ନବୀନଙ୍କ ପରେ ଶପଥ ନେଲେ ୧୧ କ୍ୟାବିନେଟ୍‌, ୯ ରାଷ୍ଟ୍ରମନ୍ତ୍ରୀ

ଭୁବନେଶ୍ୱର, ୨୯।୫(ବ୍ୟୁରୋ): ୫ମ ଥର ଲାଗି ମୁଖ୍ୟମନ୍ତ୍ରୀଭାବେ ଶପଥ ନେଇଛନ୍ତି ନବୀନ। ନବୀନ ଶପଥ ନେବା ପରେ ୨୦ ମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି। ସେମାନଙ୍କ ମଧ୍ୟରେ ୧୧ କ୍ୟାବିନେଟ ଏବଂ ୯ ରାଷ୍ଟ୍ରମନ୍ତ୍ରୀ ଅଛନ୍ତି। ରାଜ୍ୟପାଳ ଗଣେଶୀ ଲାଲ ଜଣଙ୍କ ପରେ ଜଣଙ୍କୁ ପଦ ଓ ଗୋପନୀୟତାର ସହିତ ଶପଥପାଠ କରାଇଛନ୍ତି। କାମାକ୍ଷାନଗର ବିଧାୟକ ପ୍ରଫୁଲ୍ଲ ମଲିକ ପ୍ରଥମେ ଶପଥ ଗ୍ରହଣ କରିବା ପରେ ଭଞ୍ଜନଗର ବିଧାୟକ ବିକ୍ରମ କେଶରୀ ଆରୁଖ, ସୋନପୁର ବିଧାୟକ ନିରଞ୍ଜନ ପୂଜାରୀ, ଟିଟିଲାଗଡ଼ ବିଧାୟକ ଟୁକୁନି ସାହୁ, ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ନୟାଗଡ଼ ବିଧାୟକ ଅରୁଣ ସାହୁ, ମାହାଙ୍ଗା ବିଧାୟକ ପ୍ରତାପ ଜେନା, ବାଙ୍ଗିରିପୋଷି ବିଧାୟକ ସୁଦାମ ମାର୍ଣ୍ଡି, ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା, ଭଟଲି ବିଧାୟକ ସୁଶାନ୍ତ ସିଂ ଓ ଝାରସୁଗୁଡ଼ା ବିଧାୟକ ନବକିଶୋର ଦାସ ଶପଥ ପାଠ କରିଛନ୍ତି।
ସେହିପରି ରାଷ୍ଟ୍ରମନ୍ତ୍ରୀ ଭାବେ କୋରାପୁଟ ବିଧାୟକ ପଦ୍ମିନୀ ଦିଆନ, ଭୁବନେଶ୍ୱର-ଏକାମ୍ର ବିଧାୟକ ଅଶୋକ ପଣ୍ଡା, ନିମାପଡ଼ା ବିଧାୟକ ସମୀର ଦାଶ, ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ଜୁନାଗଡ଼ ବିଧାୟକ ଦିବ୍ୟଶଙ୍କର ମିଶ୍ର, ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକ, ବାଲିକୁଦା-ଏରସମା ବିଧାୟକ ରଘୁନନ୍ଦନ ଦାସ, କାକଟପୁର ବିଧାୟକ ତୁଷାରକାନ୍ତି ବେହେରା ଓ ବିଷମ କଟକ ବିଧାୟକ ଜଗନ୍ନାଥ ସାରକା ଶପଥ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri