Posted inଜାତୀୟ

ନାଟକୀୟ ଢଙ୍ଗରେ ପୁଣିଥରେ କଂଗ୍ରେସରେ ଯୋଗଦେଲେ ବସନ୍ତ କୁମାର

ନୂଆଦିଲ୍ଲୀ,୫।୧୨: ମହାରାଷ୍ଟ୍ର ପରେ ଏପେ ପୁଣିଥରେ କର୍ନାଟକରେ ରାଜନୀତି ଡ୍ରାମା ଆରମ୍ଭ ହୋଇଯାଇଛି। ଦୁଇଦିନ ପୂର୍ବରୁ କଂଗ୍ରେସ ଛାଡି ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଥିବା କର୍ପୋରେଟର ଆର୍‌. ବସନ୍ତ କୁମାର ପୁଣିଥରେ ନାଟକୀୟ ଢଙ୍ଗରେ କଂଗ୍ରେସକୁ ଫେରିଛନ୍ତି। କର୍ନାଟକ କଂଗ୍ରେସର ଅଧ୍ୟକ୍ଷ ଦିନେଶ ଗୁଣ୍ଡୁ ରାଓ କର୍ପୋରେଟର ବସନ୍ତ କୁମାରଙ୍କୁ କଂଗ୍ରେସରେ ସ୍ଥାନ ଦେଇଥିବ ପ୍ରକାଶ କରିଛନ୍ତି। ଏହାପରେ ବସନ୍ତ କହିଛନ୍ତି ମୋତେ ହଠାତ୍‌ ମୁଖ୍ୟମନ୍ତ୍ରୀଙ୍କ ପାଖକୁ ନେଇ ଭାଜପାରେ ସାମିଲ କରାଯାଇଥିଲା। ଏହି ଘଟଣାକୁ ନେଇ କର୍ନାଟକ କଂଗ୍ରେସ ଅଧ୍ୟକ୍ଷ ଦିନେଶ ଗୁଣ୍ଡୁ କହିଛନ୍ତି ଏଥିରୁ ଭାଜପା ଜାଣି ରଖିବା ଦରକାର ସେ କେଉଁଭଳି ରାଜନୀତି କରୁଛି। ଭାଜପାର ନିଜ ନେତାଙ୍କ ଉପରେ ଭରସା ନ ଥିବାରୁ ସେ ଅନ୍ୟମାନଙ୍କୁ ଅପହରଣ କରିବାକୁ ଚେଷ୍ଟା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଉତ୍ତେଜନା ଭିତରେ ଭାରତ-ଚାଇନା ମୁହାଁମୁହିଁ, ସୀମାରେ ହଲଚଲ!

ନୂଆଦିଲ୍ଲୀ,୧୪।୪: ଅରୁଣାଚଳ ପ୍ରଦେଶର ସ୍ଥାନଗୁଡ଼ିକୁ କାଳ୍ପନିକ ନାମ ଦେବା ବିରୋଧରେ ଭାରତର ପ୍ରତିବାଦ ପରେ, ଚାଇନା ମଙ୍ଗଳବାର (୧୪ ଏପ୍ରିଲ, ୨୦୨୬) ଆଉ ଏକ ଆପତ୍ତିଜନକ ବିବୃତ୍ତି…

ବିହାରରେ ‘ନୀତୀଶ ଯୁଗ’ ଶେଷ: ମୁଖ୍ୟମନ୍ତ୍ରୀ ପଦରୁ ଦେଲେ ଇସ୍ତଫା , କିଏ ହେବେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ?

ପାଟନା,୧୪।୪: ଆଜି ବିହାର ରାଜନୀତିରେ ଏକ ଐତିହାସିକ ଯୁଗର ଅନ୍ତ ହୋଇଛି। ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳଙ୍କୁ ତାଙ୍କ ଇସ୍ତଫାପତ୍ର ପ୍ରଦାନ…

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

କିଏ ସେହି ସମ୍ରାଟ ଚୌଧୁରୀ, ଯିଏ ହେବେ ବିହାରର ଆଗାମୀ ମୁଖ୍ୟମନ୍ତ୍ରୀ: ୧୯ ବର୍ଷ ବୟସରୁ ହୋଇଥିଲେ ମନ୍ତ୍ରୀ

ପାଟନା,୧୪।୪: ବିହାରରେ ଏକ ନୂତନ ରାଜନୈତିକ ଯୁଗ ଆରମ୍ଭ ହେବାକୁ ଯାଉଛି। ରାଜ୍ୟକୁ ଏହାର ନୂତନ ମୁଖ୍ୟମନ୍ତ୍ରୀ ମିଳିଛି। ସମ୍ରାଟ ଚୌଧୁରୀଙ୍କ ନାମ ଚୂଡ଼ାନ୍ତ ହୋଇଛି। ସମ୍ରାଟ…

ଗାଁ ଗାଁରେ ସଚେତନ ପାଇଁ ଅଣ୍ଟା ଭିଡ଼ିଲେ ଅଗ୍ନିଶମ କର୍ମଚାରୀ, କହିଲେ-ନିଆଁ ଲିଭାଇବା ପାଇଁ ବ୍ୟବହାର କରିବେ ଏହି ଟ୍ରିକ୍‌

ଦାରିଙ୍ଗବାଡି, ୧୪ ।୪ (ଅରୁଣ ସାହୁ ): ଜାତୀୟ ଅଗ୍ନିଶମ ସେବା ସପ୍ତାହ ଅବସରରେ ଦାରିଙ୍ଗବାଡି ଅଗ୍ନିଶମ ବିଭାଗ ପକ୍ଷରୁ ମଙ୍ଗଳବାର ଗାଁ ଗାଁରେ ସଚେତନ ପାଇଁ…

ଏମିତି କଥା କହିଲେ ଖାର୍ଗେ, ହସି ହସି ଗଡ଼ିଲେ ପ୍ରଧାନମନ୍ତ୍ରୀ ମୋଦି, ଦେଖନ୍ତୁ Video

ନୂଆଦିଲ୍ଲୀ,୧୪।୪: ଡକ୍ଟର ବି.ଆର. ଆମ୍ବେଦକରଙ୍କ ୧୩୫ତମ ଜନ୍ମବାର୍ଷିକୀ ଉପଲକ୍ଷେ ସଂସଦ ପରିସରରେ ପ୍ରେରଣାସ୍ଥଳରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ…

ନିଜ ଗୁରୁଙ୍କ ପାଦଛୁଇଁ ଭାବବିହ୍ବଳ ହୋଇପଡିଲେ ମୁଖ୍ୟମନ୍ତ୍ରୀ: କଲେ ବଡ଼ ଘୋଷଣା

କେନ୍ଦୁଝର,୧୪।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଝୁମ୍ପୁରା ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ। କେବଳ ଜଣେ ପୁରାତନ ଛାତ୍ର ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri