‘ନନ୍ଦିନୀ ଥିଲେ ସାଲିସବିହୀନ ନେତ୍ରୀ’

ଢେଙ୍କାନାଳ ଅଫିସ, ୧୦।୬ – ଓଡ଼ିଶାର ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ, ମହାନ ଜନନାୟିକା ତଥା ସୁସାହିତି୍ୟକା ନନ୍ଦିନୀ ଶତପଥୀଙ୍କ ଜୟନ୍ତୀ ସମାରୋହ ଢେଙ୍କାନାଳ ଜୟଗୋପାଳ ସାହିସ୍ଥିତ ଅଦ୍ୱୈତ ଭବନ ପରିସରରେ ମଙ୍ଗଳବାର ପାଳିତ ହୋଇଯାଇଛି। ନନ୍ଦିନୀ ଜଣେ ସାଲିସବିହୀନ ନେତ୍ରୀ ଥିଲେ। ତାଙ୍କର ସାହସିକତାର ପଟ୍ଟାନ୍ତର ନାହିଁ ବୋଲି ମତପ୍ରକାଶ ପାଇଥିଲା। ଏହି ଅବସରରେ ଜୟନ୍ତୀ କମିଟି ପକ୍ଷରୁ ତାଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା। ଓଡ଼ିଶା ସାହିତ୍ୟ ଏକାଡେମୀ ସଦସ୍ୟ ମନୋରଞ୍ଜନ ନନ୍ଦ, ନିରୁପମା ଦାସ, ପରେଶ ଚନ୍ଦ୍ର ପଟ୍ଟନାୟକ, ଦେବୀପ୍ରସାଦ ମିଶ୍ର ପ୍ରମୁଖ ନନ୍ଦିନୀ ଦେବୀଙ୍କ ସ୍ମୃତିଚାରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାତୀକୁ ଖାଦ୍ୟରେ ବିସ୍ଫୋରକ

ବାରିପଦା,୧୫ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ୮ ଦିନ ତଳେ ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଦେଇ ଏକ ୨୭ଟିକିଆ ହାତୀପଲ ବୁଢ଼ାବଳଙ୍ଗ ନଦୀ ପାର ହୋଇ ବାଲେଶ୍ୱର...

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ସଙ୍କୁଳସ୍ତରୀୟ କ୍ରୀଡ଼ା ସମାରୋହ: ଯୋଗଦେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି।...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri