ନାବାଳକଙ୍କ ପତ୍ତା ମିଳୁନି, ପ୍ରଶାସନର ସହାୟତା ଲୋଡ଼ିଲେ ପରିବାର ଲୋକେ

କେନ୍ଦୁଝର,୧୬ା୫(ସ୍ବ.ପ୍ର.): ଦୀର୍ଘ ଆଠଦିନ ହେଲା ଜଣେ ନାବାଳକ ଘରୁ କେଉଁଆଡ଼େ ଚାଲିଯାଇଛନ୍ତି। ପରିବାର ଲୋକେ ଚାରିିଆଡ଼େ ଖୋଜାଖୋଜି କରିଥିଲେ ହେଁ ପାଇ ନ ଥିବାରୁ ପ୍ରଶାସନର ସହାୟତା ଲୋଡ଼ିଛନ୍ତି। ପ୍ରକାଶ ଯେ, କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ତଳକମ୍ପଡ଼ି କୁସୁମିତା ଗ୍ରାମର ଗାରପୂର୍ତ୍ତୀଙ୍କ ପୁଅ ରେଗା ପୂର୍ତ୍ତୀ(୧୧) ଘରୁ କେଉଁଆଡ଼େ ଯାଇ ଆଉ ଫେରି ନ ଥିଲେ। ଯିବା ସମୟରେ ସ୍କୁଲ ଡ୍ରେସ ପିନ୍ଧି ବାହାରିଥିବା ପରିବାର ଲୋକେ କହିଛନ୍ତି । ଏନେଇ ପୁଅକୁ ଫେରାଇ ଆଣିବାକୁ କେନ୍ଦୁଝର ପ୍ରଶାସନ ନିକଟରେ ପରିବାରବର୍ଗ ନିବେଦନ କରିଛନ୍ତିା


Enter your email to get our daily news in your inbox.

All Right Reserved By Dharitri.Com

ଘରୋଇ ହଷ୍ଟେଲର ୩ ମହଲା ଛାତରୁ ପଡି ସ୍କୁଲ ଛାତ୍ର ଗୁରୁତର, କଟକ ମେଡିକାଲରେ ଭର୍ତ୍ତିି

ନୀଳଗିରି, ୨୧।୫(ପ୍ରଶାନ୍ତ କୁମାର ବିଶ୍ବାଳ): ଘରୋଇ ମେସର ୩ ମହଲା ଛାତରୁ ଖସି ଛାତ୍ର ଗୁରୁତର ହୋଇ କଟକ ମେଡିକାଲକୁ ସ୍ଥାନାନ୍ତର ହୋଇଛନ୍ତି। ଛାତତ୍ର ଜଣଙ୍କ ନୀଳଗିରି…

ଶୋଇଥିଲେ ଦମ୍ପତ୍ତି, ପେଟ୍ରୋଲ ଢିଳି ନିଆଁ ଲଗାଇଦେଲେ ଦୁର୍ବୃତ୍ତ: ଆଉ ତା’ପରେ…

ବାଲେଶ୍ୱର,୨୦।୫(ବାଞ୍ଛାନିଧି ଦେ):ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ଚକ୍ରଡା ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଘଟିଛି ଅଭାବନୀୟ ଘଟଣା l ଏହି ଗ୍ରାମର ବିଜୟ ବେହେରାଙ୍କ ପରିବାର…

ସ୍ତ୍ରୀଙ୍କ ଅଶ୍ଲୀଳ ଫଟୋ ଭାଇରାଲ କଲେ ସ୍ବାମୀ: ଆଉ ତା’ପରେ ଘଟିଲା…

ବାଲେଶ୍ୱର,୨୦ା୫(ବାଞ୍ଛାନିଧି ଦେ):ସ୍ତ୍ରୀଙ୍କ ଅଶ୍ଳୀଳ ଫଟୋ ଏବଂ ଭିଡିଓ ଭାଇରାଲ୍‌ ଅଭିଯୋଗରେ ବାଲେଶ୍ବର ଜିଲା ବାଲିଆପାଳ ଥାନା ଅଞ୍ଚଳର ଜଣେ ଯୁବକଙ୍କୁ ପୋଲିସ ଗିରଫ କରିଛି। ଅନୁଯାୟୀ, ବିବାହ…

ସ୍କୁଟିକୁ ଧକ୍କାଦେଲା କାର୍‌, ଭାଙ୍ଗିଲା ଦୋକାନ ଘର, ଜଣଙ୍କ ଜୀବନ ଗଲା

ବାଲେଶ୍ୱର,୧୮ା୫(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଅନ୍ତର୍ଗତ ସୋର-କୁପାରୀ ରାସ୍ତାର ଖଇରା ଥାନା ଅଧୀନ ଧୋବାଗାଡ଼ିଆ ଛକ ନିକଟରେ ରବିବାର ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି l…

ଖଣି ଅଧିକାରୀଙ୍କୁ ଆକ୍ରମଣ କଲେ ମୋରମ ମାଫିଆ: ଜୀବନରୁ ମାରିଦେବାକୁ ଧମକ

ଖଇରା,୧୬।୫(ଉତ୍କଳ ବନ୍ଧୁ ପଣ୍ଡା):ବାଲେଶ୍ୱର ଜିଲା ଅନ୍ତର୍ଗତ ଖଇରାରେ ଅଧିଷ୍ଠିତ କନିଷ୍ଠ ଖଣି ଅଧିକାରୀଙ୍କୁ ମୋରମ ମାଫିଆମାନେ ଆକ୍ରମଣ କରିଛନ୍ତି। ଗାଡ଼ିକାଚ ଭାଙ୍ଗିବା ନେଇ ଖଣି ଅଧିକାରୀ ଅଭିଷେକ…

କଲରାପତରିଆ ବାଘର ମୃତଦେହ ଠାବ: ଶିମିଳିପାଳ ଅଭୟାରଣ୍ୟରୁ ଖସି ଆସି…

ନୀଳଗିରି,୧୨।୫(ପ୍ରଶାନ୍ତ କୁମାର ବିଶ୍ବାଳ)ବାଲେଶ୍ୱର ଜିଲା ନୀଳଗିରି ରେଞ୍ଜ ଅଧୀନ କାଠଗୋଛି ଜଙ୍ଗଲରେ ଏକ କଲରାପତରିଆ ବାଘ ମୃତଦେହ ଠାବ। ସୋମବାର ବିଳମ୍ବିତ ରାତିରେ ବାଘଟି କୁଳଡିହା କିମ୍ବା…

ହରିପୁରରେ ମହିଳାଙ୍କୁ କୋଦାଳରେ ହାଣି ହତ୍ୟା: ମୃତଶରୀରକୁ ସାଇକେଲରେ ରଖି ଥାନାକୁ ଆଣିଲେ ପରିବାର

ଖଇରା,୧୨।୫(ଉତ୍କଳବନ୍ଧୁ ପଣ୍ଡା):ବାଲେଶ୍ବର ଜିଲା ଖଇରା ଥାନା ଅଧିନ ହରିପୁର ଗ୍ରାମରେ ଛାତ ସେଣ୍ଟରିଂକୁ କେନ୍ଦ୍ର କରି ସୁରେନ୍ଦ୍ର ସେଠୀଙ୍କ ଭଉଣୀ କମଳା(୩୯)ଙ୍କୁ କୋଦାଳରେ ହାଣି ହତ୍ୟା କରିବା…

ପଡ଼ୋଶୀଙ୍କ କୋଦାଳ ଆଉ ଶାବଳମାଡ଼ରେ ମହିଳାଙ୍କ ଜୀବନ ଗଲା

ଖଇରା,୧୧ା୫(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ହରିପୁର ଗ୍ରାମରେ ଘର ତିଆରି ପାଇଁ ସେଣ୍ଟରିଂ ବେଳେ ଅଭାବନୀୟ ଘଟଣା ଘଟି ଯାଇଛି। ସୀମା ବିବାଦକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri