍ରମଣରେ ନରେଶ...

୩ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡାଦେଶ

ବାରିପଦା,୭।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଅତିରିକ୍ତ ଜିଲା ଓ ଦୌରା ଜଜ (୧) କୋର୍ଟରେ ମଙ୍ଗଳବାର ଏକ ନରହତ୍ୟା ମାମଲାର ରାୟ ପ୍ରକାଶ...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୨୦ ଘର

ବାରିପଦା,୭।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ବ୍ଲକ କେନ୍ଦୁଡିହା ପଞ୍ଚାୟତ କୁଳିଅଣା ବିନ୍ଧାଣିସାହିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଯାଇଛି। ଏହି ଆକସ୍ମିକ ଅଗ୍ନିକାଣ୍ଡରେ ବିନ୍ଧାଣିବସ୍ତିର ୨୦ରୁ...

ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ଭାଜପାର ୨ ବରିଷ୍ଠ ନେତା, ୯ରେ ଆସିବେ ଗଡ଼କରୀ

ଭୁବନେଶ୍ୱର, ୭।୫: ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ଭାଜପାର ୨ ବରିଷ୍ଠ ନେତା। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଓଡ଼ିଶା ଗସ୍ତରେ ଆସି ରାଜନାଥ ସିଂ ଭବାନୀପାଟଣା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri