ନବବର୍ଷରେ ମୁଖ୍ୟମନ୍ତ୍ରୀଙ୍କୁ ଦାମଙ୍କ ଶୁଭେଚ୍ଛା: ଦୀର୍ଘଜୀବୀ ହୁଅନ୍ତୁ, ଅଧିକ ଦିନ ଶାସନ କରନ୍ତୁ

ଭୁବନେଶ୍ୱର,୧।୧: ନୂତନବର୍ଷ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବରିଷ୍ଠ ନେତା ଦାମୋଦର ରାଉତ ଶୁଭେଚ୍ଛା ଜଣାଇଛନ୍ତି। ସେ ଦୀର୍ଘଜୀବୀ ହୁଅନ୍ତୁ, ଅଧିକ ଦିନ ଶାସନ କରନ୍ତୁ, ଅଧିକ ସଫଳତା ହାସଲ କରନ୍ତୁ ବୋଲି ଦାମ କହିଛନ୍ତି।

ଏହି ଅବସରରେ ଉଦ୍ୟାନ, କୃଷି ଦୁର୍ନୀତି ଅଭିଯୋଗରେ ଗିରଫ ହୋଇଥିବା ଆଇଏଏସ୍‌ ଅଫିସର ବିଜୟକେତନ ଉପାଧ୍ୟାୟଙ୍କ ପ୍ରସଙ୍ଗରେ ସେ କହିଛନ୍ତି, ମୁଁ ପ୍ରଥମେ ଉଦ୍ୟାନ କୃଷି ଦୁର୍ନୀତି ପଦାକୁ ଆଣିଥିଲି। ହେଲେ କୌଣସି କାର୍ଯ୍ୟାନୁଷ୍ଠାନ ହୋଇ ନ ଥିଲା। ଏବେ ୫-ଟି ଓ ମୋ’ ସରକାର ବ୍ୟବସ୍ଥାରେ କାର୍ଯ୍ୟାନୁଷ୍ଠାନ ହେଉଛି। ଲଗାମଛଡ଼ା ଦୁର୍ନୀତି ଉପରେ କାର୍ଯ୍ୟାନୁଷ୍ଠାନ ପ୍ରଭାବ ପକାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri