କୁଆମରା ,୨୨ା୧(ଡ଼ି.ଏନ୍.ଏ.)- ଗୋପବନ୍ଧୁ ନଗର ବ୍ଲକ ଅଧୀନ ବରଡିହି ପଞ୍ଚାୟତର ପରିଛିପୁର ଗ୍ରାମର ଏକ ୪ ବର୍ଷର ଶିଶୁ ପୁତ୍ର ସୋନ ନଦୀରେ ବୁଡ଼ି ପ୍ରାଣ ହରାଇଛନ୍ତି।
ସୂଚନା ଅନୁସାରେ ଗ୍ରାମର କନ୍ଦା ସିଂ ଓ ତାଙ୍କର ସ୍ତ୍ରୀ ମମତା ମଙ୍ଗଳବାର ସ୍ଥାନୀୟ ଇଟା ଭାଟିକୁ କାମ କରିବାକୁ ଯାଇ ଥିବା ବେଳେ ତାଙ୍କର ୪ବର୍ଷର ଶିଶୁ ରଜତ ଘରେ ଥିଲା। ମଧ୍ୟାହ୍ନ ସମୟରେ ରଜତ ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିବା ବେଳେ ଅସାବଧାନତା ବଶତଃ ପାଣିରେ ବୁଡ଼ି ଯାଇଥିଲେ। ସାଙ୍ଗମାନେ କିଛି ସମୟ ଧରି ଖୋଜା ଖୋଜି କରି ନ ପାଇବାରୁ ଫେରି ଯାଇଥିଲେ। ପରେ ପରିବାର ଲୋକେ ନଦୀ ଭିତରୁ ମୃତ ଅବସ୍ଥାରେ ରଜତଙ୍କୁୁ ଉଦ୍ଧାର କରିଥିଲେ। ଏ ନେଇ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। କୁଶଳଦା ଫାଣ୍ଡି ପୋଲିସ ପହଞ୍ଚି ମୃତଦେହକୁ ଜବତ କରିବା ସହ ଏ ନେଇ ଏକ ଅପମୃତ୍ୟୁ ମାମଲା(ନଂ. ୩/୨୦) ରୁଜୁ କରିଛି। ବୁଧବାର ମୃତଦେହ ବ୍ୟବଚ୍ଛେଦ କରାଯିବ ବୋଲି ଫାଣ୍ଡି ଅଧିକାରୀ ଏନ. ଦାଶ କହିଛନ୍ତି।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ଛାତ୍ରୀଛାତ୍ରଙ୍କୁ ସଫଳତାର ମନ୍ତ୍ର ଦେଲେ ଜିଲାପାଳ
ତୁମୁଡିବନ୍ଧ,୨୦ା୭(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ନେତାଜୀ ସୁବାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଟିପ୍ସ ଫର୍ମ ଆଇଏଏସ୍ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…
ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ
ଫୁଲବାଣୀ, ୨୦ା୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ପୁଣି ଛାତ୍ରୀ ଗର୍ଭବତୀ ହୋଇଛନ୍ତି। ଅନୁସୂଚିତ ଜନଜାତି ଏବଂ ଅନୁସୂଚିତ ଜାତି ବିଭାଗ ଦ୍ୱାରା ପରିଚାଳିତ ଏକ ବିଦ୍ୟାଳୟରେ…
ଗୁଡାରିରୁ ଭୁବନେଶ୍ୱର ବସ୍ ସେବା ପାଇଁ ସ୍ବର ଉଠାଇଲେ ଭୃଗୁ: ଦାବି ପୂରଣ ନ ହେଲେ…
ଗୁଡାରି,୨୦।୭,(ପ୍ରମୋଦ କୁମାର ପତି ) : ଭୁବନେଶ୍ୱରରେ ଦକ୍ଷିଣ ଓଡ଼ିଶା ବିକାଶ ପରିଷଦର ଚିନ୍ତନ ବୈଠକ ସଭାପତି ଭୃଗୁ ବକ୍ସିପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ…
ବଡ଼ଧରଣର ଚଢ଼ାଉ: ୧୦ ଲକ୍ଷରୁ ଅଧିକ ମହୁଲ ପୋଚ ନଷ୍ଟ ; ପୋଲିସ, ଅବକାରୀ ଟିମ୍କୁ ଦେଖି ମାଫିଆ…
ପାଟଣା ,୨୦।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ଅବକାରୀ ସୁପରିଟେଣ୍ଡେଟ୍ ତେଜରାତ ଯାନିଙ୍କ ନିର୍ଦ୍ଦେଶରେ ସୋମବାର ପାଟଣା ବ୍ଲକ ଅନ୍ତର୍ଗତ ବାଉଁଶୁଳି ପଞ୍ଚାୟତ ହୀରାପଶି ଗ୍ରାମରେ ବେଆଇନ…
ପେଟ୍ରୋଲ ପମ୍ପ ନିକଟରୁ ନବଜାତ ଶିଶୁ ଉଦ୍ଧାର, କୁକୁର ପଲ ଦେଲେ ସୁରକ୍ଷା
ଭଞ୍ଜନଗର,୨୦।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ ପେଟ୍ରୋଲ ପମ୍ପ ନିକଟରେ ସୋମବାର ଅପରାହ୍ନ ୪ଟା ସମୟରେ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରାଯାଇଛି…
ଅଧ୍ୟକ୍ଷ ଦାୟିତ୍ୱ ନେଲେ ଦିଲ୍ଲୀପ: କଲେଜର ଉନ୍ନତି ପ୍ରତି ଦିଆଯିବ ଧ୍ୟାନ
ଭଞ୍ଜନଗର,୨୦।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷ ଭାବେ ଡଃ ଦିଲ୍ଲୀପ କୁମାର ପ୍ରଧାନ ସୋମବାର ଦାୟିତ୍ୱ ନେଇଛନ୍ତି। ସେ ବାଲିପଦର…
ରାୟଗଡ଼ାରେ ବଡ଼ ଧରଣର ଡକାୟତି, ଗ୍ରିଲ୍ ଭାଙ୍ଗି ନେଇଗଲେ ୧୫ ଭରି ସୁନା ଅଳଙ୍କାର
ରାୟଗଡ଼ା,୨୦।୭(କୈଳାଶ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଏବେ ଲୁଟେରାଙ୍କ ଆଡ୍ଡାସ୍ଥଳୀ ପାଲଟିଛି l ଅଞ୍ଚଳରେ ଚୋରି, ଡକାୟତି, ରାହାଜନୀ, ଲୁଯ୍ ଭଳି ଘଟଣା ଦିନକୁ ଦିନ ବଢ଼ିବାରେ…
ରଥକାଠ ଭାଙ୍ଗିଲେ ଅଭିମାନିନୀ ମହାଲକ୍ଷ୍ମୀ: ସାନ୍ତ୍ୱନା ଦେଲେ ମହାପ୍ରଭୁ
କେସିଙ୍ଗା,୨୦।୭(ତୁମେଶ୍ୱର ସାହୁ): କେସିଙ୍ଗା ବ୍ଲକ ଅଧିନସ୍ଥ ସିର୍ଜାପାଲି ଗ୍ରାମରେ ଶ୍ରୀ ଜଗନ୍ନାଥ ମନ୍ଦିରରେ ମହାଆଡମ୍ବରରେ ହେରାପଞ୍ଚମୀ ସୋମବାର ପାଳିତ ହୋଇଯାଇଛି। ଉକ୍ତ ଗ୍ରାମର ଶ୍ରୀପଦ୍ମନାଭ(ବଳଭଦ୍ର) ପ୍ରମୋଦ କୁମାର…
Archives

