ନବରଙ୍ଗପୁର ଜିଲାର ୨ବିଧାନସଭା ଆସନରେ ବିଜେଡି, ୨ଟିରେ ଭାଜପା ଆଗୁଆ

ନବରଙ୍ଗପୁର, ୨୩।୫(ବି.ପ୍ର.)-
ନବରଙ୍ଗପୁର ଜିଲାର ୪ଟି ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ୨ଟିରେ ଭାଜପା ଓ ୨ଟିରେ ବିଜେଡି ଆଗୁଆ ରହିଛି। ନବରଙ୍ଗପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡିର ସଦାଶିବ ପ୍ରଧାନୀ ୨୦୨୪ ଭୋଟରେ ଆଗୁଆ ରହିଛନ୍ତି। ସେହିଭଳି ଡାବୁଗାଁରେ ମଧ୍ୟ ବିଜେଡିର ମନୋହର ରନ୍ଧାରୀ ୧୦୯୫ ଭୋଟରେ ଆଗୁଆ ରହିଛନ୍ତି। ଉମରକୋଟରେ ଭାଜପାର ନିତ୍ୟାନନ୍ଦ ଗଣ୍ଡ ୨୯୯୫ ଭୋଟରେ ଆଗୁଆ ଥିବାବେଳେ ଝରିଗାଁରେ ଭାଜପାର ପର୍ଶୁରାମ ମାଝି ୨୭୯୬ ଭୋଟରେ ଆଗୁଆ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାତଲମ୍ବା ଜଙ୍ଗଲରୁ ମିଳିଲା ଅଜଣା ଯୁବକଙ୍କ ମୃତଦେହ : ଦନ୍ତା ହାତୀ ଆକ୍ରମଣ ସନ୍ଦେହ; ପୋଲିସ, ବନ ବିଭାଗ ଓ ସାଇଣ୍ଟିଫିକ୍ ଟିମ୍‌ର ତଦନ୍ତ ଆରମ୍ଭ

କଲ୍ୟାଣସିଂହପୁର, ୧୭।୭ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସାଲି ପଞ୍ଚାୟତର ପାତଲମ୍ବା ଜଙ୍ଗଲରୁ ଶୁକ୍ରବାର ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର…

ଦିଗପହଣ୍ଡିରେ ରଥଟଣା ସମ୍ପନ୍ନ: ଶ୍ରୀ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଲେ ଶ୍ରୀମହାବାହୁ

ଦିଗପହଣ୍ଡି, ୧୭।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଅନ୍ୟତମ ଗଡ଼ଜାତ ତଥା ତତ୍କାଳୀନ ବଡ଼ଖେମୁଣ୍ଡି ରାଜ୍ୟର ରାଜଧାନୀ ଦିଗପହଣ୍ଡିରେ ପବିତ୍ର ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି…

ଦାରିଙ୍ଗବାଡି ଅଞ୍ଚଳରେ ଲଗାଣ ବର୍ଷା: ଏକାଧିକ ସ୍ଥାନରେ ଉପୁଡ଼ିଲା ଗଛ, ସମସ୍ୟା ଘେରରେ…

ଦାରିଙ୍ଗବାଡି, ୧୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଗତ ତିନି ଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଲାଗି ରହିଥିବାରୁ ସମଗ୍ର ଅଞ୍ଚଳ…

ଏନ୍‌ଇଇଟିରେ କ୍ଷୀରୋଦଙ୍କ ସଫଳତା

କଲମପୁର,୧୭ା୭(ଗଣେଶରାମ ବାଗ): କଳାହାଣ୍ଡି ଜିଲା କଲମପୁର ବ୍ଲକ୍‌ ବଲାଗାଁର କ୍ଷୀରୋଦ କାଣ୍ଡ ଏନ୍‌ଇଇଟିରେ ସଫଳତା ହାସଲ କରି ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି। ବଲାଗାଁର ତ୍ରିନାଥ କାଣ୍ଡ…

 ଥୁଆମୂଳ ରାମପୁର ବ୍ଲକରେ ଭବ୍ୟ ରଥଯାତ୍ରା: ପ୍ରବଳ ବର୍ଷା ସତ୍ତ୍ୱେ ଶ୍ରଦ୍ଧାଳୁ ଟାଣିଲେ ରଥ

ଥୁଆମୂଳ ରାମପୁର, ୧୭।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସଦର ମହକୁମା ସମେତ ଗୋପୀନାଥପୁର, ମହୁଲପାଟଣା, କର୍ଲାପାଟ ଓ ଗୁଣୁପୁର ଆଦି ସ୍ଥାନରେ…

ରଥଟଣା ବେଳେ ଅଘଟଣ: ଶଳାକୁ ଖଣ୍ଡାରେ ହାଣିଥିବା ଭିଣୋଇଙ୍କୁ ବାନ୍ଧିଲା ପୋଲିସ

ପୁରୁଷୋତ୍ତମପୁର,୧୭।୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଅରଖପୁର ଗ୍ରାମରେ ଗୁରୁବାର ରଥଟଣା ଚାଲିଥିବା ବେଳେ ପାରିବାରିକ ଶତ୍ରୁତାକୁ କେନ୍ଦ୍ର କରି ଭିଣୋଇ ଟିଟୁ…

ଶ୍ରୀଜଗନ୍ନାଥଙ୍କ ଟାହିଆ ପ୍ରସଙ୍ଗ, ଗୋଟି ଗୋଟି କରି ସବୁ କଥା କହିଦେଲେ ଦଇତାପତି ନିଯୋଗ ସମ୍ପାଦକ, ଜାଣନ୍ତୁ…

ପୁରୀ,୧୭।୭: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରୁ ବିଶ୍ୱନିୟନ୍ତାଙ୍କ ବିଶ୍ୱପ୍ରସିଦ୍ଧ ନବଦିନାତ୍ମକ ରଥଯାତ୍ରା ଆରମ୍ଭ ହୋଇଯାଇଛି। ଇତିମଧ୍ୟରେ ରଥଟଣା ଶେଷ ହୋଇଛି। ଶରଧାବାଲିରେ ପହଞ୍ଚିଛନ୍ତି ୩ ରଥ। ରଥ…

କେସିଙ୍ଗା ରେଳ ଷ୍ଟେଶନ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ, ୨୨ କୋଟି ବ୍ୟୟ ଅଟକଳରେ ନିର୍ମିତ…

କେସିଙ୍ଗା,୧୭ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ମୁଖ୍ୟଦ୍ୱାର ଦେଶରେ ଥିବା କେସିଙ୍ଗା ରେଲଓ୍ବେ ଷ୍ଟେଶନର ଶୁଭ ଉଦ୍‌ଘାଟନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କରକମଳରେ ଭର୍ଚୁଆଲ ଦ୍ବାରା ଶୁକ୍ରବାର ଅପରାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri