ନାଟକ ଚାଲିଥିବା ବେଳେ ବାଣ ବିସ୍ଫୋରଣ: ୪ ଗୁରୁତର,୪ ଆହତ

ଆସିକା,୧୫।୩ (ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା-ସୋରଡା ମୁଖ୍ୟରାସ୍ତାର ଧରାକୋଟ ଥାନା ଅନ୍ତର୍ଗତ କେ.ରାମଚନ୍ଦ୍ରପୁର (କଇଠରା) ଗ୍ରାମରେ ରବିବାର ସକାଳେ ବାଣ ବିସ୍ଫୋରଣ ଘଟି ୪ ଗୁରୁତର, ୪ ଆହତ ହୋଇଛନ୍ତି। ସକାଳେ ପୌରାଣିକ ନାଟକ ଚାଲିଥିଲା ବେଳେ ନାଟକର ଏକ ଦୃଶ୍ୟରେ ବାଣ ବିସ୍ଫୋରଣ ଘଟି ୮ରୁ ଊର୍ଦ୍ଧ୍ୱ ଦର୍ଶକ ଗୁରୁତର ହୋଇଥିଲେ । ସେମାନେ ହେଲେ ନାବାଳକ ଓମ୍‌ ରେଡି, ସୁମନ୍‌ ରେଡି, ରାଜା ଗୌଡ, ବିନୟ ଗୌଡ, ବିଜୟ ଗୌଡ, ବାବୁ ବିଷୋୟୀ, ଅରୁଣ ବିଷୋୟୀ ଓ ଚନ୍ଦନ ବିଷୋୟୀ। ସେମାନଙ୍କୁ ଚିକିତ୍ସା ଲାଗି ଆସିକା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ବିଜୟ, ବାବୁ, ଅରୁଣ ଓ ଚନ୍ଦନଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରେକ ଡାଉନ ଟ୍ରକ ପଛ ପଟେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଲୋଇସିଂହା,୧୫।୭(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ପଦ୍ମପୁର ରାସ୍ତାର କରକଚିଆ ସ୍କୁଲ ନିକଟରେ ବ୍ରେକ ଡାଉନ ପଡ଼ିଥିବା ଏକ ଟ୍ରକ ପଛପଟେ ମଙ୍ଗଳବାର ରାତିରେ…

ଜରାଜୀର୍ଣ୍ଣ ଘରେ ଜୀବନ କାଟୁଛନ୍ତି ତ୍ରିପୁରା: ସରକାରୀ ସହାୟତା ଅପେକ୍ଷାରେ …

ଲୋଇସିଂହା,୧୫।୭(ସୁଶାନ୍ତ ବାରିକ):ବୟସର ଅପରାହ୍ନରେ ଜୀବନ ସହ ଲଢେଇ କରୁଛନ୍ତି ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଲତରପାଲି ଗ୍ରାମର ୭୭ ବର୍ଷୀୟା ଅସହାୟ ବୃଦ୍ଧା ତ୍ରିପୁରା ମହାନନ୍ଦ। ସ୍ବାମୀ…

ବିଦ୍ୟୁତ୍‌ ସଂଯୋଗ ନ ହେଲେ ଆନ୍ଦୋଳନ ଚେତାବନୀ ଦେଲେ ଗ୍ରାମବାସୀ

ନୂଆପଡ଼ା,୧୫ା୭ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ଅଭୟାରଣ୍ୟ ମଧ୍ୟସ୍ଥ ଢେକୁନପାଣି ଗଁାରେ ବିଦ୍ୟୁତ ଟ୍ରାନ୍ସଫର୍ମର ପୋଡି ଯୋଗୁ ଲୋକେ ଅନ୍ଧାରରେ ରାତି ବିଉଛନ୍ତି।…

ନୂଆଦିଲ୍ଲୀ ଗସ୍ତରେ ନବୀନ; ଭେଟିପାରନ୍ତି କିଛି…

ଭୁବନେଶ୍ୱର,୧୩।୭(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମଙ୍ଗଳବାର ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ତେବେ ସେ କେତେଦିନ ଲାଗି ଗସ୍ତ କରିଛନ୍ତି…

ମା’ ସୁଭଦ୍ରାଙ୍କୁ ‘ଶ୍ରୀମତୀ’ ବୋଲି ସମ୍ବୋଧନ କଲା ଇସ୍କନ, ବାଲୁକାଶିଳ୍ପୀ ସୁଦର୍ଶନ କହିଲେ…

ପୁରୀ, ୧୪।୭: ଇସ୍କନ (ISKCON) ପକ୍ଷରୁ ପ୍ରକାଶିତ ରଥଯାତ୍ରା ବାର୍ତ୍ତାକୁ ନେଇ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଏକ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। ଇସ୍କନ…

ଜଣେ ସାଙ୍ଗ ସିନା ବଞ୍ଚିଗଲେ, ହେଲେ ଆଉ ଜଣେ ଫେରିଲେନି: ଭୀମକୁଣ୍ଡରେ ବୁଡ଼ି କେନ୍ଦ୍ରାପଡ଼ା ଯୁବକଙ୍କ ମୃତ୍ୟୁ

ପାଟଣା, ୧୪।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ଭୀମକୁଣ୍ଡରେ ଆଜି ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଧୋଉଥିବା…

କାଲି ଭଦ୍ରକର ସମସ୍ତ ସ୍କୁଲ ଛୁଟି, ଜାଣନ୍ତୁ କାହିଁକି ହେଲା ଏଭଳି…

ଭଦ୍ରକ, ୧୪।୭: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ବର୍ଷା ଯୋଗୁ ଛାତ୍ରଛାତ୍ରୀଙ୍କ…

ଆନନ୍ଦପୁରରେ ପୁଣି ହାତୀ: ଫକୀରପୁର-ସିଙ୍ଗଡୋଭ ସୀମାରେ ଗତିବିଧି, ସତର୍କ ରହିବାକୁ …

ବଞ୍ଚୋ, ୧୪।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଫକୀରପୁର–ସିଙ୍ଗଡୋଭ ସୀମାନ୍ତ ଅଞ୍ଚଳରେ ପୁଣି ଏକ ହାତୀର ଗତିବିଧି ଦେଖାଯିବା ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଆତଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri