ନନ୍ଦିନୀଙ୍କ ୮୮ତମ ଜୟନ୍ତୀ: ପ୍ରତିମୂର୍ତ୍ତିରେ ମନ୍ତ୍ରୀ, ନେତାଙ୍କ ମାଲ୍ୟାର୍ପଣ; ଶ୍ରଦ୍ଧାଞ୍ଜଳି ଦେଲେ ‘ଧରିତ୍ରୀ ଓ ଓଡ଼ିଶାପୋଷ୍ଟ’ ପରିବାର

ଭୁବନେଶ୍ୱର,୯।୬(ବ୍ୟୁରୋ): ଭାରତୀୟ ସଂସ୍କୃତି ଏବଂ ରାଜନୀତି କ୍ଷେତ୍ରରେ ନିଜର ବଳିଷ୍ଠ ବ୍ୟକ୍ତିତ୍ୱର ଛାପ ଛାଡ଼ିଥିବା ଓଡ଼ିଶାର ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ରବିବାର ହେଉଛି ୮୮ତମ ଜୟନ୍ତୀ। ଏହି ଅବସରରେ ରାଜଭବନ ନିକଟସ୍ଥ ଏଲ୍‌ଆଇସି ଛକଠାରେ ଥିବା ନନ୍ଦିନୀ ଦେବୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି। କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜ୍ଞାନ ଓ ପ୍ରଯୁକ୍ତି, ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା ପ୍ରମୁଖ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ନନ୍ଦିନୀଙ୍କ ସ୍ମୃତିଚାରଣ କରି ତାଙ୍କର ଜନସେବା, ନିଷ୍ଠା, ସାହସ, ସାହିତ୍ୟ ପ୍ରତି ରୁଚି, ରାଜନୈତିକ ବିଚକ୍ଷଣତା ଆଦିକୁ ମନେ ପକାଇଥିଲେ। ଏଥିସହ ‘ଧରିତ୍ରୀ ଓ ଓଡ଼ିଶା ପୋଷ୍ଟ’ର ସମ୍ପାଦକ ତଥାଗତ ସତପଥୀ, ମୁଖ୍ୟ କାର୍ଯ୍ୟ ନିର୍ବାହୀ ଆଦ୍ୟାଶା ସତପଥୀ, ମାର୍କେଟିଂ ମୁଖ୍ୟ ହିମାଂଶୁ ହୋତାଙ୍କ ସହ କର୍ମକର୍ତ୍ତାମାନେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏତଦ୍‌ବ୍ୟତିତ ଉତ୍କଳ ସମ୍ମିଳନୀ ମଞ୍ଚେଶ୍ୱର ଶିଳ୍ପାଞ୍ଚଳ ଶାଖାର ସଭାପତି ଦିଲୀପ ଦାଶଶର୍ମାଙ୍କ ନେତୃତ୍ୱରେ ସମ୍ମିଳନୀର କର୍ମକର୍ତ୍ତାମାନେ ମଧ୍ୟ ନନ୍ଦିନୀଙ୍କୁ ପ୍ରଣତି ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କର୍ନାଟକ ରାଜନୀତିରେ ଭୂକମ୍ପ! ପଦ ଛାଡ଼ିବେ ସିଦ୍ଧାରାମୈୟା; ଡି.କେ ଶିବକୁମାରଙ୍କ ହାତକୁ ଯିବ କ୍ଷମତାର ଚାବିକାଠି?

ବେଙ୍ଗାଲୁରୁ,୨୬।୫: କର୍ନାଟକ ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ମିଳିଥିବା ସୂଚନା ଅନୁଯାୟୀ, କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧାରାମୈୟା ନିଜ ପଦରୁ ଇସ୍ତଫା ଦେଇପାରନ୍ତି। ତାଙ୍କ ସ୍ଥାନରେ…

ନାବାଳିକାକୁ ଅପହରଣ କରି ବଳାତ୍କାର

ବଲାଙ୍ଗୀର,୨୬।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଅଞ୍ଚଳରେ ଏକ ଲଜ୍ଜା ଜନକ ଘଟଣା ଘଟିଛି। ଜଣେ ନାବାଳିକାକୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯୋଗ…

ପ୍ରକାଶ ପାଇଲା OAS ପରୀକ୍ଷାଫଳ: ୨୦୦ ପରୀକ୍ଷାର୍ଥୀ କୃତକାର୍ଯ୍ୟ, ବୁବୁନ ସାହ ଟପ୍ପର, ଦେଖନ୍ତୁ ତାଲିକା…

ଭୁବନେଶ୍ୱର,୨୬।୫: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ପରିଚାଳିତ OCS-୨୦୨୪ ପରୀକ୍ଷାର ଚୂଡ଼ାନ୍ତ ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏହି ପ୍ରତିଷ୍ଠିତ ପରୀକ୍ଷାରେ ମୋଟ ୨୦୦ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ…

ମହାନଦୀରେ ଭାସିଗଲେ ବାଳକ, ଅଗ୍ନିଶମ ବିଭାଗର ଖୋଜାଖୋଜି ଜାରି

କଟକ ସଦର, ୨୬।୫ (ସୁଶାନ୍ତ କୁମାର ଜେନା): କନ୍ଦରପୁର ଥାନା ଅନ୍ତର୍ଗତ ଦାମୋଦରପୁର ନିକଟରେ ମହାନଦୀରେ ଗାଧୋଇବା ବେଳେ ମଙ୍ଗଳବାର ଅପରାହ୍ନରେ ଜଣେ ବାଳକ ପାଣିର ପ୍ରବଳ…

ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ: ୮୦ ହଜାର ଟଙ୍କା ନେଇଗଲେ…

ବଲାଙ୍ଗୀର, ୨୬।୫ (ସୁନିଲ କୁମାର ମହାନ୍ତି): ଜଣେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ କରି ତାଙ୍କ ଠାରୁ ସ୍କୁଟି ସହ ୮୦ ହଜାର ଟଙ୍କା ଲୁଟିନେଇଥିବା ଅଭିଯୋଗ…

ଏଡିଏମଙ୍କ କ୍ୟାମ୍ପ କୋର୍ଟ ପୁଣି ଆରମ୍ଭ: ଲୋକଙ୍କୁ ତ୍ୱରିତ ସେବା ଦେବାକୁ ନିର୍ଦ୍ଦେଶ

ଭଞ୍ଜନଗର, ୨୬।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଏଡିଏମ ଦେବଦତ୍ତ ପଣ୍ତା ମଙ୍ଗଳବାର ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ କ୍ୟାମ୍ପ କୋର୍ଟ ଆୟୋଜନ କରିଥିଲେ। ଏହି ସମୟରେ ସେ…

ବରଗଡ଼ ଏମ୍‌ପିଙ୍କ ବଡ଼ ଘୋଷଣା: ଲିପସିତ୍ , ପ୍ରୀତମଙ୍କୁ ଗୁରୁଦାୟିତ୍ବ

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ସାଂସଦ (MP) ପ୍ରଦୀପ କୁମାର ପୁରୋହିତ ସୋମବାର ବରଗଡ଼ ଜିଲାର ବରଗଡ଼ ଓ ପଦ୍ମପୁର ଉପଖଣ୍ଡ ପାଇଁ ତାଙ୍କ ପ୍ରତିନିଧି (NOMINEE)…

ଏହି ବଡ଼ ସହରରେ ଆଜିଠୁ ୧୪ ଦିନିଆ ‘କର୍ଫ୍ୟୁ’: କଣ ଖୋଲା, କଣ ବନ୍ଦ? ଲାଗିଲା କଡ଼ା କଟକଣା

ନୂଆଦିଲ୍ଲୀ,୨୬।୫: ମହାରାଷ୍ଟ୍ରର ପୁଣେ ସହରରେ ୧୪ ଦିନ ପାଇଁ କର୍ଫ୍ୟୁ ଲାଗୁ କରାଯାଉଛି। ଏହି ସମୟ ମଧ୍ୟରେ ଅନେକ କଟକଣା ବଳବତ୍ତର ରହିବ। ମେ ୨୬ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri