Posted inଜାତୀୟ

ନଭି ମୁମ୍ବାଇର ସୁଉଚ୍ଚ ଅଟ୍ଟାଳିକାରେ ଲାଗିଲା ନିଆଁ

ମୁମ୍ବାଇ,୮।୨: ନଭି ମୁମ୍ବାଇର ସେକ୍ଟର ୪୪ରେ ନେରୁଲ ସିଉଡ୍ସରେ ଥିବା ଏକ ଆପାର୍ଟମେଣ୍ଟରେ ଶନିବାର ସକାଳୁ ନିଆଁ ଲାଗିଯାଇଛି। ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଆପାର୍ଟମେଣ୍ଟର ଉପର ମହଲାରେ ନିଆଁ ଲାଗିଥିବା ବେଳେ ଘଟଣାସ୍ଥଳରେ ୫ ଦମକଳ ବାହିନୀ ପହଞ୍ଚିଛନ୍ତି। ନିଆଁ ଲାଗିବାର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନ ଥିବା ବେଳେ ଏଥିରେ କେହି ହତାହତ ହୋଇ ନ ଥିବା ନେଇ ମଧ୍ୟ ସୂଚନା ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଏହି ୬ ଜିଲାରେ ବିଜୁଳି ଘଡ଼ଘଡ଼ି ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା…

ଭୁବନେଶ୍ୱର,୩ା୮: ରାଜ୍ୟରେ ବନ୍ୟା ସ୍ଥିତି ଜାରି ରହିଥିବାବେଳେ ବିପନ୍ନଙ୍କ ଦୁର୍ଦ୍ଦଶା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷରେ ଦୁଇଦିନ ହେବ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ତେବେ ସୋମବାରଠାରୁ…

ମୋଦି ସରକାରଙ୍କୁ ନେଇ ବଡ଼ କଥା କହିଲେ ତସଲିମା

କୋଲକାତା,୩।୮: ବାଂଲାଦେଶରୁ ବହିଷ୍କୃତ ଏବଂ ବର୍ତ୍ତମାନ ନୂଆଦିଲ୍ଲୀରେ ରହୁଥିବା ଲେଖିକା ତସଲିମା ନାସରିନ ବଙ୍ଗ ସରକାରଙ୍କ ପ୍ରଶଂସା କରିଛନ୍ତି ଏବଂ ତାଙ୍କର କୃତଜ୍ଞତା ପ୍ରକାଶ କରିଛନ୍ତି। ନାସରିନ…

Bankipur Bypoll Result 2026: ବାଙ୍କିପୁର ଉପନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ, ଫଳାଫଳ ପୂର୍ବରୁ ‘ଲଡୁ’ ତିଆରି କଲେଣି ଭାଜପା କର୍ମୀ

ପାଟନା,୩।୮: ପାଟନାର ବାଙ୍କିପୁର ବିଧାନସଭା ଆସନ ପାଇଁ ଗୁରୁବାର (୩୦ ଜୁଲାଇ, ୨୦୨୬) ଅନୁଷ୍ଠିତ ଉପନିର୍ବାଚନର ଫଳାଫଳ ଆଜି (ସୋମବାର) ଘୋଷଣା କରାଯିବ। ଏହି ଆସନ ପାଇଁ…

ପଛକୁ ହଟିଲେ ଟ୍ରମ୍ପ: ସାରା ବିଶ୍ୱରେ ଯୋର ଧରିଲାଣି ଚର୍ଚ୍ଚା, ପୁଣି ଇରାନ ସହ ହେବ ଶାନ୍ତି ବାର୍ତ୍ତା

ତେହରାନ/ଓ୍ବାଶିଂଟନ,୩।୮: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧର ସମ୍ଭାବନା ହ୍ରାସ ପାଉଛି। ଉଭୟ ରାଷ୍ଟ୍ର ପୁଣି ଏକ ଚୁକ୍ତିନାମା ଆଡକୁ ଅଗ୍ରସର ହେଉଛନ୍ତି, କିନ୍ତୁ ଏହା ମଧ୍ୟରେ,…

ଆଜି ଆସୁଛନ୍ତି ରାଷ୍ଟ୍ରପତି, ଟ୍ରେନ୍‌ରେ ଯାତ୍ରା କରି…

ଭୁବନେଶ୍ୱର,୩ା୮(ତ୍ରିନାଥ ମହାନ୍ତି): ସୋମବାରଠାରୁ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଅପରାହ୍ନରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚତ୍ ଲୋକଭବନରେ କିଛି ସମୟ ବିତାଇବେ। ଏହାପରେ…

କେରଳରେ ବନ୍ୟା: ୮ଜଣଙ୍କ ମୃତ୍ୟୁ, ୮ ନିଖୋଜ

କୋଚି,୨।୮: କେରଳରେ ଭୀଷଣ ବର୍ଷା ଫଳରେ ଭୂସ୍ଖଳନ ଓ ବନ୍ୟା ଯୋଗୁ ୮ ଜଣଙ୍କ ପ୍ରାଣହାନି ଘଟିଛି। ଏପରକି ୮ଜଣ ନିଖୋଜ ଥିବା ବେଳେ ୧୩ ଆହତ…

ଗାଧୋଇବାକୁ ଯାଇ ଫେରିଲେନି ଅବସରପ୍ରାପ୍ତ ଗ୍ରାମରକ୍ଷୀ, ଘଟିଲା…

ବରଗଡ଼,୨।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ଭଡିଗାଁର ଅବସରପ୍ରାପ୍ତ ଗ୍ରାମରକ୍ଷୀ ବିରାଟ ବାଗ(୬୫)ଙ୍କ ପୋଖରୀରେ ବୁଡି ମୃତ୍ୟୁ ଘଟିଥିବା ଜଣାପଡିଛି । ମିଳିଥିବା ସୂଚନା…

ଦାଦନ ଦୁଃଖ… ଗୋଟିଏ ସପ୍ତାହରେ ୨ ଶ୍ରମିକଙ୍କ ମୃତ୍ୟୁ, ଦାରିଙ୍ଗବାଡିରେ ଉଦବେଗ

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ ହାଇଦ୍ରାବାଦରେ ମୃତ୍ୟୁ ହୋଇଛି । ମୃତକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri