ନନ୍ଦନକାନନରେ ଦୁଇ ହାତୀ ଅସୁସ୍ଥ

ବାରଙ୍ଗ, ୧୫।୯(ଡି.ଏନ୍‌.ଏ.): ନନ୍ଦନକାନନରେ ଥିବା ଦନ୍ତାହାତୀ ଚନ୍ଦନ ଶୁକ୍ରବାରଠାରୁ ଅସୁସ୍ଥ ହୋଇଥିବା ଜଣାପଡିଛି। ଚନ୍ଦନକୁ ଜ୍ୱର ହେଉଥିବାବେଳେ ଶନିବାର ଡାକ୍ତରମାନେ ଚିକିତ୍ସା ଆରମ୍ଭ କରିଛନ୍ତି। ଚନ୍ଦନ ୨୮ଜୁଲାଇ୨୦୧୦ରେ ଚନ୍ଦକାରୁ ମା’ବାପାଙ୍କୁ ହରାଇ ନନ୍ଦନକାନନକୁ ଆସିଥିବାବେଳେ ଏବେ ତାକୁ ୯ବର୍ଷ ହୋଇଛି। ସେହିପରି ହାତୀସଫାରୀର ହାତୀଶାଳରେ ଥିବା ଜୁଲିର ୨୫ଅଗଷ୍ଟରେ ମୃତ୍ୟୁବରଣ ପରେ ହାତୀ ହୀରାର ବାମପଟ ଆଖିକୁ ଦେଖାଯାଉନାହିଁ। ଘାସ କିମ୍ବା ଖାଇବାକୁ ଦିଆଯାଉଥିବା ଡାଳପତ୍ର ବାଜିବା ପରଠାରୁ ଆଖିର ଏହିଭଳି ଅବସ୍ଥା ସୃଷ୍ଟି ହୋଇଛି। ବିଶେଷଜ୍ଞ ଡାକ୍ତରମାନଙ୍କ ସହ ନନ୍ଦନକାନନର ଡାକ୍ତରମାନଙ୍କ ଚିକିତ୍ସା ସତ୍ତ୍ୱେ ଆଖିରେ ଉନ୍ନତି ପରିଲକ୍ଷିତ ହୋଇନାହିଁ। ପ୍ରାଣୀ ଡାକ୍ତରମାନେ ନ ପାରିବାରୁ ଆଇହସ୍ପିିଟାଲର ଡାକ୍ତରମାନେ ଗତ ୧୦ତାରିଖରେ ଆସି ହୀରାର ଆଖିକୁ ଅନୁଧ୍ୟାନ କରି ଚିକିତ୍ସା କରିଯାଇଛନ୍ତି ା ଏବେ ସୁଦ୍ଧା ଆଖିରେ ଉନ୍ନତି ହୋଇ ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କାରଣରୁ ହୋଇଛି ବିଉଟି ମହାନ୍ତିଙ୍କ ମୃତ୍ୟୁ, ଆସିଲା ଚାଉଳିଆଗଞ୍ଜ ଥାନା IICଙ୍କ ପୋଷ୍ଟମର୍ଟମ ରିପୋର୍ଟ

କଟକ,୭।୭: ଚାଉଳିଆଗଞ୍ଜ ଥାନା IIC ବିଉଟି ମହାନ୍ତିଙ୍କ ଆସିଲା ପୋଷ୍ଟମର୍ଟମ ରିପୋର୍ଟ । ତେବେ ଶ୍ବାସରୁଦ୍ଧ ହୋଇ ତାଙ୍କର ମୃତ୍ୟୁ ହୋଇଥିବା ନେଇ ରିପୋର୍ଟରେ ଉଲ୍ଲେଖ କରାଯାଇଛି…

ବିଳମ୍ବିତ ରାତିରେ ରାସ୍ତାରୁ ଖସିଗଲା ବାଇକ୍, ଯୁବକଙ୍କ ଉପରେ ପଡ଼ିଗଲା…

କେନ୍ଦ୍ରାପଡ଼ା,୭।୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ କଜଳା ରାସ୍ତାରେ ସୋମବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଜଣେ ଅଚିହ୍ନା…

ମାଛ ଧରିବାକୁ ଯାଇ ବୈତରଣୀ ନଦୀରେ ଭାସିଗଲେ ଯୁବକ, ତାପରେ….

ପାଟଣା,୭।୭(ବୀର କିଶୋର ଦାଶ): ମାଛ ମାରିବାକୁ ଯାଇ ବୈତରଣୀ ନଦୀ ମୁହାଣରେ ଭାସି ଜଣେ ଯୁବକ ନିଖୋଜ ହୋଇଛନ୍ତି । ନିଖୋଜ ଯୁବକ ହେଉଛନ୍ତି ଟାଙ୍ଗରପଡ଼ା ପଂଚାୟତ…

ଚାକିରି ଛାଡ଼ି ଏବେ ଏହି କାମ କରିବେ ଡିସିପି ଜଗମୋହନ ମୀନା! ଜାଣନ୍ତୁ କେମିତି ଗ୍ରହଣ ହୁଏ ଆଇପିଏସ୍‌ ଅଧିକାରୀଙ୍କ ଇସ୍ତଫା:

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ତଥା ଭୁବନେଶ୍ୱର ଡିସିପି ଜଗମୋହନ ମୀନା ସରକାରୀ ଚାକିରି ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ପୋଲିସ ଡିଜିଙ୍କ ମାଧ୍ୟମରେ ରାଜ୍ୟ…

ଝାଡ଼ଖଣ୍ଡ ଉପରେ ଅବପାତ ସକ୍ରିୟ: ଆଜିଠୁ କମିବ ବର୍ଷା

ଭୁବନେଶ୍ୱର,୭।୭(ବନ୍ଦନା ସେଠୀ):ଦକ୍ଷିଣ ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ପ୍ରାୟ ୨୫କି.ମି. ବେଗରେ ଗତି କରି…

ଭାଜପାରେ ମିଶିଲେ କର୍ଲାମୁଣ୍ଡା ବ୍ଲକର ୩ ମହିଳା ସରପଞ୍ଚ

କର୍ଲାମୁଣ୍ଡା,୬ା୭ (ପ୍ରଦୀପ କୁମାର ସାହୁ): ଭବାନୀପାଟଣାଠାରେ ଭାଜପା ପକ୍ଷରୁ ଆୟୋଜିତ ଶ୍ୟାମ ପ୍ରସାଦ ମୁଖାର୍ଜୀଙ୍କ ୧୨୫ ତମ ଜୟନ୍ତୀ ସମାରୋହ ଅବସରରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ…

ବିବାହିତାଙ୍କୁ କଲେ ଦ୍ଵିତୀୟ ବିବାହ: ସ୍ବାମୀଙ୍କ ଫୋନରୁ ଅନ୍ତରଙ୍ଗ ଭିଡିଓ ଭାଇରାଲ କଲେ ପ୍ରଥମ ସ୍ତ୍ରୀ , ଡରିକି ଏମିତି …

ଦିଗପହଣ୍ଡି,୬|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରେ ରହୁଥିବା ଜଣେ ବିବାହିତା(୩୦)ଙ୍କୁ ପ୍ରେମ କରି ଦ୍ଵିତୀୟ ବିବାହ କରିବା ପରେ କୁକୁଡ଼ାଖଣ୍ଡି…

କଲ୍ୟାଣସିଂହପୁର ଭିଡ଼ ହିଂସା, ୨୪ ଅଭିଯୁକ୍ତଙ୍କ ହେଲା ଟିଆଇ ପରେଡ୍‌

ରାୟଗଡ଼ା/ବିଷମ କଟକ, ୬।୭ (କୈଳାସ ଚନ୍ଦ୍ର ପୃଷ୍ଟି/ ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁରରେ ଘଟିଥିବା ବହୁଚର୍ଚ୍ଚିତ ଭିଡ଼ ହିଂସା ମାମଲାରେ ସୋମବାର ବିଷମକଟକ ଉପକାରାଗାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri