ନବୀନଙ୍କୁ ନରସିଂହଙ୍କ ସମର୍ଥନ ସହ ସମାଲୋଚନା: କହିଲେ ଓଡ଼ିଶାକୁ ‘ଫୋକସ୍‌ ଷ୍ଟେଟ୍‌’ ଦାବି ଯୁକ୍ତିଯୁକ୍ତ; ‘ସ୍ବତନ୍ତ୍ର ରାଜ୍ୟ ପାହ୍ୟା’ ଦାବି ନେଇ ଉତ୍ତର ରଖିବା ଉଚିତ

ଭୁବନେଶ୍ୱର,୧୨।୬(ବ୍ୟୁରୋ): ଗୋଟିଏ ପଟେ ପ୍ରଶଂସା ଆଉ ଗୋଟିଏ ପଟେ ସମାଲୋଚନା। ଏପରି କିଛି କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସେ ଗୋଟିଏ ପ୍ରସଙ୍ଗରେ ସମାଲୋଚନା କରିବା ସହ ଅନ୍ୟଟିରେ ପ୍ରଶଂସା କରିଛନ୍ତି। ନବୀନ କେନ୍ଦ୍ର ସରକାରଙ୍କ ନିକଟରେ ‘ଓଡ଼ିଶାକୁ ଫୋକସ୍‌ ଷ୍ଟେଟ୍‌’ କରିଥିବା ଦାବି ପ୍ରସଙ୍ଗରେ ନରସିଂହ ସମର୍ଥନ ଜଣାଇଛନ୍ତି। ମାତ୍ର ସ୍ବତନ୍ତ୍ର ପାହ୍ୟା ଦାବି ପ୍ରସଙ୍ଗରେ ସମାଲୋଚନା କରିବାକୁ ମଧ୍ୟ ପଛାଇନାହାନ୍ତି।

ଦିଲ୍ଲୀ ଗସ୍ତ କାଳରେ ନବୀନ ମୋଦିଙ୍କୁ ଭେଟି ଓଡ଼ିଶାକୁ ‘ଫୋକସ୍‌ ଷ୍ଟେଟ’ ଦାବି ରଖିଥିବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖି ନରସିଂହ କହିଛନ୍ତି, ଏହି ଦାବି ଯୁକ୍ତିଯୁକ୍ତ। ମୁଁ ଏହାକୁ ସମର୍ଥନ କରୁଛି। ପ୍ରାକୃତିକ ଦୁର୍ବିବାକ ଯୋଗୁ ଦାବିର ଯଥାର୍ଥତା ରହିଛି ବୋଲି ସେ କହିଛନ୍ତି।
ସେହିଭଳି ଓଡ଼ିଶାକୁ ‘ସ୍ବତନ୍ତ୍ର ରାଜ୍ୟ ପାହ୍ୟା’ ଦାବି ପ୍ରସଙ୍ଗରେ ସେ କହିଛନ୍ତି, ନବୀନ କେନ୍ଦ୍ରରେ ମନ୍ତ୍ରୀ ଥିବା ବେଳେ ଏନ୍‌ଡିଏ ଅଂଶୀଦାର ଥିଲା। ସେତେବେଳେ କ’ଣ ପାଇଁ ସେ ଏହା କରି ନ ଥିଲେ। ଏହାର ଉତ୍ତର ନବୀନ ରାଜ୍ୟବାସୀଙ୍କୁ ଦେବା ଉଚିତ ବୋଲି ସେ ସମାଲେଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

KKRକୁ ବଡ଼ ଝଟକା: ଭାଙ୍ଗିଗଲା ଆଙ୍ଗୁଠି, ଆଇପିଏଲ୍‌ରୁ ବାଦ୍ ପଡ଼ିଲେ ଷ୍ଟାର୍ ବ୍ୟାଟ୍ସମ୍ୟାନ୍…

କୋଲକାତା,୨୨।୫: ଆଇପିଏଲ୍ (IPL) ୨୦୨୬ରେ ପ୍ଲେ-ଅଫ୍ ଦୌଡ଼ରେ ରହିଥିବା କୋଲକାତା ନାଇଟ୍ ରାଇଡର୍ସ (KKR) ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଦଳର ଶେଷ ଲିଗ୍ ମ୍ୟାଚ୍…

ଚୋରା ଚାଲାଣ ରୋକିବା ପାଇଁ ବାଲି ସୈରାତକୁ ଖୋଳି ଦେଲା ଖଣି ବିଭାଗ   

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ପତ୍ରଚୁଡ଼ି, ସୁନ୍ଦରଡ଼ା ଗ୍ରାମ ନିକଟ ବାହୁଦା ନଦୀ ର ବାଲି ସୈରାତ ନିଲାମ ହୋଇନଥିବା ବେଳେ ସେଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri