ନଷ୍ଟ କରାଗଲା ଗଞ୍ଜେଇ ଗଛ

କ.ନୂଆଗାଁ,୧୫ା୧୧(ଡି.ଏନ୍‌.ଏ.):କ.ନୂଆଗାଁ ଥାନା ଅଞ୍ଚଳରେ ଗୁରୁବାର ଚଢ଼ାଉ କରାଯାଇ ଗଞ୍ଜେଇ ଚାଷ ନଷ୍ଟ କରାଯାଇଛି। ସାଇନପଡା, ସାନମୁଣ୍ଡାର ଗାଁ ଓ ବଡମୁଣ୍ଡାରଗାଁ ଅଞ୍ଚଳରେ ପୋଲିସ ଓ ଅବକାରୀ ବିଭାଗ ତରଫରୁ ମିଳିତ ଚଢାଉ କରି ପ୍ରାୟ ୧୦୦ ଏକର ଜମିରେ ଲାଗିଥିବା ପ୍ରାୟ ୧ ଲକ୍ଷ ଗଞ୍ଜେଇ ଗଛକୁ ପୋଡି ନଷ୍ଟ କରାଯାଇଛି। ଯାହାର ଆନୁମାନିକ ମୂଲ୍ୟ ୧୦ କୋଟି ହେବ ବୋଲି କ.ନୂଆଗାଁ ଥାନା ଅଧିକାରୀ ଶ୍ରୀନିବାସ ସାମଲ କହିଛନ୍ତି। ଉକ୍ତ ସମୟରେ ମାଜିଷ୍ଟ୍ରେଟ ଭାବେ କ.ନୂଆଗାଁ ବିଡିଓ ମନୋଜ କୁମାର ତ୍ରିପାଠୀ, ଅବକାରୀ ଇନ୍ସପେକ୍ଟର ଦେବିପ୍ରସାଦ ମିଶ୍ର, କ.ନୂଆଗାଁ ଓଆଇସି (ସେକେଣ୍ଡ ଅଫିସର) ପ୍ରକାଶ ଚନ୍ଦ୍ର ପ୍ରଧାନଙ୍କ ସମେତ ଅବକାରୀ ବିଭାଗ ଓ ଥାନାର କର୍ମଚାରୀମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ଚାଞ୍ଚଲ୍ୟ: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା

ଭୁବନେଶ୍ୱର,୧୫।୪: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା। ଏଭଳି ଅଭାବନୀୟ ଘଟଣା ଘଟିଛି ନୟାପଲ୍ଲୀ ଥାନା ଅଞ୍ଚଳରେ। ନୟାପଲ୍ଲୀ ଥାନା ସାଲିଆସାହି ନାବାଳିକାଙ୍କ ପତ୍ତା ମିଳୁନି ।…

ସମ୍ବଲପୁରରେ ବଡ଼ ଘୋଷଣା କଲେ କେନ୍ଦ୍ରମନ୍ତ୍ରୀ : ଉଦ୍‌ଘାଟିତ ହେଲା ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ

ସମ୍ବଲପୁର,୧୫।୪(ପ୍ରମୋଦ ବହିଦାର): ସମ୍ବଲପୁରର ଐତିହାସିକ ଗୌରବକୁ ନୂଆ ପରିଚୟ ଦେବା ପାଇଁ ବୁଧବାର ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ ଲୋକାର୍ପିତ ହୋଇଯାଇଛି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ଗଜପତି ପାଇଁ ଗୌରବ ଆଣିଲେ ଯାଜ୍ଞସେନୀ: ପ୍ରବନ୍ଧ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରି ମୁଖ୍ୟମନ୍ତ୍ରୀଙ୍କଠୁ ପାଇଲେ ପୁରସ୍କାର

ମୋହନା,୧୫।୪( ମନ୍ମଥ ମିଶ୍ର ): ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଓଡ଼ିଶା ସରକାର ପକ୍ଷରୁ ଓଡ଼ିଆ ସାହିତ୍ୟ ପକ୍ଷ ୨୦୨୬ ପ୍ରବନ୍ଧ ଲିଖନ ପ୍ରତିଯୋଗିତାରେ…

ଆଇନଜୀବୀଙ୍କ ମସ୍ତିଷ୍କରେ ବିରଳ ଅସ୍ତ୍ରୋପଚାର ସଫଳ: ମୁଣ୍ଡରୁ ବାହାରିଲା ୩ ଶହ ଗ୍ରାମର ଓଜନର…ଡାକ୍ତର ଆଶ୍ଚର୍ଯ୍ୟ

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ର ଜଣାଶୁଣା ଆଇନଜୀବୀ ତଥା ଖେମୁଣ୍ଡି ଓକିଲ ସଂଘର ପୂର୍ବତନ ସଭାପତି ହରପ୍ରସାଦ ରଥଙ୍କ ମସ୍ତିଷ୍କରେ ଟ୍ୟୁମର ହୋଇଥିବାରୁ…

ଏକର ପ୍ରତି ଏତେ କୋଟି ଟଙ୍କା ଦାବି କଲେ ଗ୍ରାମବାସୀ, ଶୁଣିକି ଆଶ୍ଚର୍ଯ୍ୟ ହୋଇଗଲେ…

ପାଟଣା,୧୫।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ପ୍ରସ୍ତାବିତ ମେଗାଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ସକାଳ ୯ଟାରେ ଚେମଣା ପଞ୍ଚାୟତ ବଳିଆ ପଶି…

ଡିଜେ ବଜେଇ ପ୍ରସେଶନ କରିବାରୁ ୨ ସାହି ମଧ୍ୟରେ ମାରପିଟ: ୧୫ ରୁ ଊର୍ଦ୍ଧ୍ୱ ଆହତ

ଆନନ୍ଦପୁର,୧୫।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନା ଅନ୍ତର୍ଗତ କେଶଦୁରାପାଳ ଗାଁରେ ଗୋଷ୍ଠୀ ସଂଘର୍ଷ ଦେଖିବାକୁ ମିଳିଛି। ମଙ୍ଗଳବାର ରାତିରେ କଣ୍ଟାଫୋଡା…

ଜଗା ଦର୍ଶନ କରି ଫେରୁଥିଲେ ହେଲା ଦୁର୍ଘଟଣା: ଶେଷରେ ଆଖିବୁଜିଲେ…

ପାରଳାଖେମୁଣ୍ଡି, ୧୫ା୪(ଗିରିଧାରୀ ପରିଚ୍ଛା): ଆନ୍ଧ୍ର ପ୍ରଦେଶର ପଲାସା ସହର ନିକଟରେ ଗତ ୯ ଦିନ ତଳେ ଘଟିଥିବା ସଡକ ଦୁର୍ଘଟଣାରେ ଚିକିତ୍ସିତ ହେଉଥିବା ଗଜପତି ଜିଲା ସଦର…

ସ୍କର୍ପିଓ ଗାଡ଼ିରେ ଚାଲାଣ ହେଉଥିଲା ଗଞ୍ଜେଇ, ବାଟରେ ଛକି ରହିଥିଲା ପୋଲିସ, ଫେରାର୍‌ ଉଦ୍ୟମବେଳେ…

ବଲାଙ୍ଗୀର ୧୫।୪ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏନଏଚ ୫୭ ସୋନପୁର ବଲାଙ୍ଗୀର ପୁଇନ୍ତଳା ବାଏପାସ ରାସ୍ତା ନିକଟରେ ବୁଧବାର ଏକ ଗଞ୍ଜେଇ ଭର୍ତ୍ତି ସ୍କର୍ପିଓ ଗାଡ଼ିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri