Posted inଜାତୀୟ

ନାଗସାପକୁ ବିବାହ କରିବା ପାଇଁ ଅଡ଼ି ବସିଛି ନାବାଳିକା

ରାୟପୁର,୨୬।୬: ଭାରତରେ ଡିଜିଟାଲ ଯୁଗ ଆରମ୍ଭ ହୋଇସାରିଛି। ଗୋଟିଏ ପରେ ଦେଶ ମହାକାଶ ଗବେଷଣା କ୍ଷେତ୍ରରେ ଶ୍ରେଷ୍ଠତ୍ୱ ହାସଲ କରୁଥିବାବେଳେ ଅପରପକ୍ଷରେ ଏବେ ମଧ୍ୟ ସମାଜରେ କୁସଂସ୍କାର ଜାରି ରହିଛି। ଏହାର ଏକ ସଦ୍ୟତମ ଉଦାହରଣ ଛତିଶଗଡ଼ରେ ଦେଖିବାକୁ ମିଳିଛି। ସ୍ଥାନୀୟ ବଳରାମପୁର ଜିଲା ଅନ୍ତର୍ଗତ କନକପୁର ଗାଁରେ ଦୁର୍ଗାବତୀ ନାମକ ଜଣେ ନାବାଳିକା ନାଗସାପକୁ ବିବାହ କରିବାକୁ ଅଡ଼ି ବସିଛି। ନାଗଦେବତା ସ୍ବପ୍ନରେ ଆସି ତା ମୁଣ୍ଡରେ ସିନ୍ଦୂର ଲଗାଇଥିବା ସେ କହୁଛି। ଏନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ଜାରି ରହିଛି। ଏଠାରେ ବାସ କରୁଥିବା କେଳା ସମ୍ପ୍ରଦାୟରେ ଏଭଳି ପରମ୍ପରା ପ୍ରଚଳିତ ବୋଲି ସ୍ଥାନୀୟ ଲୋକେ କୁହନ୍ତି। ଏହି ସମ୍ପ୍ରଦାୟର କେତେକ ଝିଅ ନାଗଦେବତାଙ୍କ ପ୍ରତି ନିଜକୁ ସମର୍ପଣ କରିଥାନ୍ତି। ସେମାନେ ନାଗଦେବତାଙ୍କୁ ସ୍ବାମୀ ଭାବେ ଗ୍ରହଣ କରି ଜୀବନସାରା ଏକା ଏକା ରହିଥାନ୍ତି। ଏହାର ଅମାନ୍ୟ କଲେ ନାଗଦେବତାଙ୍କ କୋପ ଦୃଷ୍ଟି ପଡ଼ିଥାଏ ବୋଲି ଏହି ସମ୍ପ୍ରଦାୟର ଲୋକେ ବିଶ୍ୱାସ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…

ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

ଖର୍ଗେଙ୍କ ମଞ୍ଚ ‘ଶୁଦ୍ଧିକରଣ’ ପ୍ରସଙ୍ଗକୁ ନେଇ ସଂସଦରେ ସରଗରମ ରାଜନୀତି, କଡ଼ା ଜବାବ ଦେଲେ ନଡ୍ଡା!

ନୂଆଦିଲ୍ଲୀ,୧୩।୮: ସଂସଦର ମୌସୁମୀ ଅଧିବେଶନର ଶେଷ ଦିନରେ ରାଜ୍ୟ ସଭାରେ ଏକ ବଡ଼ ଏବଂ ଗମ୍ଭୀର ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ ତୀବ୍ର…

ବିଡ଼ିଓର ପରିଚୟ କଲେ ଫୋନ୍‌, କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ଲୁଟିନେଲେ ଟଙ୍କା

ଉଦଳା, ୧୩।୮ (ସନ୍ତୋଷ ବାଛିନୀ): ନିଜକୁ ବିଡ଼ିଓର ପରିଚୟ ଦେଲେ ଆଉ କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ପ୍ରିନ୍ସିପାଲଙ୍କ ନିକଟରୁ ଟଙ୍କା ଲୁଟିନେଲେ ସାଇବର…

୧୭ ଅଗଷ୍ଟରେ ମଘା ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ, ମେଷ ସମେତ ୩ ରାଶିରେ ଧନବର୍ଷା

୧୭ ଅଗଷ୍ଟ ସକାଳେ ସୂର୍ଯ୍ୟ କେତୁଙ୍କ ଦ୍ୱାରା ଶାସିତ ମଘା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ପାଇଁ ନକ୍ଷତ୍ରର ଏହି ପରିବର୍ତ୍ତନ ସକାଳ ୮:୦୩ ରେ ଘଟିବ।…

ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…

ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍‌ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ…

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

ଆହୁରି ସକ୍ରିୟ ହେଲା ଲଘୁଚାପ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା IMD

ଭୁବନେଶ୍ବର,୧୩।୮: ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri