ନାଇଜେରିଆରୁ ମୁକୁଳିଲେ ପଣବନ୍ଦୀ ଥିବା ଓଡ଼ିଆ ନାବିକ ସୁଦୀପ

ଭୁବନେଶ୍ୱର,୩୦ା୬(ବ୍ୟୁରୋ): ନାଇଜେରିଆରେ ପଣବନ୍ଦୀ ଥିବା ୫ ଭାରତୀୟ ବହିର୍ବ୍ୟାପାର ମନ୍ତ୍ରଣାଳୟ ସହଯୋଗରେ ମୁକ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସୁଦୀପ ଚୌଧୁରୀ ନାମକ ଜଣେ ଓଡ଼ିଆ ନାବିକ ଅଛନ୍ତି। ସେମାନେ ସୁରକ୍ଷିତଭାବେ ମୁକ୍ତ ହୋଇଥିବାରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କୁ ଟୁଇଟ୍‌ କରି ଧନ୍ୟବାଦ ଜଣାଇଛନ୍ତି। ନାବିକ ସୁଦୀପଙ୍କ ବାପା ପ୍ରଦୀପ୍ତ କୁମାର ଚୌଧୁରୀ ପ୍ରଥମେ ଏ ସଂକ୍ରାନ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ଦୃଷ୍ଟିଆକର୍ଷଣ କରିଥିଲେ। ସୁଦୀପଙ୍କ ସମେତ ହରିୟାଣାର ଅଙ୍କିତ ହୁଡା, ମହାରାଷ୍ଟ୍ରର ଚିରାଗ ଯାଦବ, ଆନ୍ଧ୍ରପ୍ରଦେଶର ଅବିନାଶ ରେଡ୍ଡୀ ଏବଂ ମୁଗୁ ରବି ମଧ୍ୟ ପଣବନ୍ଦୀ ହୋଇଥିଲେ। ଏମାନଙ୍କ ବିଷୟରେ ଧର୍ମେନ୍ଦ୍ର ଜୟଶଙ୍କରଙ୍କ ଦୃଷ୍ଟିଆକର୍ଷଣ କରି ସେମାନଙ୍କ ମୁକ୍ତି ପାଇଁ ସହଯୋଗ ଲୋଡିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦୀୟ ସ୍ଥାନରେ ବାସନ୍ତୀ ପୂଜା ବନ୍ଦ:୧୬୩ ଧାରା ଜାରିକଲେ ପ୍ରଶାସନ,ଅଶାନ୍ତ ହେଉଛି…             

ଭୋଗରାଇ, ୩।୪ ( ପ୍ରଦୀପ ଦାସ ): ରାତି ପାହିଲେ ମଧୁ ପାର୍ବଣ । ମା ବାସନ୍ତୀ ଦେବୀଙ୍କ ଷଷ୍ଠୀ  ପୂଜା । ସବୁଠି ମାଙ୍କ ଆରାଧନା…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଫୁଲବାଣୀ,୨୩।୩ (ରାକେଶ କୁମାର ରାଉତ): ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲା…

୨୮ ଯାଏ ଝଡ଼ବର୍ଷା: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୩ା୩ (ବନ୍ଦନା ସେଠୀ):ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଲାଗି ରହିଥିବା ଝଡ଼ବର୍ଷାର ପ୍ରଭାବ କମିଥିଲେ ହେଁ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା…

ରେଳ ଲାଇନ ପାର୍ ହେଉଥିବା ବେଳେ ମହିଳାଙ୍କୁ ପିଟିଦେଲା ଟ୍ରେନ, ତାପରେ…

କୋରାପୁଟ,୨୩।୩ ( ଅମିତାଭ ବେହେରା ): କୋରାପୁଟ ସହରର ଉପକଣ୍ଠରେ ସୋମବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି । ରେଳ ଧକ୍କାରେ ଜଣେ ମହିଳାଙ୍କ ଜୀବନ ଚାଲିଯାଇଛି…

ବାଇକ ସହ ମୁହାଁମୁହିଁ ହେଲା ଭାଜପା ନେତାଙ୍କ ଗାଡ଼ି, ଚିଟିଙ୍ଗ ଘାଟିରେ….

ପାରଳାଖେମୁଣ୍ଡି,୨୩।୩(ଗିରିଧାରୀ ପରିଛା): ଚିଟିଙ୍ଗ ଘାଟିରେ ସଡ଼କ ଦୁର୍ଘଟଣା ହୋଇଛି । କାର – ବାଇକ ମୁହାଁ ମୁହିଁ ଧକ୍କା ହୋଇଥିବା ସୂଚନା ରହିଛି । ଚନ୍ଦ୍ରଗିରି ଚିଟିଙ୍ଗ…

ଚର୍ଚ୍ଚାରେ କଣ୍ଠଶିଳ୍ପୀ ଦିପ୍ତିରେଖା: ପ୍ରଧାନମନ୍ତ୍ରୀ ମୋଦି ଶେୟାର କଲେ…

ଭୁବନେଶ୍ୱର,୨୩ା୩(ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଦୀପ୍ତିରେଖା ପାଢୀଙ୍କ ଭକ୍ତିମୟ ଭଜନ ‘ଦୁର୍ଗତି ନାଶିନୀ ମା’ର ଭିଡ଼ିଓ ଲିଙ୍କ୍‌କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ…

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri