Posted inଫୁରସତ

ନାଗପଞ୍ଚମୀ: ନାଗଦେବତାଙ୍କ ପୂଜାରେ ଅବଲମ୍ବନ କରନ୍ତୁ ଏହିସବୁ ସାବଧାନତା

ଶ୍ରାବଣ ମାସରେ ଅନେକ ପର୍ବପର୍ବାଣି ପଡ଼ିଥାଏ। ଏହି ମାସ ଭଗବାନ ଶିବଙ୍କ ପ୍ରିୟ ହୋଇଥିବାରୁ ବିଶେଷକରି ତାଙ୍କୁ ପୂଜାର୍ଚ୍ଚନା କରାଯାଇଥାଏ। ଏହାସହିତ ମାସର ପଞ୍ଚମୀ ତିଥିରେ ନାଗ ଦେବତାଙ୍କୁ ମଧ୍ୟ ପୂଜା କରାଯାଏ। ଏହାକୁ ନାଗପଞ୍ଚମୀ ବୋଲି କୁହାଯାଏ। ତେବେ ନାଗପଞ୍ଚମୀ ବ୍ରତ କରିବା ଫଳରେ ଅନେକ ଶୁଭଫଳ ମିଳିଥାଏ। ତେବେ ନାଗଦେବତାଙ୍କୁ ପୂଜା କରିବା ସମୟରେ କିଛି ବିଶେଷ ଧ୍ୟାନ ଦେବାକୁ ପଡ଼ିଥାଏ। ଜାଣନ୍ତୁ ସେ ସମ୍ପର୍କରେ:-

ଏହି ଦିନରେ ନାଗଦେବତାଙ୍କୁ ପୂଜା କରିବା ସହ ଭଉଣୀ ତା’ ଭାଇ ପାଇଁ ହାତରେ ମେହେନ୍ଦି ଲଗାଇଥାଏ। କାଳସର୍ପ ଦୋଷ ଥିବା ବ୍ୟକ୍ତି ଏହି ଦିନେରେ ରିଷ୍ଟ ଖଣ୍ଡନ ପାଇଁ ଧ୍ୟାନ ସହକାରେ ପୂଜା କରିବା ଉଚିତ।

ପୂଜା ବିଧି: ଏହି ଦିନ ପ୍ରଥମେ ମହାଦେବଙ୍କ ପୂଜା କରିବା ପରେ ତାଙ୍କୁ କ୍ଷୀର ଓ ଭୋଗ ଲାଗି କରିବା ଉଚିତ।

ସାବଧାନତା:
ଶିବଙ୍କ ବିନା ନାଗପୂଜା କରିବା ଉଚିତ ହୋଇ ନ ଥାଏ। ତେଣୁ ପ୍ରଥମେ ମହାଦେବ ଶଙ୍କର ପରେ ନାଗଦେବତାଙ୍କୁ ପୂଜା କରିବା ଉଚିତ। ନାଗପଞ୍ଚମୀରେ ଭୂମି ଖୋଳିବା ଓ ଘାସ କାଟିବା ଅନୁଚିତ।


Enter your email to get our daily news in your inbox.

All Right Reserved By Dharitri.Com

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri