ନଦୀରେ ଯୁବତୀ ନିଖୋଜ ଅଭିଯୋଗ

ହିଞ୍ଜିଳିକାଟୁ,୧୮ା୮(ଡି.ଏନ୍‌.ଏ.)-ହିଞ୍ଜିଳି ଥାନା ଖରିଡ଼ା ଗ୍ରାମର ଜଣେ ଯୁବତୀ ରବିବାର ସକାଳେ ଋଷିକୁଲ୍ୟା ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ହୋଇଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଯୁବତୀ ଜଣକ ଗାଧୋଇବାକୁ ଯାଇ ଦୀର୍ଘ ସମୟ ପର୍ଯ୍ୟନ୍ତ ଘରକୁ ନ ଫେରିବାରୁ ତାଙ୍କ ମା’ ନଦୀକୁ ଯାଇ ଖୋଜିଥିଲେ। ନଦୀ ପଠାରେ ଚପଲ ଥିବା ଦେଖି ଝିଅ ଭାସି ଯାଇଥିବା ସନ୍ଦେହ କରିଥିଲେ। ଖବରପାଇ ହିଞ୍ଜିଳିକାଟୁ ଅଗ୍ନିଶମ ବାହିନୀ ଓ ପୋଲିସ ଟିମ୍‌ ପହଞ୍ଚି ନଦୀର ବିଭିନ୍ନ ସ୍ଥାନରେ ଦୀର୍ଘ ସମୟ ପର୍ଯ୍ୟନ୍ତ ଖୋଜାଖୋଜି କରିଥିଲେ। ଖବର ଲେଖାଯିବା ସୁଦ୍ଧା ଯୁବତୀଙ୍କ ସନ୍ଧାନ ମିଳି ପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରମିକଙ୍କୁ ୧୦୦ ମିଟର ଘୋଷାଡି ନେଲା ବସ, ଆଉ ତା’ପରେ ଘଟିଲା…

ଭଞ୍ଜନଗର,୧୧/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ଭାଲିଆଖାଇ ଛକରେ ବୁଧବାର ନୀଳକଣ୍ଠ ନାମକ ଏକ ଘରୋଇ ବସ ଧକ୍କାରେ ଜଣେ ସାଇକେଲ ଆରୋହୀ ଗୁରୁତର ଭାବେ…

ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ବିବାଦ ଘନେଇଲା,ତହସିଲଦାରଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୧୦। ୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଥିବା ଇଣ୍ଡିଆନ୍ ଓଭରସିଜ ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ଗ୍ରାମର ଦୁଇ…

୧୭ରେ ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘ ନିର୍ବାଚନ: ନାମାଙ୍କନ କଲେ ୩୬ ପ୍ରାର୍ଥୀ…

ଛତ୍ରପୁର,୧୦ା୧୦ (ଦିଲୀପ ସାମଲ)-ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘର କର୍ମକର୍ତ୍ତା ନିର୍ବାଚନ ଫେବୃଆରୀ ୧୭ ତାରିଖରେ ଅନୁଷ୍ଠିତ ହେବ। ସଂଘର ବିଭିନ୍ନ ପଦ ପଦବୀ…

ଦିଗପହଣ୍ଡିରେ ମାତିଛି ପାଗଳା କୁକର, ଲୋକେ ଆତଙ୍କିତ

ଦିଗପହଣ୍ଡି, ୧୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ମେଡିକାଲ ଛକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ପାଗଳା କୁକୁର କାମୁଡିବା ଘଟଣାକୁ ନେଇ ଆତଙ୍କ ଖେଳିଯାଇଛି। ଦିଗପହଣ୍ଡି…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

ତାମିଲନାଡୁରେ ନିର୍ଯାତିତ ହେଉଥିଲେ ୩ ଓଡ଼ିଆ ଶ୍ରମିକ, ଉଦ୍ଧାର କଲା ଦିଗପହଣ୍ଡି ପୋଲିସ ଟିମ୍‌ 

ଦିଗପହଣ୍ଡି,୧୦ା୨(ଅଶେଷ ନାଥ ମିଶ୍ର)-ସୁଦୂର ତାମିଲନାଡୁ ତିରିପୁର ଜିଲା ପଙ୍ଗାଲୁ ଗ୍ରାମ ନିକଟ ଏକ ପାଣି ବୋର୍‌ ୱେଲ୍‌ ଗ୍ୟାରେଜର ଏକ ଘର ମଧ୍ୟରୁ ମଙ୍ଗଳବାର ସକାଳେ ଦିଗପହଣ୍ଡି…

ଅନ୍ୟ ରାଜ୍ୟରେ ପ୍ରେମକରି ବିବାହ ପଡ଼ିଲା ମହଙ୍ଗା: ସ୍ତ୍ରୀ ଦୁଇ ଛୁଆଙ୍କୁ ନେଇ ପଳାଇଲେ, ଅନ୍ତିମ ସତ୍କାର ପାଇଁ ବି ଆସିଲେନି…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଗ୍ରାମର କାହ୍ନୁ ଡାକୁଆ (୪୦) ସୋମବାର ଭଞ୍ଜନଗର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି। ମତ୍ୟୁପରେ…

ଦିଲ୍ଲୀ କର୍ତ୍ତବ୍ୟ ପଥ ପରେଡରେ ଭାଗ ନେଇ ଫେରିଲେ ରାଜ୍ୟର ଗୌରବ ରାକେଶ

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଏନ୍‌ସିସି ଆର୍ମି ୱିଂଗର କ୍ୟାଡେଟ ରାକେଶ ଭୂୟାଁଙ୍କୁ ମଙ୍ଗଳବାର କଲେଜ ପକ୍ଷରୁ ସମ୍ବର୍ଦ୍ଧନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri