Posted inଜାତୀୟ

ନଭେମ୍ବର ୨୫ରେ ଉତ୍ତରାଖଣ୍ଡ, ପଶ୍ଚିମବଙ୍ଗ ଉପନିର୍ବାଚନ

ନୂଆଦିଲ୍ଲୀ,୨୬ା୧୦(ପି.ଟି.): ପଶ୍ଚିମବଙ୍ଗର ୩ ବିଧାନସଭା ଆସନ ଏବଂ ଉତ୍ତରାଖଣ୍ଡର ଗୋଟିଏ ଆସନ ଲାଗି ନଭେମ୍ବର ୨୫ରେ ଉପନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ନିର୍ବାଚନ କମିଶନ ଶୁକ୍ରବାର ଘୋଷଣା କରିଛନ୍ତି। ଗତ ୨୧ ତାରିଖରେ ୧୭ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳରେ ଉପନିର୍ବାଚନ ଅନୁଷ୍ଠିତ ହୋଇଥିଲାବେଳେ ଉପରୋକ୍ତ ଦୁଇ ରାଜ୍ୟ ସରକାରଙ୍କ ଅନୁରୋଧ କ୍ରମେ ସେଠାରେ ଭୋଟ ହୋଇ ନ ଥିଲା। ଉତ୍ତରାଖଣ୍ଡରେ ପଞ୍ଚାୟତ ନିର୍ବାଚନ ଥିବାରୁ ଉପନିର୍ବାଚନ ଘୁଞ୍ଚାଇବାକୁ ରାଜ୍ୟ ସରକାର ଅନୁରୋଧ କରିଥିଲେ। ସେହିପରି ପଶ୍ଚିମବଙ୍ଗ ସରକାର ଦୁର୍ଗାପୂଜା ଉତ୍ସବ ଲାଗି ଉପନିର୍ବାଚନ ସ୍ଥଗିତ ରଖିବାକୁ କହିଥିଲେ। ଉତ୍ତରାଖଣ୍ଡର ପିଥୋରାଗଡ ଏବଂ ପଶ୍ଚିମବଙ୍ଗର କାଳିଆଗଞ୍ଜ, କରିମପୁର, ଖଡ଼ଗପୁର ସଦର ଆସନ ଲାଗି ଅକ୍ଟୋବର ୩୦ରେ ବିଜ୍ଞପ୍ତି ପ୍ରକାଶ ପାଇବ। ନଭେମ୍ବର ୨୫ରେ ଭୋଟଗ୍ରହଣ ହେବାକୁ ଥିଲାବେଳେ ୨୮ରେ ଗଣତି କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri