ନନ୍ଦନକାନନକୁ ଆସିଲେ ୨ ନୂଆ ପ୍ରଜାତିର ୪ମାଙ୍କଡ଼

ବାରଙ୍ଗ,୪।୧୦(ଡି.ଏନ୍‌.ଏ.) : ନନ୍ଦନକାନନକୁ ଗୁରୁବାର ୪ଟି କ୍ୟାପଚୁନ୍‌ ଓ ଛୋଟ ଗୁଣ୍ଡୁଚିମାଙ୍କଡ ଅଣାଯାଇଛି। ଏହି ମାଙ୍କଡ ଆଗରୁ ନନ୍ଦନକାନନରେ ଥିବାବେଳେ ଏମାନଙ୍କ ବଂଶ ଲୋପପାଇଯାଇଥିଲା। ପଶୁପକ୍ଷୀ ଅଦଳବଦଳ ପ୍ରକିୟାରେ ମାଲେସିଆରୁ ଆସିଥିବା ଶେଷ ମାଈ ଗୁଣ୍ଡୁଚି ମାଙ୍କଡଟି ୨୦୧୪ ନଭେମ୍ବର ୧୩ରେ ମୃତ୍ୟୁବରଣ କରିଥିଲା। ପରେ ଚେନ୍ନାଇର ଏକ ଘରୋଇ ସଂସ୍ଥାଠାରୁ ନନ୍ଦନକାନନ କର୍ତ୍ତୃପକ୍ଷ ଏହି ୪ଟି ମାଙ୍କଡକୁ କିଣିକରି ଆଣିଥିବା ଜଣାପଡିଛି। କ୍ୟାପଚୁନ୍‌ର ମୂଲ୍ୟ ୧୫ଲକ୍ଷ ହୋଇଥିବାବେଳେ ଗୁଣ୍ଡୁଚିମାଙ୍କଡର ମୂଲ୍ୟ ୬ଲକ୍ଷ ବୋଲି ଜଣାପଡ଼ିଛି। ଏହି ଚାରିହଳ ମାଙ୍କଡକୁ ଡାକ୍ତରଖାନାର କ୍ୱାରେଣ୍ଟଟାଇନରେ ରଖାଯାଇ ସ୍ବାସ୍ଥ୍ୟପରୀକ୍ଷା କରାଯାଉଛି। ୧୫/୨୦ଦିନ ଡାକ୍ତରମାନଙ୍କ ଦ୍ୱାରା ସେମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷଣ ପରେ ପର୍ଯ୍ୟଟକମାନଙ୍କ ଦେଖିବାପାଇଁ ଛଡାଯିବ। ଏହି ଦୁଇ ନୂଆ ପ୍ରଜାତି ମାଙ୍କଡ ନନ୍ଦନକାନନକୁ ଆସିବାପରେ ପ୍ରଜାତିସଂଖ୍ୟା ବୃଦ୍ଧିପାଇ ୧୫୬ରେ ପହଞ୍ଚତ୍ଲା ବୋଲି ନନ୍ଦନକାନନ ଉପନିର୍ଦ୍ଦେଶକ ଜୟନ୍ତ କୁମାର ଦାସ କହିଛନ୍ତି। ୧୫ରୁ ୨୦ଦିନ ପର୍ଯ୍ୟନ୍ତ ଏହି ମାଙ୍କଡ ୪ଟି ଡାକ୍ତରଖାନାରେ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ୍‌ ପାଇପ୍‌ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା…

କଟକ,୧୩।୧୦(ପ୍ରଭୁକଲ୍ୟାଣ ପାଲ୍): ଗ୍ୟାସ୍‌ ପାଇପ୍‌ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ମାଟି ତଳେ ଯାଇଥିବା ଘରୋଇ ଗ୍ୟାସ ପାଇପ ଲାଇନ ଲିକ୍ ହେବା ଫଳରେ…

ବିଶ୍ୱବ୍ୟାଙ୍କ ରିପୋର୍ଟରେ ବଡ଼ ଖୁଲାସା, ଧନୀ ଦେଶର ଗରିବଙ୍କ ଆୟ ବି ଭାରତର ଧନୀଙ୍କଠୁ ଅଧିକ!

ନୂଆଦିଲ୍ଲୀ,୧୩।୧୦: ବିଶ୍ୱର ବିକଶିତ ଓ ଉନ୍ନତ ଆର୍ଥିକ ବ୍ୟବସ୍ଥା ଥିବା ଧନୀ ଦେଶଗୁଡ଼ିକର ସବୁଠାରୁ ଗରିବ ୧୦ ପ୍ରତିଶତ ଲୋକଙ୍କ ଆୟ ଭାରତର ସବୁଠାରୁ ଧନୀ ୧୦…

୨୨ ଭାରତୀୟ ଥିବା ଜାହାଜ ଉପରେ ଆକ୍ରମଣ

ନୂଆଦିଲ୍ଲୀ, ୧୩।୧୦: ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜରେ ୨୨ ଜଣ ଭାରତୀୟ କର୍ମଚାରୀଙ୍କୁ ନେଇ ଯାଉଥିବା ୨ଟି ବାଣଜି୍ୟକ ଜାହାଜ ଉପରେ ଆକ୍ରମଣ ହୋଇଛି। ଏହି ଘଟଣାକୁ ଭାରତ…

ଠକି ପାରିବନି ହସ୍ପିଟାଲ! ଲାଗିବ ରେଟ୍‌ ଚାର୍ଟ

ନୂଆଦିଲ୍ଲୀ,୧୩।୧୦: ସ୍ବଚ୍ଛ, ଉତ୍ତରଦାୟୀ ଏବଂ ରୋଗୀ କୈନ୍ଦ୍ରିକ ସ୍ବାସ୍ଥ୍ୟସେବା ପ୍ରଦାନକୁ ସୁଦୃଢ଼ କରିବା ଦିଗରେ ଏକ ବଡ଼ ପଦକ୍ଷେପ ସ୍ବରୂପ ହସ୍ପିଟାଲଗୁଡ଼ିକରେ ସ୍ବାସ୍ଥ୍ୟସେବା ଦର ସ୍ପଷ୍ଟ ଭାବେ…

ସ୍ବଚ୍ଛତାକୁ ଜଳସମ୍ପଦ ବିଭାଗର ଗୁରୁତ୍ୱ, ପ୍ରକଳ୍ପର ବାସ୍ତବତା ନିରୀକ୍ଷଣ କରିବ ‘ଡ୍ରୋନ୍‌’

ଭୁବନେଶ୍ୱର,୧୩।୧୦(ରବିନାରାୟଣ ଜେନା): ଜଳସେଚନ ପ୍ରକଳ୍ପର କାର୍ଯ୍ୟାନ୍ବୟନରେ ସ୍ବଚ୍ଛତା ଓ ଉତ୍ତରଦାୟିତ୍ୱ ବଢ଼ାଇବା ସହ କାମର ଅଗ୍ରଗତି ଉପରେ ତୀକ୍ଷ୍ଣ ନଜର ରଖିବା ପାଇଁ ଆଗାମୀ ଦିନରେ ଡ୍ରୋନ୍‌…

ପାନାମାରେ ଶକ୍ତିଶାଳୀ ଭୂକମ୍ପ, ଭାଙ୍ଗିଲା ୯୦୦ରୁ ଅଧିକ ଘର

ପାନାମା ସିଟି,୧୩।୧୦: ଶୁକ୍ରବାର ପାନାମାର ଦକ୍ଷିଣ ଉପକୂଳ ନିକଟରେ ଦୁଇଟି ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହେବା ପରେ, ସୋମବାର ୬ ତୀବ୍ରତା ବିଶିଷ୍ଟ ଆଉ ଏକ ଭୂକମ୍ପ…

ନିର୍ମାଣ ହୋଇ ୭ବର୍ଷ ବିତିଗଲାଣି, କାର୍ଯ୍ୟକ୍ଷମ ହୋଇପାରୁନି ଆଦିବାସୀ ହଷ୍ଟେଲ

କେସିଙ୍ଗା,୧୩।୧୦(ତୁମେଶ୍ୱର ସାହୁ): ଗରିବ ଆଦିବାସୀ ହରିଜନ ଛାତ୍ରୀଛାତ୍ରଙ୍କୁ ରହିବା ଖାଇବା ଠାରୁ ମାଗଣାରେ ପାଠ ପଢିବା ପାଇଁ ପୂର୍ବର ବିଜେଡି ସରକାର କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର…

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?