ନରହନ୍ତା ଦନ୍ତାକୁ ଧରିବା ପାଇଁ ଚାଲିଥିବା ଅପରେଶନ ସଫଳ

ବନ୍ତଳା,୨୦।୧(ଡି.ଏନ୍‌.ଏ.):ଅନୁଗୋଳ ବନଖଣ୍ଡ ତାଳଚେର ରେଞ୍ଜ ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଥିବା ନରହନ୍ତା ଦନ୍ତାକୁ ଧରିବା ପାଇଁ ୪ ଦିନ ଧରି ଚାଲିଥିବା ଅପରେଶନ ସୋମବାର ସଫଳ ହୋଇଛି। ଅପରାହ୍ନ ୨ଟା ୩୦ମିନିଟ୍‌ରେ ଟ୍ରାଙ୍କୁଲାଇଜର ଦ୍ୱାରା ଦନ୍ତାକୁ ପ୍ରଥମ ନିସ୍ତେଜକ ଓ ପୁନର୍ବାର ଅପରାହ୍ନ ୩ଟାରେ ଦ୍ୱିତୀୟ ନିସ୍ତେଜକ ଦିଆଯାଇଥିଲା। ସାତକୋଶିଆ ପ୍ରାଣୀ ଡାକ୍ତର ଡା. କିଶୋର ସାହୁ ଟ୍ରାଙ୍କୁଲାଇଜର ଦ୍ୱାରା ଦନ୍ତାକୁ ଧରିବାରେ ସଫଳ ହୋଇଥିବା ବନ ବିଭାଗ ପକ୍ଷରୁ କୁହାଯାଇଛି। ଏହି ଅପରେଶନରେ ବହୁ ବନ କର୍ମଚାରୀ ଉପସ୍ଥିତ ଥିଲେ। ତେବେ ଦନ୍ତା ନିସ୍ତେଜ ହେବାପରେ ତାହାର ଗୋଡ଼ ଲୁହା ଚେନ୍‌ରେ ବନ୍ଧାଯାଇ ରାତି ୧୦ ଟା ମଧ୍ୟରେ ଟ୍ରକ୍‌ରେ ଢେଙ୍କାନାଳ କପିଳାସ ଚିଡ଼ିଆଖାନା ପଠାଯିବ ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Gold Rate: ଲକ୍ଷେ ତଳକୁ ଖସିଆସିବ ସୁନା ଦର? ବିଶେଷଜ୍ଞ କହିଦେଲେ ତାରିଖ!

ସୁନା ଦର ଲକ୍ଷେ ଟଙ୍କା ତଳକୁ ଖସିବ? ବିଶେଷଜ୍ଞମାନେ କହିଛନ୍ତି ଯେ ଯଦି ବଜାରରେ ଅସ୍ଥିରତା ରହିଥାଏ, ତେବେ ଆହୁରି ଟିକିଏ ହ୍ରାସ ହୋଇପାରେ। ତଥାପି, ହଠାତ୍…

ଦଶମ ପାସ ଯୁବବର୍ଗଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ: ରେଳବାଇରେ ଆସିଲା ବମ୍ପର ନିଯୁକ୍ତି

ନୂଆଦିଲ୍ଲୀ,୨୧।୩: ଦକ୍ଷିଣ କେନ୍ଦ୍ରୀୟ ରେଳବାଇ ହଜାର ହଜାର ଶିକ୍ଷାର୍ଥୀ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଏହି ସୁଯୋଗ ବିଶେଷ ଭାବରେ ଦଶମ ଶ୍ରେଣୀ ପାସ କରିଥିବା…

ପ୍ଲାଷ୍ଟିକ ବ୍ୟବହାରକୁ ନା: ଦାରିଙ୍ଗବାଡିକୁ ସବୁଜ ସୁନ୍ଦର କରିବାକୁ ଅଣ୍ଟା ଭିଡ଼ିଲା ପ୍ରଶାସନ

ଦାରିଙ୍ଗବାଡ଼ି,୨୧।୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପ୍ରଶାସନ ପକ୍ଷରୁ ପ୍ଲାଷ୍ଟିକ ବ୍ୟବହାରକୁ ନା କହିବା ଓ ହୋଟେଲ ରେଷ୍ଟୁରାଣ୍ଟରେ ପ୍ଲାଷ୍ଟିକ ବଦଳରେ ଶିଆଳି ଖଲିପତ୍ର ବ୍ୟବହାର…

ବସରେ ଚାଲାଣ ହେଉଥିଲା ଦେଶୀ ମଦ: ରହସ୍ୟ ଖୋଲିଦେଲା ନାବାଳକଙ୍କ ବ୍ୟାଗ୍‌

ଉଦଳା,୨୧।୩(ସନ୍ତୋଷ କୁମାର ବାଛିନୀ): ଦାମିକା ବ୍ୟାଗ ଆଉ ବ୍ୟାଗ ଉପରେ ଚିହ୍ନିବା ପାଇଁ ଦିଆଯାଇଛି କୋର୍ଡ। ଆଉ ସେହି ବ୍ୟାଗ ଭିତରେ ରଖାଯାଇଛି ଦେଶୀ ମଦ। ତାହା…

୯୯.୯୩% ଭୋଟ ପାଇ ପୁଣି କିମ୍‌ ଜଙ୍ଗ୍‌ ବିଜୟୀ

ପୋଙ୍ଗୟାଙ୍ଗ୍‌ ,୨୧ା୩: ଉତ୍ତର କୋରିଆ ଶାସକ କିମ୍‌ ଜଙ୍ଗ୍‌ ଉନ୍‌ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ଏଠାକାର ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ…

ସାଉଦି ଆରବରେ ଆଉ ଜଣେ ଭାରତୀୟଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୧ା୩: ସାଉଦି ଆରବର ରିୟାଧରେ ଗତ ବୁଧବାର ହୋଇଥିବା ଆକ୍ରମଣରେ ଜଣେ ଭାରତୀୟଙ୍କ ମୃତ୍ୟୁ ଘଟିଥିବା ସେଠାର ଭାରତୀୟ ଦୂତାବାସ ଶୁକ୍ରବାର ସ୍ପଷ୍ଟ କରିଛି। ଦୂତାବାସ ପକ୍ଷରୁ…

ମିତ୍ର ରାଷ୍ଟ୍ରମାନଙ୍କ ପାଇଁ ସୁରକ୍ଷିତ ଜାହାଜ ପରିବହନ କରିଡର ଆରମ୍ଭ କଲା ଇରାନ; ଏହି କରିଡର ଦେଇ ଗଲା ଭାରତୀୟ ଜାହାଜ

ତେହରାନ,୨୧।୩: ଯୁଦ୍ଧକାଳୀନ ଉତ୍ତେଜନା ବୃଦ୍ଧି ପାଇଥିବାବେଳେ, ଇରାନ ହର୍ମୁଜ ପ୍ରଣାଳୀ ଦେଇ ସହଯୋଗୀ ଜାହାଜଗୁଡ଼ିକର ସୁରକ୍ଷିତ ପଥକୁ ସହଜ କରିବା ପାଇଁ ଏକ ‘ନିରାପଦ କରିଡର’ ପ୍ରତିଷ୍ଠା…

ଶାରିରୀକ ସମ୍ପର୍କ ରଖିବାକୁ ମନାକଲେ ଯୁମନା: ପ୍ରେମିକ-ମା’ ମିଶି କଲେ ଏମିତି କାମ

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ):ବାଲେଶ୍ୱର ଜିଲା ରୂପ୍‌ସା ଥାନା ଅଧୀନ ଲଛମନଖୁଣ୍ଟା ଅଞ୍ଚଳରେ ଗତ ୧୭ ତାରିଖରେ ଘଟିଥିବା ମହିଳାଙ୍କ ହତ୍ୟା ଘଟଣାର ପର୍ଦ୍ଦାଫାଶ୍‌ ହୋଇଛି। ଶାରୀରିକ ସମ୍ପର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri