ନାବାଳିକା ଉଦ୍ଧାର, ଚାଇଲ୍ଡ ଲାଇନକୁ ହସ୍ତାନ୍ତର

ଗଞ୍ଜାମ,୨୯ା୬(ଡି.ଏନ.ଏ.)-ଗଞ୍ଜାମ ସହରସ୍ଥିତ ତ୍ରିବେଣୀ ମଠଛକଠାରେ ଶୁକ୍ରବାର ଅସହାୟ ଭାବେ ବୁଲୁଥିବା ଜଣେ ନାବାଳିକା (୧୫ବର୍ଷ)ଙ୍କୁ ଚାଇଲ୍ଡ ଲାଇନକୁ ହସ୍ତାନ୍ତର କରାଯାଇଛି। ନାବାଳିକା ଜଣକ ମଠଛକ ଠାରେ ଏକାକୀ ବୁଲୁଥିଲେ। ସ୍ଥାନୀୟ ଅଞ୍ଚଳର ସକ୍ଷମ ସଭାପତି ବସନ୍ତ କୁମାର ସାହୁ, ଭରସା ସମ୍ପାଦକ ଦୁର୍ଗାମାଧବ ପାଣିଗ୍ରାହୀ, ପ୍ରଭାତ କୁମାର ସାହୁ, ମୁରଲୀ ରେଡ୍ଡୀ, ଶ୍ୟାମା ରେଡ୍ଡୀ ପ୍ରମୁଖ ତାଙ୍କୁ ଅସହାୟ ଅବସ୍ଥାରେ ଦେଖି ବ୍ରହ୍ମପୁର ଚାଇଲ୍ଡ ଲାଇନକୁ ଜଣାଇଥିଲେ। ଚାଇଲ୍ଡ ଲାଇନର ରଞ୍ଜିତ ବେହେରା, ନୃସିଂହ ପାଣିଗ୍ରାହୀ ଓ ଟିମ୍‌ ସଦସ୍ୟ ଲତିକା ଦଳାଇ, ସଂଯୋଜିକା ତଅପୋଇ ସାହୁ ପ୍ରମୁଖ ଗଞ୍ଜାମରେ ପହଞ୍ଚତ୍ ନାବାଳିକାଙ୍କୁ ଉଦ୍ଧାର କରିଥିଲେ। ନାବାଳିକାଙ୍କ ଘର ବୌଦ୍ଧ ଜିଲାରେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ନମ୍ବରହୀନ କାର୍‌ରେ ଚାଲାଣ ହେଉଥିଲା ୪୦ କେଜି ଗଞ୍ଜେଇ: ପାଟପୁର ପୋଲିସ ହାତରେ ଧରାପଡ଼ିଲେ ୨…

ଦିଗପହଣ୍ଡି,୨୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ବୁଧବାର ଅପରାହ୍ନରେ ଏକ ଗଞ୍ଜେଇ ବୋଝେଇ ନମ୍ବରହୀନ ହୁଣ୍ଡାଇ କାର୍ ଜବତ କରିବା ସହ ଦୁଇ ଜଣ…

ଦିଗପହଣ୍ଡିରେ ଗୋପାଳ ସମାଜର ତୃତୀୟ ବାର୍ଷିକ ସମ୍ମିଳନୀ: କଲ୍ୟାଣ ମଣ୍ଡପ ନିମନ୍ତେ ଏମ୍.ପି. କଲେ ଶିଳାନ୍ୟାସ

ଦିଗପହଣ୍ଡି,୨୨|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି-ପୋଡ଼ାମାରି ରାସ୍ତାରେ ଥିବା ତିନି ତାଲୁକା ଷୋହଳ ଖଣ୍ଡ ଗୋପାଳ ସମାଜ ପରିଚାଳନା ପରିଷଦ କାର୍ଯ୍ୟାଳୟ ପରିସରରେ ଗୋପାଳ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ଉତ୍ତମ ରାଷ୍ଟ୍ର ଗଠନ ପାଇଁ ଉତ୍ତମ ସାହିତ୍ୟ ଚେତନା ଜରୁରୀ

ଭଞ୍ଜନଗର,୨୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ବ୍ଳକ୍ ଶାସନ ପଞ୍ଚାୟତ ଅନ୍ତର୍ଗତ ବଡ଼ଦୋଡଙ୍ଗା ଗ୍ରାମରେ ବୁଧବାର ଏକ କବିତା ଆସର ଏବଂ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି।…

୨୪ ଘଣ୍ଟାରେ ୬ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ: ବନ୍ଧୁକ, ଖଣ୍ଡା ସହ ବାଇକ୍‌ ଜବତ କରି…

ପୁରୁଷୋତ୍ତମପୁର,୨୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ଏକ ବଡ଼ସଫଳତା ମିଳିଥିବା ବେଳେ ସହ ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୬ ଜଣଙ୍କୁ…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri