ନନ୍ଦନକାନନ ସୁରକ୍ଷା କମିଟି ପକ୍ଷରୁ ମୁଖ୍ୟ ଫାଟକ ବନ୍ଦ: ଉପନିର୍ଦ୍ଦେଶକଙ୍କୁ ଦାବିପତ୍ର ପ୍ରଦାନ

ବାରଙ୍ଗ, ୨୫।୯(ଡି.ଏନ୍‌.ଏ.): ନନ୍ଦନକାନନ ପଶୁପକ୍ଷୀ ସୁରକ୍ଷା କମିଟି ପକ୍ଷରୁ ବୁଧବାର ସକାଳେ ନନ୍ଦନକାନନ ମୁଖ୍ୟ ପ୍ରବେଶପଥ ଫାଟକକୁ ବନ୍ଦ କରାଯାଇଥିଲା। ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ଓ ତପନ କୁମାର ଚକ୍ରବର୍ତ୍ତୀଙ୍କ ନେତୃତ୍ୱରେ କମିଟିର ସଦସ୍ୟମାନେ ଗେଟ କମ୍ପ୍ଲେକ୍ସ ଫାଟକ ସହ ବୁକିଂ କାଉଣ୍ଟର ବନ୍ଦକରି ଧାରଣାରେ ବସିଥିଲେ। ପରେ ଟିକେଟ ଯାଞ୍ଚ ଫାଟକକୁ ସେମାନେ ବନ୍ଦ କରିଥିଲେ। ଦାରୁଠେଙ୍ଗରେ ହୋଇଥିବା ଡମ୍ପିୟାଡ ଯୋଗୁ ନନ୍ଦନକାନନରେ ପଶୁପକ୍ଷୀଙ୍କ ସହ ୪ଟି ହାତୀଙ୍କ ମୃତ୍ୟୁ ଘଟିଛି। ଡମ୍ପିୟାଡ୍‌ ସ୍ଥାନାନ୍ତର, ଗାଇଡ୍‌ମାନଙ୍କ ସ୍ଥାୟିତ୍ୱ, ପଶୁପକ୍ଷୀଙ୍କ ସୁରକ୍ଷା ଓ ନୂଆ ଜୀବଜନ୍ତୁ ଆସିବା ଆଦି ୪ଦଫା ଦାବି ଉପରେ କମିଟିର ସଭ୍ୟମାନେ ଅଭିଭାଷଣ ଦେଇଥିଲେ। ପରେ ନନ୍ଦନକାନନ ଉପନିର୍ଦ୍ଦେଶକ ଜୟନ୍ତ କୁମାର ଦାଶ ୪ଦଫା ସମ୍ବଳିତ ଦାବିପତ୍ର ଗ୍ରହଣ କରିବା ପରେ ସାଢ଼େ ୧୦ଟାରେ ନନ୍ଦନକାନନ ଫାଟକ ଖୋଲିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

Ration Card Big Update: ଅକ୍ଟୋବର ୧ରୁ ଏମାନଙ୍କର କଟିଯିବ ରାସନ କାର୍ଡ! ସେପ୍ଟେମ୍ୱର ୨୧ ସୁଦ୍ଧା ସାରନ୍ତୁ ଏହି କାମ

ନୂଆଦିଲ୍ଲୀ,୮।୯: ଯଦି ଆପଣଙ୍କ ପାଖରେ ମଧ୍ୟ ରାସନ କାର୍ଡ ଅଛି ଏବଂ ଆପଣ ଅନେକ ମାସ ଧରି ସାଧାରଣ ବଣ୍ଟନ ବ୍ୟବସ୍ଥା (PDS) ଦୋକାନରୁ ରାସନ ସାମଗ୍ରୀ…

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

ଆଜିଠୁ ଆରମ୍ଭ ହେଲା ଖରାପ ସମୟ: ମେଷ ସମେତ ଏହି ରାଶି ରୁହନ୍ତୁ ସତର୍କ, କେତୁ -ଚନ୍ଦ୍ରଙ୍କ ସଂଯୋଗ କରିଦେବ ବର୍ବାଦ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ କେତୁ ଓ ଚନ୍ଦ୍ରମାଙ୍କ ଯୁତିକୁ ଶୁଭ ବୋଲି ବିବେଚନା କରାଯାଏ ନାହିଁ। ମାନ୍ୟତା ରହିଛି ଯେ, ଏହି ଦୁଇ ଗ୍ରହଙ୍କ ଯୁତି ଜାତକଙ୍କ…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri