ନବୋଦୟ ବିଦ୍ୟାଳୟ ପ୍ରଥମ ବ୍ୟାଚର ବନ୍ଧୁ ମିଳନ

ଫୁଲବାଣୀ ଅଫିସ, ୩୧ା୧୨-ଫୁଲବାଣୀ ତୁଡିପାଜୁସ୍ଥିତ ଜବାହାର ନବୋଦୟ ବିଦ୍ୟାଳୟର ପ୍ରଥମ ବ୍ୟାଚ (୧୯୮୬-୧୯୯୩)ର ବନ୍ଧୁମିଳନ ଅନୁଷ୍ଠିତ ହୋଇଯାଇଛି। ପ୍ରଥମେ ଏହି ବ୍ୟାଚର ଅଧ୍ୟକ୍ଷ ସ୍ବର୍ଗତ ସରୋଜ ରଥ, ଛାତ୍ର ପ୍ରବୋଧ ରଣଜିତ, ନାରାୟଣ ବେହେରା, ଯଶୋବନ୍ତ କହଁରଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା। କାର୍ଯ୍ୟକ୍ରମରେ ଉକ୍ତ ବ୍ୟାଚର ସମସ୍ତ ବନ୍ଧୁ ନିଜ ପରିବାର ସହିତ ଉପସ୍ଥିତ ରହି ବିଗତ ଦିନର ସ୍ମୃତିକୁ ମନେ ପକାଇଥିଲେ। ନବୋଦୟ ବିଦ୍ୟାଳୟର ଏହି ବ୍ୟାଚ ଛାତ୍ରୀଛାତ୍ର ପିଲା ସାଲୁଙ୍କି ଡ୍ୟାମ ନିକଟ ଗୃହରେ ଅଧ୍ୟୟନ କରିଥିଲେ। ଆଗାମୀ ଦିନରେ ଏହି ବ୍ୟାଚ ଦ୍ୱାରା ବିଭିନ୍ନ ସାମାଜିକ କାର୍ଯ୍ୟ ହାତକୁ ନେବା ପାଇଁ ସ୍ଥିର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମହାକାଳପଡ଼ା ଯୁଗରୁପା ସରକାରୀ ହାଇସ୍କୁଲ ପ୍ରଧାନଶିକ୍ଷକ, ଲାଞ୍ଚ ନେଇଥିବା ବେଳେ ଧରାପଡିଲେ

ମହାକାଳପଡ଼ା,୧୮।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ସ୍ଥାନୀୟ ଚଡେଇ ଗୁଆଁ ସ୍ଥିତ ଯୁଗରୁପା ଉଚ୍ଚ ବିଦ୍ୟାପୀଠ ପ୍ରଧାନ ଶିକ୍ଷକ ରଘୁନାଥ…

କେନ୍ଦୁଝରରେ ଚାଞ୍ଚଲ୍ୟ, ବନ୍ଧୁକ ଦେଖାଇ ଲୁଟି ନେଲେ ୮ ଲକ୍ଷ ଭତ୍ତା ଟଙ୍କା

କେନ୍ଦୁଝର,୧୮।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ବାଉରୀ ପଦା ପଞ୍ଚାୟତର ପିଇଓଙ୍କ ଠାରୁ ଭତ୍ତା ଟଙ୍କା ଲୁଟିନେଲେ ଦୁର୍ବୃତ୍ତ । ଫାଙ୍କା ଗୁଳି ଚାଳନା କରି…

ମଦ୍ୟପଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଅଭିଯାନ, ୨୦ରୁ ଉର୍ଦ୍ଧ୍ବ ଅଟକ

ହାଟଡିହୀ/ଛେନାପଦୀ,୧୮।୫(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପୋଲିସ ସର୍ବସାଧାରଣ ସ୍ଥାନରେ ଖୋଲାଖୋଲି ମଦ୍ୟପାନ କରୁଥିବା ବ୍ୟକ୍ତିମାନଙ୍କ ବିରୁଦ୍ଧରେ ଏକ କାର୍ଯ୍ୟାନୁଷ୍ଠାନ ଅଭିଯାନ ଆରମ୍ଭ କରିଛି…

କେବେ ବାହାରିବ ଯୁକ୍ତ ଦୁଇ ରେଜଲ୍ଟ? ବଡ଼ ଘୋଷଣା କଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର,୧୮।୫: ଆସନ୍ତା ୨୦ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ  । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି ।…

ପୁଇଁତୋଳାରୁ ତାଇଓ୍ବାନ, ଦେବାଶିଷଙ୍କ ସଫଳତାର ଯାତ୍ରା, ଏମିତି କାମ କରି…

ଗଞ୍ଜାମ,୧୮ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ଦେବାଶିଷ ତରାଇ।। ପୁଇଁତୋଳା ଭଳି ଏକ ଗାଁରୁ ଅନ୍ତର୍ଜାତୀୟ ଶିକ୍ଷା ଓ ଗବେଷଣା ମଞ୍ଚ ପର୍ଯ୍ୟନ୍ତ ଦେବାଶିଷ…

ନ୍ୟାୟ ମାଗିବାକୁ ଥାନାକୁ ଯାଇଥିଲେ ନାବାଳିକା; ଥାନା ଅଧିକାରୀଙ୍କ ଧମକରେ ଅଚେତ ହୋଇଗଲେ, ତାପରେ…

ବାରିପଦା/ମୋରଡ଼ା,୧୮।୫ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ): ମା’ବାପାଙ୍କ ସହିତ ଅଭିଯୋଗ ପତ୍ର ନେଇ ଥାନାକୁ ଯାଇଥିବା ଜଣେ ନାବାଳିକା ଥାନା ଅଧିକାରୀଙ୍କ ଧମକପୂର୍ଣ୍ଣ ବ୍ୟବହାରରେ ଚେତାଶୂନ୍ୟ ହୋଇ…

ପାହାଡ଼ ପାଦଦେଶରେ ବେଆଇନ ଗୃହ ନିର୍ମାଣ ଅଭିଯୋଗ: ତଦନ୍ତ ନିର୍ଦ୍ଦେଶ ଦେଲେ ତହସିଲଦାର

ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ହାତୀମୁଣ୍ଡା ପଞ୍ଚାୟତରେ ରହିଥିବା ଐତିହ୍ୟ ତୀର୍ଥକ୍ଷେତ୍ର ଋଷିମାଳରେ ସଂରକ୍ଷିତ ଜଙ୍ଗଲକୁ ସାଧାରଣ ଲୋକଙ୍କ ପକ୍ଷରୁ ଜବରଦଖଲ କରାଯାଉଥିବା ନେଇ…

ସିଆଇଆଇର ଆଦର୍ଶ ମହିଳା ସମ୍ମାନରେ ସମ୍ମାନିତ ହେଲେ ଦାରିଙ୍ଗବାଡ଼ିର ସୁନାଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଅଞ୍ଚଳର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ାଙ୍କୁ ଦେଶ ସ୍ତରରେ ସିଆଇଆଇ ଆଦର୍ଶ ମହିଳା ସମ୍ମାନ ମିଳିବା ବ୍ରାହ୍ମଣୀଗାଁ ଅଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri