Posted inଜାତୀୟ

ନାଗରିକତା ବିବାଦ: ରାହୁଲଙ୍କ ନିର୍ବାଚନ ଲଢ଼ିବା ଉପରେ ଲାଗିପାରେ ରୋକ !

ନୂଆଦିଲ୍ଲୀ,୨।୫: କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ସମସ୍ୟା ବଢ଼ିବାରେ ଲାଗିଛି। ଏବେ ନାଗରିକତା ବିବାଦ ଯୋଗୁ ରାହୁଲଙ୍କ ନିର୍ବାଚନ ଲଢ଼ିବା ଉପରେ ରୋକ ଲଗାଯିବାର ଆଶଙ୍କା ସୃଷ୍ଟି ହୋଇଛି। ଏହାର ଣୁଣାଣି ଆସନ୍ତା ସପ୍ତାହରେ ହେବ ବୋଲି କୁହାଯାଉଛି। ୟୁନାଇଟେଡ୍‌ ହିନ୍ଦୁ ଫ୍ରଣ୍ଟ୍‌ର ଜୟ ଭଗବାନ ଗୋଏଲ ଏବଂ ହିନ୍ଦୁ ମହାସଭାର ଚନ୍ଦ୍ରପ୍ରକାଶ କୌଶିକ୍‌ଙ୍କ ପକ୍ଷରୁ ଏନେଇ ମାମଳା ଦାଏର କରାଯାଇଛି। ରାଜ୍ୟସଭା ଏମ୍‌ପି ସୁବ୍ରମଣିୟମ୍‌ ସ୍ବାମୀଙ୍କ ଅଭିଯୋଗ ଆଧାରରେ ଗୃହମନ୍ତ୍ରଣାଳ ପକ୍ଷରୁ ଏନେଇ ୧୫ ଦିନ ମଧ୍ୟରେ ରାହୁଲଙ୍କଠାରୁ ମତାମତ ଲୋଡାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁନ୍ ୩୦ରୁ ବନ୍ଦ ହେବକି କାଗଜ ନୋଟ୍? ଆସିଲା କେନ୍ଦ୍ର ସରକାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୬: ଗତ କିଛି ଦିନ ଧରି ସୋସିଆଲ ମିଡିଆରେ RBI ସମ୍ପର୍କରେ ବିଭିନ୍ନ ରିପୋର୍ଟ ଭାଇରାଲ ହେଉଛି । ଏପରି ଏକ ରିପୋର୍ଟରେ ଦାବି କରାଯାଇଛି ଯେ RBI…

ନେହେରୁଙ୍କ ରେକର୍ଡ ଭାଙ୍ଗିବା ପରେ ଆସିଲା ମୋଦିଙ୍କ ପ୍ରଥମ ପ୍ରତିକ୍ରିୟା, କଂଗ୍ରେସର ପ୍ରତାରଣା ପରେ ଦେଶବାସୀ…

ନୂଆଦିଲ୍ଲୀ,୧୦।୬: କେନ୍ଦ୍ରରେ ମୋଦି ସରକାରଙ୍କ ୧୨ ବର୍ଷ ପୂରଣ ଉପଲକ୍ଷେ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA)ର ଏକ ପ୍ରମୁଖ ବୈଠକ ଅନୁଷ୍ଠିତ ହୋଇଥିଲା।…

କଂଗ୍ରେସରେ ମିଶିବେ ମମତା? ମୁହଁ ଖୋଲିଲା TMC, ରାଜନୀତିରେ ଚହଳ

କୋଲକାତା,୧୦।୬: ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ପାଇଁ ସମସ୍ୟା ବଢ଼ିବାରେ ଲାଗିଛି। ଦଳର ବିଧାୟକମାନଙ୍କ ବିଦାୟ ପରେ, ଏମପିମାନେ ମଧ୍ୟ ଦଳ ଛାଡିବାକୁ ପ୍ରସ୍ତୁତ…

ମମତାଙ୍କ ଠୁ ୬ଗୁଣା ଅଧିକ ଧନୀ ସାୟନି ଘୋଷ, ଏତେ ଟଙ୍କାର ମାଲିକାଣୀ…

କୋଲକାତା,୧୦।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନ ଫଳାଫଳ ଏବଂ ରାଜ୍ୟରେ ଭାଜପା ସରକାର ଗଠନ ପରେ, ୧୫ ବର୍ଷ ଧରି ବଙ୍ଗଳାରେ ଶାସନ କରିଥିବା ତୃଣମୂଳ କଂଗ୍ରେସ (ଟିଏମସି)…

ଶସ୍ତା ହେଲା ସୁନା; ୪ହଜାରରୁ ଅଧିକ ହ୍ରାସ, ଜାଣନ୍ତୁ କେତେ ରହିଛି ୨୨-୨୪ କ୍ୟାରେଟର ଦାମ୍

ନୂଆଦିଲ୍ଲୀ,୧୦।୬: ଆଜି ଅନ୍ତର୍ଜାତୀୟ ଏବଂ ଘରୋଇ ସୁନା ବଜାରରେ ସୁନା ଏବଂ ରୂପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି । ପଶ୍ଚିମ ଏସିଆରେ ଇରାନ…

ମୋଦି ସରକାରଙ୍କ ୧୨ ବର୍ଷ ପୂର୍ତ୍ତି ଅବସରରେ କ୍ୟାବିନେଟରେ ବଡ଼ ନିଷ୍ପତ୍ତି, ମେଟ୍ରୋ….

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏନଡିଏ ସରକାରଙ୍କ ୧୨ ବର୍ଷ ପୂରଣ ଉପଲକ୍ଷେ ବୁଧବାର କେନ୍ଦ୍ର କ୍ୟାବିନେଟର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ…

ରାହୁଲଙ୍କ ହାତ ଧରିବ ଟିଏମସି, ମମତା ହେବେ ଉପାଧ୍ୟକ୍ଷ, ଡିଲ୍‌ ଫାଇନାଲ!

କୋଲକାତା,୧୦।୬: କଂଗ୍ରେସରେ ଟିଏମସି (TMC) ର ମିଶ୍ରଣକୁ ନେଇ ଚର୍ଚ୍ଚା ଜୋର ଧରିଛି। ମିଳିଥିବା ସୂଚନା ଅନୁସାରେ, ସୋନିଆ ଗାନ୍ଧୀଙ୍କ ପକ୍ଷରୁ ମିଳିଥିବା ପ୍ରସ୍ତାବ ଉପରେ ମମତା…

ପ୍ରଧାନମନ୍ତ୍ରୀ ମୋଦିଙ୍କ ରେକର୍ଡ ଦେଖି ଏମିତି କହିଦେଲେ ମେଲୋନି: ସରା ବିଶ୍ୱରେ ପଡ଼ିଲା ଚହଳ

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ଭାବରେ ନରେନ୍ଦ୍ର ମୋଦି ଦୀର୍ଘ ଦିନ ଧରି ନିରନ୍ତର କାର୍ଯ୍ୟକାଳ ପାଇଁ ଏକ ରେକର୍ଡ ସ୍ଥାପନ କରିଛନ୍ତି। ବୁଧବାର କେନ୍ଦ୍ର ସରକାରଙ୍କ ମୁଖ୍ୟ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri