ନଭେମ୍ବର ଦ୍ୱିତୀୟ ସପ୍ତାହରେ ଓଟିଇଟି

କଟକ ଅଫିସ, ୧୨।୧୦: ଆସନ୍ତା ନଭେମ୍ବର ଦ୍ୱିତୀୟ ସପ୍ତାହରେ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ଦ୍ୱିତୀୟ ଅନୁଷ୍ଠିତ ହେବ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଭୁବନେଶ୍ୱର, ରାଉରକେଲା, କଟକ, ବ୍ରହ୍ମପୁର ସହର ଭଳି ସମସ୍ତ ଜିଲା ମୁଖ୍ୟାଳୟରେ ପରୀକ୍ଷା କେନ୍ଦ୍ର କରାଯିବ। ଆସନ୍ତା ୧୪ ତାରିଖ ସୁଦ୍ଧା ପରୀକ୍ଷା କେନ୍ଦ୍ରଗୁଡିକର ତାଲିକା ପ୍ରଦାନ କରିବାକୁ ବୋର୍ଡ ପକ୍ଷରୁ ରାଜ୍ୟର ସମସ୍ତ ଜିଲା ଶିକ୍ଷା ଅଧିକାରୀ(ଡିଇଓ)ଙ୍କୁ ପରାମର୍ଶ ଦିଆଯାଇଛି। ପରୀକ୍ଷାର୍ଥୀଙ୍କ ବସିବା ପାଇଁ ଉପଯୁକ୍ତ ବ୍ୟବସ୍ଥା ସହ ଆବଶ୍ୟକ ଭିତ୍ତିଭୂମି ଥିବା କଲେଜ ଓ ଘରୋଇ ସ୍କୁଲଗୁଡିକୁ ପରୀକ୍ଷା କେନ୍ଦ୍ର କରାଯିବ। ଏହି ସ୍କୁଲର ତାଲିକା ଦେବାକୁ ଡିଇଓଙ୍କୁ କୁହାଯାଇଛି। ଉକ୍ତ ପରୀକ୍ଷା ପାଇଁ ଆସନ୍ତା ୧୯ ତାରିଖ ମଧ୍ୟରେ ପରୀକ୍ଷାର୍ଥୀମାନେ ଆବେଦନ କରିପାରିବେ। ୨ଟି ପେପରରେ ପରୀକ୍ଷାର୍ଥୀମାନେ ପରୀକ୍ଷା ଦେବେ। ପେପର-୧ ନିମନ୍ତେ ୧୫୦ ମାର୍କ ରହିଥିବାବେଳେ ପେପର-୨ ଲାଗି ୯୦ ମାର୍କ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri