Posted inଜାତୀୟ

ନାଗାଲାଣ୍ଡରେ ଆଫ୍‌ସ୍ପା ସମୟସୀମା ୬ ମାସ ବଢ଼ିଲା

ନୂଆଦିଲ୍ଲୀ,୩୧ା୧୨(ଆଇଏଏନ୍‌ଏସ୍‌): ନାଗାଲାଣ୍ଡରେ ସଶସ୍ତ୍ର ବାହିନୀ ସ୍ବତନ୍ତ୍ର କ୍ଷମତା ଆଇନ, ୧୯୫୮ (ଆଫ୍‌ସ୍ପା) କାର୍ଯ୍ୟକାଳକୁ ଆଉ ୬ ମାସ ବଢ଼ାଇଦିଆଯାଇଛି। ସୋମବାର କେନ୍ଦ୍ର ସରକାର ଏହି ଘୋଷଣା କରିଛନ୍ତି। ସମଗ୍ର ନାଗାଲାଣ୍ଡରେ ଅସ୍ଥିର ଅବସ୍ଥା ଲାଗିରହିଥିବାରୁ ଆଫ୍‌ସ୍ପା ଆଇନର ବ୍ୟବହାର କରିବାକୁ ପଡ଼ୁଛି ବୋଲି ଗେଜେଟ ବିଜ୍ଞପ୍ତିରେ କୁହାଯାଇଛି। ଏହି ରାଜ୍ୟରେ ୬ ଦଶନ୍ଧି ହେଲା ଆଫ୍‌ସ୍ପା କାର୍ଯ୍ୟକାରୀ ହୋଇଆସୁଛି। ୨୦୧୫ ଅଗଷ୍ଟ ୩ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ନାଗା ଉଗ୍ରବାଦୀ ସଂଗଠନ ନ୍ୟାଶନାଲ ସୋସିଆଲିଷ୍ଟ କାଉନ୍‌ସିଲ ଅଫ୍‌ ନାଗାଲାଣ୍ଡ (ଆଇଜାକ୍‌ ମୁଇଭା)ର ସାଧାରଣ ସମ୍ପାଦକ ଥୁଇଙ୍ଗାଲେଙ୍ଗ୍‌ ମୁଇଭାଙ୍କ ସହ ସରକାରଙ୍କ ମଧ୍ୟସ୍ଥି ଆର୍‌.ଏନ୍‌. ରବିଙ୍କ ମଧ୍ୟରେ ଚୁକ୍ତିନାମା ସ୍ବାକ୍ଷର ସତ୍ତ୍ୱେ ଉକ୍ତ ଆଇନକୁ ଉଠାଯାଇପାରିନାହିଁ। ଏହି ଆଇନ ଆସାମ ସମେତ ମଣିପୁର ଓ ଅରୁଣାଚଳପ୍ରଦେଶର କେତେକ ଅଞ୍ଚଳରେ ମଧ୍ୟ ଲାଗୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

LPG ସବସିଡି ଚେକ୍‌ କରିବାକୁ ଯାଇଥିଲେ ବ୍ୟାଙ୍କ, ଖାତାରେ ଏତେ କୋଟି ଦେଖି ଉଡିଗଲା ହୋସ୍‌!

ନୂଆଦିଲ୍ଲୀ,୪।୮: ଯଦି ଆପଣଙ୍କ ବ୍ୟାଙ୍କ ଆକାଉଣ୍ଟକୁ ହଠାତ୍‌ ୧୦୦ କୋଟି ଟଙ୍କା ଆସିଯାଏ, ତେବେ ବୋଧହୁଏ ଆପଣ ନିଜ ଆଖିକୁ ବିଶ୍ୱାସ କରିପାରିବେ ନାହିଁ। ପଶ୍ଚିମବଙ୍ଗର ଜଣେ…

ସ୍ବର୍ଣ୍ଣ ପଦକ ହାତଛଡ଼ା ହେବାର ବଡ଼ କାରଣ କହିଲେ ଏହି ଆଥଲେଟ୍‌

ନୂଆଦିଲ୍ଲୀ,୪ା୮: ରାଜ୍ୟଗୋଷ୍ଠୀ କ୍ରୀଡ଼ା ବ୍ରୋଞ୍ଜ ପଦକଧାରୀ ସେଲଭା ପ୍ରଭୁଙ୍କ ମତରେ ଫୁଡ୍‌ ପଏଜନିଂ କାରଣରୁ ସେ ଗ୍ଲାସଗୋରେ ସ୍ବର୍ଣ୍ଣ ପଦକ ହାତଛଡ଼ା କରିଛନ୍ତି। ସେଲଭା ପୁରୁଷ ଟ୍ରିପଲ…

ଇସ୍ତଫା ଦେଲେ ୨ ବିଧାୟକ: ରାଗିଗଲେ ମୁଖ୍ୟମନ୍ତ୍ରୀ, ସିଧା କହିଦେଲେ…

ନୂଆଦିଲ୍ଲୀ,୪।୮: କର୍ନାଟକରେ ଡିକେ ଶିବକୁମାରଙ୍କ ସରକାରର କ୍ୟାବିନେଟ୍ ସମ୍ପ୍ରସାରଣ ହୋଇଛି। ମୋଟ ୨୦ ଜଣ ମନ୍ତ୍ରୀ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି। କଂଗ୍ରେସ ସରକାର କ୍ୟାବିନେଟ୍…

ରାସ୍ତାରେ ଅଟକି ଦିଗପହଣ୍ଡି କଲେଜ ଆଗରେ ଛାତ୍ରୀମାନଙ୍କୁ ଚକୋଲେଟ୍‌ ବାଣ୍ଟିଲେ ରାଷ୍ଟ୍ରପତି

ଦିଗପହଣ୍ଡି,୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ସମୟରେ ସେ…

ଉଦୟନିଧି ଷ୍ଟାଲିନଙ୍କ ମାମଲାରେ କୋର୍ଟଙ୍କ କଡ଼ା ନିର୍ଦ୍ଦେଶ! ପଚରାଉଚରା ପରେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କୁ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟଙ୍କ ନିକଟତର ବନ୍ଧୁ ଏବଂ ଅଭିନେତ୍ରୀ ତ୍ରିଷାଙ୍କ ଉପରେ କଥିତ…

ଚୋରିର ୧୫ ଦିନ ପରେ ଲକ୍ଷ ଲକ୍ଷ ଟଙ୍କାର ଅଳଙ୍କାର ଫେରାଇଦେଲେ ଚୋର; ଚିଠିରେ ଲେଖିଲେ..

ହାଇଦ୍ରାବାଦ୍‌,୪।୮: ଆନ୍ଧ୍ରପ୍ରଦେଶର କାକିନାଡା ଜିଲାରୁ ଏକ ଅତ୍ୟନ୍ତ ଅସାଧାରଣ ଘଟଣା ସାମ୍ନାକୁ ଆସିଛି। ଏଠାରେ ଚୋରି କରିଥିବା ଚୋରମାନେ ଅପରାଧର ପ୍ରାୟ ୧୫ ଦିନ ପରେ ଅଧିକାଂଶ…

ମଝି ଆକାଶରେ ହଠାତ୍‌ ତଳକୁ ଖସିଲା ବିମାନ, ଛାତରେ ବାଜିଲା ଯାତ୍ରୀଙ୍କ ମୁଣ୍ଡ, ଅନେକ ଯାତ୍ରୀ…

ନୂଆଦିଲ୍ଲୀ,୪।୮: ଦିଲ୍ଲୀ ବିମାନବନ୍ଦରରେ ଏକ ବଡ଼ ଦୁର୍ଘଟଣା ଅଳ୍ପକେ ଟଳିଯାଇଛି। ଫୁକେଟରୁ ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆର ଏକ ବିମାନ ହଠାତ୍‌ ପ୍ରବଳ ଟର୍ବୁଲେନ୍ସର ସମ୍ମୁଖୀନ ହୋଇଥିଲା।…

ହଠାତ୍‌ ୧୬ କିଲୋ ଓଜନ ହ୍ରାସ: ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲେ ସଲମାନ

କିଛି ଦିନ ହେବ ସୋସିଆଲ ମିଡିଆରେ ବଲିଉଡର ‘ଦବଙ୍ଗ’ ଷ୍ଟାର ସଲମାନ ଖାନଙ୍କ ଫିଟନେସ ଏବଂ ଲୁକକୁ ନେଇ ଚର୍ଚ୍ଚା ହେଉଛି। ହଠାତ୍‌ ତାଙ୍କ ଓଜନ ହ୍ରାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri