ନାବାଳିକା ବଳାତ୍କାର ଘଟଣା: ଅଭିଯୁକ୍ତ କୋର୍ଟଚାଲାଣ

ବ୍ରହ୍ମପୁର ଅଫିସ,୨୫।୪: ଗଞ୍ଜାମ ଜିଲା ସଦର ଥାନା ଅଞ୍ଚଳର ଜନୈକା ନାବାଳିକାଙ୍କୁ ବଳାତ୍କାର କରିଥିବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଶନିବାର ଗିରଫକରି କୋର୍ଟଚାଲାଣ କରିଛି। ସେ ହେଲେ ଦକ୍ଷିଣପୂରର ଦେବାଶିଷ ନାୟକ(୨୭)। ପୂର୍ବରୁ ତାଙ୍କର କୋଭିଡ-୧୯ ପରୀକ୍ଷା କରାଯାଇଥିବା ଥାନାଧିକାରୀ ସନ୍ତୋସିନୀ ଓରାମ ସୂଚନା ଦେଇଛନ୍ତି ।
ପ୍ରକାଶ ଯେ, ନାବାଳିକାଙ୍କୁ ଦେବାଶିଷ ବଳତ୍କାର କରିଥିବା ନେଇ ଗତ ୧୯ ତାରିଖରେ ପୀଡିତାଙ୍କ ବାପା ସଦର ଥାନାରେ ଅଭିଯୋଗ କରିଥିଲେ। ଏ ନେଇ ପୋଲିସ କେସ୍‌ ନଂ. ୧୧୬/୨୦ରେ ମାମଲା ଜୁରୁକରି ତଦନ୍ତ ଚଳାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଘୋଷଣାରେ ସୀମିତ ଶିଳ୍ପ ପ୍ରତିଷ୍ଠା: ଷ୍ଟିଲ ପ୍ଲାଣ୍ଟ ନୁହେଁ, ଜାହଜ ନିର୍ମାଣ ଚିନ୍ତା

ମହାକାଳପଡ଼ା, ୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ ):ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ପ୍ରତିଷ୍ଠା ସ୍ବପ୍ନ ଭଳି ମନେହେଉଛି। ମହାକାଳପଡ଼ା ବ୍ଲକ୍‌ ଉପକୂଳ ଅଞ୍ଚଳରେ ପୂର୍ବ ବିଜେଡି ସରକାର ସମୟରେ…

ହଷ୍ଟେଲରେ ଝୁଲିପଡ଼ିଲେ ଇଞ୍ଜିନିୟରିଂ ଛାତ୍ରୀ: ମା’ଙ୍କୁ ଫୋନ୍‌ କରି କହିଲେ…

ବାହାନଗା,୮।୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ଘରୋଇ ଇଞ୍ଜିନିୟରିଂ କଲେଜ ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି )ର ମହିଳା ଛାତ୍ରବାସରେ ଜଣେ ଛାତ୍ରୀଙ୍କ…

ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ

ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ…

ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ

ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡିଂ ଲାଇଭହୁଡସ୍‌ ଥ୍ରୁ…

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

ହତ୍ୟା ଉଦ୍ୟମ ଘଟଣା: ବର୍ଷେ ପରେ ୨ ନାବାଳକ ଜେଜେବିରେ ହାଜର

ଦିଗପହଣ୍ଡି, ୭।୯ (ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ବେନୁ ସାହୁଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ପ୍ରାୟ ଏକ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri