ନବବଧୂଙ୍କୁ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

ଭଞ୍ଜନଗର,୨୩।୫(ଡି.ଏନ.ଏ.)- ଭଞ୍ଜନଗର ସହର ପୁରୁଣା ପରିବା ମାର୍କେଟ ଗଳିରେ ରହୁଥିବା ଜଣେ ନବବିବାହିତାଙ୍କ ମୃତଦେହ ଗୁରୁବାର ପୋଲିସ ଉଦ୍ଧାର କରିଥିଲା। ସେ ହେଲେ ବଡକୋଦଣ୍ଡାର ମାମାଲି ପ୍ରଧାନ। ଶଶୁର ଘର ଲୋକେ ତାଙ୍କୁ ହତ୍ୟା କରିଥିବା ମାମାଲିଙ୍କ ବାପଘର ଲୋକେ ଶୁକ୍ରବାର ଥାନାରେ ଅଭିଯୋଗ ହୋଇଛି। ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ପୋଲିସ ଶୁକ୍ରବାର ସକାଳୁ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ମାମାଲି ତାଙ୍କ ଗ୍ରାମର ପବିତ୍ର ବିଷୋୟୀଙ୍କୁ ପ୍ରେମ ବିବାହ କରିବା ପରେ ଭଞ୍ଜନଗରରେ ଘର ଭଡା ନେଇ ରହୁଥିଲେ। ଗୁରୁବାର ସନ୍ଧ୍ୟାରେ ମାମାଲିଙ୍କ ଝୁଲନ୍ତା ମୃତଦେହ ଦେଖି ପଡୋଶୀ ଥାନାକୁ ଜଣାଇଥିଲେ। ଜଣଙ୍କୁ ଅଟକ ରଖି ପୋଲିସ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ: ହାଇକୋର୍ଟ ଦେଲେ ବଡ଼ ରାୟ

କଟକ,୨୩।୧୨: ବିଧାୟକଙ୍କ ଦରମା ବୃଦ୍ଧି ମାମଲା ହାଇକୋର୍ଟରେ ଗ୍ରହଣ ହୋଇନାହିଁ। AG ପୀତାମ୍ବର ଆଚାର୍ଯ୍ୟଙ୍କ ଦୃଢ଼ ଯୁକ୍ତି ପରେ ମଧ୍ୟ ଏହାକୁ ଗ୍ରହଣ କରିନାହାନ୍ତି ହାଇକୋର୍ଟ।...

ଗାଁକୁ ଫେରୁଥିଲେ ଦୁଇ ସାଙ୍ଗ: କଲେଜ ଛକରେ ହେଲା ବଡ଼ Accident, ଛିଟିକି ପଡିଲେ…

ଗଞ୍ଜାମ,୨୩।୧୨: ଗଞ୍ଜାମ ଜିଲା ଛତ୍ରପୁର କଲେଜ ଛକ ନିକଟ ଜାତୀୟ ରାଜପଥରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଅଜଣା ଗାଡି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ...

କେନାଲ ଭିତରେ ପଡ଼ିଛି ନରକଙ୍କାଳ, ଏଥିରେ ଲାଗିଛି…

ବ୍ରହ୍ମପୁର,୨୩ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଏକ କେନାଲ ଭିତରେ ପଡ଼ିଛି ନରକଙ୍କାଳ। ଏହାକୁ ନେଇ ଏବେ ବ୍ରହ୍ମପୁର ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ନିମଖଣ୍ଡି ଥାନା ପୋଲିସ କଙ୍କାଳ...

ବେଆଇନ୍‌ ଭାବେ ଚାଲିଥିଲା ଅଲଟ୍ରାସାଉଣ୍ଡ: ପହଞ୍ଚିଗଲେ..

କଟକ,୨୩।୧୨: ବେଆଇନ୍‌ ଭାବେ ଚାଲିଥିଲା ଅଲଟ୍ରାସାଉଣ୍ଡ। ହଠାତ୍‌ ହେଲା ଚଢ଼ାଉ। ଏଭଳି ଘଟଣା ଘଟିଛି କଟକରେ। କଟକର ଏକ ଘରୋଇ ଡାଇଗ୍ନୋଷ୍ଟିକ ସେଣ୍ଟର୍‌ ଉପରେ ଚଢାଉ...

୨୪ ବର୍ଷ ପରେ ଓଡ଼ିଆ ପୁଅର ଅବଦାନକୁ ମିଳିଲା ସ୍ୱୀକୃତି

ଭୁବନେଶ୍ୱର,୨୩।୧୨: ୨୦୦୧ରେ ବିଶ୍ୱ ମଞ୍ଚରେ ଆତଙ୍କବାଦ ବିରୋଧୀ ଯୁଦ୍ଧ (War Against Terrorism) ସମୟରେ, ଭାରତୀୟ ନୌସେନାର ଅନେକ ଯୁଦ୍ଧଜାହାଜ ପସିଆନ୍‌ ଗଲ୍‌ଫ୍‌ ଅଞ୍ଚଳରେ ମୁତୟନ...

ବଡ଼ଦିନ ପାଇଁ ଜି.ଉଦୟଗିରିରେ ଫ୍ଲାଗମାର୍ଚ୍ଚ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଜି.ଉଦୟଗିରି,୨୩/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଖ୍ରୀଷ୍ଟ ସମ୍ପ୍ରଦାୟର ସବୁଠାରୁ ବଡ଼ ପର୍ବ ବଡ଼ଦିନ ଖ୍ରୀଷ୍ଟମାସ୍ ଉତ୍ସବ ପାଳନକୁ ଆଉ ଦୁଇ ଦିନ ବାକି ଥିବା ବେଳେ...

କ୍ୟାଡର ମାଓବାଦୀଙ୍କୁ ଧରିବା ପାଇଁ ପୁରସ୍କାର ରାଶି ଘୋଷଣା: ଲାଗିଲା ପୋଷ୍ଟର

ରାଇକିଆ,୨୩।୧୨ (ପ୍ରଦୀପ ବେହେରା): କେନ୍ଦ୍ର ସରକାର ୨୦୨୬ ମାର୍ଚ୍ଚ ସୁଦ୍ଧା ମାଓବାଦୀ ମୁକ୍ତ ପାଇଁ ଲକ୍ଷ୍ୟ ରଖୁଛନ୍ତି। ଏହି ସମୟ ପାଖେଇ ଆସୁଥିବାରୁ ପୋଲିସ ମାଓବାଦୀଙ୍କୁ...

ଭାଜପାର ନୂତନ କମିଟି ଗଠନ: ସୁକାନ୍ତ-ଅଜିତଙ୍କୁ ଗୁରୁଦାୟିତ୍ୱ

ଦାରିଙ୍ଗବାଡି, ୨୩/୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଭାଜପାର ଜିଲାସ୍ତରୀୟ ନୂତନ କମିଟି ଜିଲା ସଭାପତି ପଣ୍ଡିତ ବିଶି ମାଝୀଙ୍କ ନେତୃତ୍ୱରେ ଚୟନ ହୋଇଯାଇଛି। ଜିଲାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri