ନନ୍ଦନକାନନରେ ବାଘ ସଂଖ୍ୟା ବୃଦ୍ଧି, ୨ ଛୁଆ ଜନ୍ମଦେଲା ବାଘୁଣୀ ସ୍ନେହା

ବାରଙ୍ଗ,୯।୧(ଡି.ଏନ୍‌.ଏ.): ଗୁରୁବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘୁଣୀ ସ୍ନେହା ୨ଟି ଛୁଆ ଜନ୍ମ ଦେଇଛି। ହାଇଦ୍ରାବାଦରୁ ଆସିଥିବା ଜଙ୍ଗଲି ମହାବଳବାଘ ସେଫ୍‌ ସହ ତା’ର ମିଳନ ଗତ ସେପ୍ଟେମ୍ବର ମାସରେ ହୋଇଥିଲା। ମା’ ଓ ଛୁଆଦ୍ୱୟ ସୁସ୍ଥ ଥିବା ସିସିଟିଭି କ୍ୟାମେରାରୁ ଜଣାପଡ଼ିଛି। ସେହ୍ନାର ଏହା ହେଉଛି ଦ୍ୱିତୀୟ ଗର୍ଭ। ଜନ୍ମିତ ଶାବକଦ୍ୱୟ ମଧ୍ୟରୁ ଗୋଟିଏ ଧଳା ଓ ଗୋଟିଏ ନାଲି ରଙ୍ଗର ବୋଲି ଜଣାପଡ଼ିଛି। ଏହାଦ୍ୱାରା ବାଘ ସଂଖ୍ୟା ବୃଦ୍ଧି ପାଇ ୨୭ରେ ପହଞ୍ଚିଛି। ସେଥିମଧ୍ୟରେ ୧୩ଟି ସାଧାରଣ, ୮ ଧଳା, ୪ କଳାଲୋମଯୁକ୍ତ, ୨ଟି ଛୁଆ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri