ନନ୍ଦନକାନନ ଖୋଲିବା ନେଇ ଅନିଶ୍ଚିତତା

ନରାଜ, ୨୮।୫ (ଡି.ଏନ୍‌.ଏ.): କରୋନା ଓ ଲକ୍‌ଡାଉନ୍‌ ପାଇଁ ପ୍ରାଣୀ ଉଦ୍ୟାନ ନନ୍ଦନକାନନ ପ୍ରଭାବିତ ହୋଇଛି। ୧୯୯୯ ମହାବାତ୍ୟା, ୨୦୧୯ ଫନୀ ପରେ ଏବେ ଏସିଆ ମହାଦେଶର ଏହି ସର୍ବବୃହତ୍‌ ଚିଡ଼ିଆଖାନା ଉପରେ କରୋନା ମାଡ଼ ପଡ଼ିଛି। ମାର୍ଚ୍ଚ ୧୫ରୁ ନନ୍ଦନକାନନରେ ତାଲା ଝୁଲୁଛି। ରାଜ୍ୟରେ ସଂକ୍ରମଣ ଓ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାରୁ ନନ୍ଦନକାନନ ଖୋଲିବା ନେଇ ଅନିଶ୍ଚିତତା ଦେଖାଦେଇଛି।
ଆମେରିକାର ନ୍ୟୁୟର୍କସ୍ଥିତ ବ୍ରୋଙ୍କ୍ସ ଚିଡିଆଖାନାରେ ବାଘ ଶରୀରରେ କରୋନା ଭୂତାଣୁ ଠାବ ହେବାପରେ ନନ୍ଦନକାନନକୁ ସଂକ୍ରମଣ ଭୟ ଘାରିଛି। ଯେପରି ଏହା ମଧ୍ୟକୁ ଭୂତାଣୁ ପ୍ରବେଶ ନ କରିବ ସେଥିପାଇଁ କର୍ତ୍ତୃପକ୍ଷ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି। ନନ୍ଦନକାନନକୁ ବାହାର ଲୋକଙ୍କୁ ସମ୍ପୂର୍ଣ୍ଣ ବାରଣ କରାଯାଇଥିବାବେଳେ କେବଳ ଜୀବଜନ୍ତୁଙ୍କ ଦାୟିତ୍ୱରେ ଥିବା କେତେଜଣ କର୍ମଚାରୀମାନଙ୍କୁ ପାଳିକରି ଭିତରକୁ ଛଡାଯାଉଛି। ସେମାନେ ନିୟମିତ ସାନିଟାଇଜର ବ୍ୟବହାର କରିବା ସହ ମାସ୍କ ପିନ୍ଧି ଓ ସାମାଜିକ ଦୂରତ୍ୱ ରଖି କାର୍ଯ୍ୟ କରୁଛନ୍ତି ବୋଲି ନନ୍ଦନକାନନ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖବରଦାତା ସମ୍ମିଳନୀ କରି ବିଜେଡି ଉପରେ ବର୍ଷିିଲେ ଦେବାଶିଷ, କହିଲେ ମୁଁ ଅଣନିଶ୍ୱାସୀ ଥିଲି …

ଭୁବନେଶ୍ୱର, ୨୮।୫: ଭାଜପାରେ ମିଶିବା ପରେ ଖବରଦାତା ସମ୍ମିଳନୀ କରି ବିଜେଡି ଉପରେ ପୁଣି ବର୍ଷିଛନ୍ତି ଦେବାଶିଷ ସାମନ୍ତରାୟ। ଦେବାଶିଷ କହିଛନ୍ତି, ମୁଁ ଏବେ ଘରକୁ ଫେରିବା…

ସିଦ୍ଦାରାମାୟା ନା ଶିବକୁମାର କିଏ ଅଧିକ ଧନୀ? ଜାଣନ୍ତୁ ନେଟଓ଼୍ବର୍ଥ ରେସ୍‌ରେ କିଏ ଆଗରେ…

ବେଙ୍ଗାଲୁରୁ,୨୮।୫: କର୍ନାଟକରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଲାଗି ରହିଥିବା ସସପେନ୍ସ ଶେଷରେ ଶେଷ ହୋଇଛି। ସୂତ୍ର ଅନୁଯାୟୀ, ସିଦ୍ଦାରାମାୟା ଆଜି ମେ 28 ତାରିଖରେ ମୁଖ୍ୟମନ୍ତ୍ରୀ ପଦରୁ…

ମେଟାର ବଡ଼ ଘୋଷଣା: ଏବେ ମାଗଣାରେ ଚାଲିବନି Instagram, WhatsApp, Facebook; ମୋବାଇଲ ଭଳି ହେବ ମାସିକ ରିଚାର୍ଜ!

ନୂଆଦିଲ୍ଲୀ:୨୮।୫: ସୋସିଆଲ ମିଡିଆ ବ୍ୟବହାରକାରୀଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଫେସବୁକ, ଇନଷ୍ଟାଗ୍ରାମ ଏବଂ ହ୍‌ବାଟସଆପର ମାଲିକାନା କମ୍ପାନୀ ‘ମେଟା’ (Meta) ଏକ ବଡ଼…

ବେକରେ ଗାମୁଛା ବାନ୍ଧି ଘରେ ଝୁଲିପଡ଼ିଲେ ଯୁବକ, ପୁଅକୁ ହରାଇ ମା-ବାପା…

ଝରିଗାଁ,୨୮ା୫(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସଦର ମହକୁମାର ରବିନ ମଣ୍ଡଳଙ୍କ ପୁଅ ଶୁଭେନ୍ଧୁ (୨୭) ନିଜ ଘରେ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା…

ମଝି ନଦୀରେ ବୁଡ଼ିଗଲା ଡଙ୍ଗା: ୧୪ ରୁ ୧୫ ଜଣ କରୁଥିଲେ ଯାତ୍ରା

ପାଟନା,୨୮।୫: ପାଟନା ଜିଲାର ଉମାନାଥ ଗଙ୍ଗା ଘାଟରେ ଏକ ମର୍ମନ୍ତୁଦ ଡଙ୍ଗା ଦୁର୍ଘଟଣା ସମଗ୍ର ଅଞ୍ଚଳକୁ ଥରାଇ ଦେଇଛି। ଚାଷୀମାନେ ଦିଆରା ଅଞ୍ଚଳକୁ ଜୀବିକା ନିର୍ବାହ ପାଇଁ…

୧,୪୦୦ କୋଟିରୁ ଅଧିକ ସମ୍ପତ୍ତିର ମାଲିକ ଡି.କେ. ଶିବକୁମାର, ଜାଣନ୍ତୁ ନୂଆ ମୁଖ୍ୟମନ୍ତ୍ରୀଙ୍କ ନେଟଓ଼୍ବର୍ଥ

ବେଙ୍ଗାଲୁରୁ,୨୮।୫: କର୍ନାଟକ କଂଗ୍ରେସର ପ୍ରମୁଖ ନେତା ତଥା ଉପମୁଖ୍ୟମନ୍ତ୍ରୀ ଡି. କେ. ଶିବକୁମାର (D.K. Shivakumar) ନିଜର ନିର୍ୱାଚନୀ ସପଥପତ୍ର (Affidavit) ଦାଖଲ କରିଛନ୍ତି । ଏହି…

ବଦଳିଲା ପାଗ, IMD ଦେଲା ଚେତାବନୀ, ଆଗାମୀ ୩ ଦିନରେ ଭୟଙ୍କର…

ନୂଆଦିଲ୍ଲୀ, ୨୮।୫: ଆଇଏମଡି ଅନୁଯାୟୀ, କେନ୍ଦ୍ରୀୟ ଉତ୍ତର ପ୍ରଦେଶ ଏବଂ ସଂଲଗ୍ନ ଅଞ୍ଚଳ ଉପରେ ଏକ ଘୂର୍ଣ୍ଣିବଳୟ ଜାରି ରହିଛି। ଏକ ଘୂର୍ଣ୍ଣିବଳୟ ଉତ୍ତର ପଶ୍ଚିମ ପ୍ରଦେଶରୁ…

Rule Change 1st June: ଜୁନ ୧ରୁ ବଦଳିଯିବ ୬ଟି ବଡ଼ ନିୟମ ପରିବର୍ତ୍ତନ ହେବ, ଆପଣଙ୍କ ପକେଟକୁ କରିବ ପ୍ରଭାବିତ

ନୂଆଦିଲ୍ଲୀ, ୨୮।୫: ମେ ମାସ ଶେଷ ହେବାକୁ ଯାଉଛି, ଏବଂ ଏହା ସହିତ, ଜୁନ ୧ ରୁ ଅନେକ ବଡ଼ ଆର୍ଥିକ ପରିବର୍ତ୍ତନ କାର୍ଯ୍ୟକାରୀ ହେବାର ଆଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri