ନାବାଳକଙ୍କ ଅନ୍ତିମ ସଂସ୍କାର ଯାତ୍ରାରେ ୨୧ ଶହ ସ୍ପୋର୍ଟସ୍‌ କାର ସାମିଲ୍‌…

ଅନ୍ତିମ ସଂସ୍କାର ଯାତ୍ରାରେ ଲୋକେ ସମବେତ ହୋଇ ମୃତକଙ୍କ ସହିତ ସଂସ୍କାର ସ୍ଥଳକୁ ଯାଇଥାନ୍ତି। ତେବେ ଆମେରିକାରେ କ୍ୟାନସରରେ ମୃତ୍ୟୁ ଘଟିଥିବା ଜଣେ ୧୪ ବର୍ଷ ବୟସ୍କ ନାବାଳକଙ୍କ ଅନ୍ତିମ ସଂସ୍କାର ଯାତ୍ରାରେ ୨୧ ଶହ ସ୍ପୋର୍ଟସ୍‌ କାର ସାମିଲ ହୋଇଛି। ଏହି ପିଲାଟି ହେଉଛି ଏଲଫ୍‌ ଇନଗ୍ରାମକି। ପିଲାଟି ସ୍ପୋର୍ଟସ୍‌ କାରକୁ ଭାରି ପସନ୍ଦ କରୁଥିଲା। ସେ ସୋସିଆଲ୍‌ ମିଡ଼ିଆରେ ସ୍ପୋର୍ଟସ କାର ଉପରେ ସବୁବେଳେ ନିଜର କମେଣ୍ଟ୍‌ ଦେଉଥିଲା। ପରିବାର ସଦସ୍ୟଙ୍କଠାରୁ ଏଲଫ୍‌ର ସଉକ ସମ୍ପର୍କରେ ଜାଣିବା ପରେ ସିଡ୍‌ନିଜ୍‌ ସୋଲଜରର୍ସ ଓଲବେଜ୍‌ ସଂଗଠନ ପକ୍ଷରୁ ଏପରି କରାଯାଇଛି। ଅନ୍ତିମ ସଂସ୍କାର ଯାତ୍ରାରେ ବହୁ ମୋଟର ସାଇକେଲ ଚାଳକ ମଧ୍ୟ ସାମିଲ୍‌ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ

ଗ୍ଲାସ୍‌ଗୋ,୨୬ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ମିଳିଛି। ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁ ମହିଳା ୪୮ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି।…

ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ଭାରତର କ୍ଲିନ ସୁଇପ୍‌

ହରାରେ,୨୬ା୭: ଭାରତର ବ୍ୟାଟିଂ ସେନସେଶନ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତ ୩୫ ରନରେ…

ରିଶିକାନ୍ତଙ୍କୁ ମିଳିଲା ରୌପ୍ୟ ପଦକ

ଗ୍ଲାସ୍‌ଗୋ,୨୬ା୭: ଭାରତର ରିଶିକାନ୍ତ ସିଂ ଚନାମ୍ବାମ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ରବିବାର ପୁରୁଷ ୬୦ କେଜି ଭାରୋତ୍ତୋଳନ ଇଭେଣ୍ଟରେ ରୌପ୍ୟ ପଦକ ହାସଲ କରିଛନ୍ତି। ମଣିପୁରର ଏହି…

ଖରିଫ ଚାଷ ପାଇଁ ଚାଷୀ ତତ୍ପର, ଧାନରୁଆ ଆରମ୍ଭ

ଗଞ୍ଜାମ,୨୬ା୭(ବିଦ୍ୟାଧର ସାହୁ): ଖରିଫ ଚାଷ ପାଇଁ ଚଳିତବର୍ଷ ଋଷିକୂଲ୍ୟା ଜଳସେଚନ ଉପବିଭାଗ ପକ୍ଷରୁ ହିରାଧାରବାଟି କେନାଲରେ ପାଣି ଛଡ଼ାଯାଇଛି। ପୂର୍ବବର୍ଷ ଗୁଡିକ ଅପେକ୍ଷା ଚଳିତବର୍ଷ ୧ ମାସ…

ବିଦ୍ୟାଳୟର ପ୍ରତିଷ୍ଠା ଦିବସରେ ଛାତ୍ରୀଛାତ୍ରଙ୍କ ଉତ୍ସାହିତ କଲେ ବିଧାୟକ, ଉପଜିଲାପାଳ; ଭବିଷ୍ୟତ ଗଠନ ପାଇଁ…

ଭଞ୍ଜନଗର/ବେଲଗୁଣ୍ଠା,୨୬/୭(ବାବୁଲା ପ୍ରଧାନ ): ଗଞ୍ଜାମ ଜିଲା, ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ କ୍ଷତ୍ରିୟବରପୁର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠାନର ୪୩ତମ ପ୍ରତିଷ୍ଠା ଦିବସ ରବିବାର…

ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ଉଦ୍‌ଯାପିତ, ବାଜି ମାରିଲା ଆସାମ ଆର୍ମୀ ପବ୍ଲିକ ସ୍କୁଲ

ଭବାନୀପାଟଣା,୨୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ବିକାଶ ଆବାସିକ ବିଦ୍ୟାଳୟ ପରିସରରେ ଗତ ୨୪ ତାରିଖରୁ ଚାଲିଥିବା ସିବିଏସ୍‌ଇ ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ରବିବାର ଉଦଯାପିତ…

ଶେଷ ପର୍ଯ୍ୟନ୍ତ ମିଳିଲାନି ସରକାରୀ ବ୍ୟବସ୍ଥା: ଶେଷରେ ୭ ବର୍ଷର ଆଦିବାସୀ ଶିଶୁର ଚାଲିଗଲା ଜୀବନ

ଥୁଆମୂଳ ରାମପୁର, ୨୬ା୭ (ଦୁର୍ଗା କୀର୍ତ୍ତି): ସରକାରୀ ବ୍ୟବସ୍ଥାର ଫମ୍ପା ପ୍ରତିଶ୍ରୁତି, ପ୍ରଶାସନିକ ଅବହେଳା ଓ ସ୍ଥାନୀୟ ଜନପ୍ରତିନିଧିଙ୍କ ଆନ୍ତରିକତାର ଅଭାବ ଯୋଗୁ ସହାୟତା ପାଇବା ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri