Posted inରାଜ୍ୟ

ନବୀନଙ୍କ ସହ ଫୋନ୍‌ ଯୋଗେ କଥା ହେଲେ ରାଷ୍ଟ୍ରପତି, ଦେଲେ ଶୁଭେଚ୍ଛା

ଭୁବନେଶ୍ୱର,୨୯।୫(ବ୍ୟୁରୋ): ଲଗାତାର ଭାବେ ପଞ୍ଚମ ଥର ଲାଗି ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହା ପରେ ନବୀନଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟୁଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ନବୀନଙ୍କ ନିକଟକୁ ଫୋନ୍‌ କରି ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାରେ ବିକାଶ ଲାଗି କେନ୍ଦ୍ରର ସହଯୋଗ ରହିବ ବୋଲି ଆଶ୍ୱାସନା ଦେଇଛନ୍ତି। ସେହିଭଳି ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇବା ସହ ଓଡ଼ିଶାବାସୀଙ୍କ ସ୍ବପ୍ନ ଓ ବିକାଶ ଲାଗି ରାଜ୍ୟ ସରକାର କେନ୍ଦ୍ରକୁ ସମର୍ଥନ କରିବା ନେଇ ଆଶାବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ପାଇଁ ସାବଧାନ ରୁହନ୍ତୁ ଏହି ଜିଲାବାସୀ, ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ବର,୨୮।୫: ଆଗାମୀ ପାଞ୍ଚ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସାଙ୍ଗକୁ ଝଡ଼ବର୍ଷା ହେବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।…

ଓଲଟିଲା ଲୁଣ ବୋଝେଇ ଇଞ୍ଜିନ ରିକ୍ସା, ଖାଲାସୀ ମୃତ

ଭୋଗରାଇ,୨୮।୫( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା – ବାଲିଆପାଳ ରାସ୍ତା ଜଳଧା ଗ୍ରାମ ଛକ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି…

‘VVIPଙ୍କ ଗସ୍ତ ସୂଚନା ଲିକ୍‌ କଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ’

ଭୁବନେଶ୍ୱର,୨୮ା୫: ଭିଭିଆଇପିଙ୍କ ଗସ୍ତ ସୂଚନା ଲିକ୍‌ ନେଇ କଡ଼ା ସତର୍କତା ଜାରି କରିଛନ୍ତି ସରକାର। ସୋସିଆଲ ମିଡିଆରେ ସୁରକ୍ଷା ସୂଚନା ଶେୟାର୍‌ କଲେ ଏଣିକି ହେବ କାର୍ଯ୍ୟାନୁଷ୍ଠାନ।…

ମଣ୍ଡି ଉଦ୍‌ଘାଟନ ପରେ ବି ଉଠୁନି ଚାଷୀଙ୍କ ଧାନ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେ ଥିବା ବିଭିନ୍ନ ଧାନମଣ୍ଡି ଉଦଘାଟନ ହେବାର ୭ଦିନ ବିତିଯାଇଥିଲେ ସୁଦ୍ଧା ଚାଷୀଙ୍କ ଧାନ ଉଠିବାରେ ବିଳମ୍ବ…

ନିର୍ମାଣ ପରେ ବି ହସ୍ତାନ୍ତର ହେଉନି ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟର ନୂତନ କୋଠା, ଗ୍ରାମବାସୀ କହିଲେ…

ଛତ୍ରପୁର,୨୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ତହସିଲ ଅନ୍ତର୍ଗତ ସୁନ୍ଦରପୁର ଗ୍ରାମରେ ଲୋକଙ୍କୁ ରାଜସ୍ବ ସେବା ଯୋଗାଇଦେବା ଲାଗି ସରକାରୀ ଅର୍ଥ ଖର୍ଚ୍ଚରେ ନିର୍ମାଣ କରାଗଲା ନୂତନ…

ଦେବଗଡରେ ଅଭାବନୀୟ ଘଟଣା, ବିଦ୍ୟୁତ କର୍ମଚାରୀଙ୍କୁ ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ

ଦେବଗଡ଼,୨୮।୫(ଶଶାଙ୍କ ଶେଖର ଝାଙ୍କର): ବିଦ୍ୟୁତ କର୍ମଚାରୀଙ୍କୁ ବିଦ୍ୟୁତ ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ। ରିଆମାଳ ଥାନା ଦୁଧିଆନାଳୀ ଗ୍ରାମରେ ଏହି ଅଭାବନୀୟ ଘଟଣା ଘଟିଯାଇଛି । ସୂଚନା ଅନୁସାରେ,…

ଖବରଦାତା ସମ୍ମିଳନୀ କରି ବିଜେଡି ଉପରେ ବର୍ଷିିଲେ ଦେବାଶିଷ, କହିଲେ ମୁଁ ଅଣନିଶ୍ୱାସୀ ଥିଲି …

ଭୁବନେଶ୍ୱର, ୨୮।୫: ଭାଜପାରେ ମିଶିବା ପରେ ଖବରଦାତା ସମ୍ମିଳନୀ କରି ବିଜେଡି ଉପରେ ପୁଣି ବର୍ଷିଛନ୍ତି ଦେବାଶିଷ ସାମନ୍ତରାୟ। ଦେବାଶିଷ କହିଛନ୍ତି, ମୁଁ ଏବେ ଘରକୁ ଫେରିବା…

ପ୍ରଦ୍ୟୁମ୍ନଙ୍କୁ ମନ୍ତ୍ରୀ ପଦ ଦେବାକୁ ବଢ଼ୁଛି ଅନୁରୋଧ: ଗଞ୍ଜାମରୁ ୨ ଜଣକୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଳିବା ସମ୍ଭାବନା

ଭଞ୍ଜନଗର,୨୮।୫(ବାବୁଲା ପ୍ରଧାନ): ଦୀର୍ଘ ୧୦ ମାସର ନୀରବତା ପରେ ପୁଣି ରାଜ୍ୟ ମନ୍ତ୍ରୀମଣ୍ଡଳରେ ଖାଲିଥିବା ୬ ମନ୍ତ୍ରୀ ପଦବୀ ପୂରଣ ସହ କିଛି ପୁରୁଣା ମନ୍ତ୍ରୀଙ୍କ ପଦବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri