ନାବାଳିକା ବଳାତ୍କାର ମାମଲା ଦୋଷୀଙ୍କୁ ୨୦ ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ,୧୭।୧୨-ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ସୋମବାର ବାଲେଶ୍ୱର ପୋକ୍‌ସୋ ଅଦାଲତର ସ୍ବତନ୍ତ୍ର ବିଚାରପତି ଗିରିଜା ମହାପାତ୍ର ଦୋଷୀଙ୍କୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି।
୨୦୧୮ ଜୁନ୍‌ ୫ ତାରିଖରେ ସୋର ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକା ସନ୍ଧ୍ୟା ସମୟରେ ଶୌଚ ପାଇଁ ଯାଇଥିଲେ। ଏହି ସମୟରେ ତାଙ୍କ ପଡ଼ୋଶୀ ପ୍ରକାଶ ଜେନା (୨୮) ତାଙ୍କୁ ଉଠାଇ ନେଇ ନିକଟସ୍ଥ ଖଳାରେ ଜବରଦସ୍ତ ବଳାତ୍କାର କରିଥିଲେ। ଏ ସମ୍ପର୍କରେ ପରିବାର ଲୋକେ ଜାଣିବା ପରେ ପ୍ରକାଶଙ୍କ ବିରୋଧରେ ସୋର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏନେଇ ମାମଲା (ନଂ. ୨୩୭/୧୮) ରୁଜୁ କରାଯାଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିଲା। ସେ ଗିରଫ ହେବା ପରଠାରୁ ବାଲେଶ୍ୱର ଜେଲରେ ଥିଲେ। ସରକାରଙ୍କ ପକ୍ଷରୁ ଆଇନଜୀବୀ ପ୍ରଣବ ପ୍ରକାଶ ପଣ୍ଡା ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଭାଇଙ୍କ ଶେଷକୃତ୍ୟ ପାଇଁ ନିଜ ଗାଁରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, ଅଶ୍ରୁଳ ଆଖିରେ ଭାଇଙ୍କୁ ବିଦାୟ ଦେଇ…

କେନ୍ଦୁଝର,୩ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ବାପାଙ୍କ ପୁଅ ଭାଇ ଦୀନବନ୍ଧୁ ମାଝୀଙ୍କ ଆକସ୍ମିକ ମୃତ୍ୟୁ ଘଟିବା ପରେ ତାଙ୍କ ନିଜ ଗାଁ କେନ୍ଦୁଝର ଜିଲାର ରାଇକଳାକୁ…

ଜଙ୍ଗଲରେ ଚାଲିଥିଲା ଜୁଆଖେଳ, ଅତର୍କିତ ଚଢ଼ାଉ କରି ୨୨ ଜୁଆଡ଼ିଙ୍କୁ ମାଡ଼ି ବସିଲା ପୋଲିସ

ନୂଆପଡ଼ା,୩ା୬(ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସଙ୍କୁ ପୁଣି ଏକ ବଡ଼ ସଫଳତା ମିଳିଛି। ମଙ୍ଗଳବାର ଜୁଆ ଆଡ୍ଡା ଉପରେ ଚଢ଼ାଉ କରି ଆନ୍ତଃରାଜ୍ୟ ଜୁଆଡ଼ି ସମେତ ୨୨…

ସରକାରୀ ଗାଡ଼ି ପାଇଁ ପେଟ୍ରୋଲ ପମ୍ପକୁ ମିଳିବ ଆଗୁଆ ଟଙ୍କା, ମୋହନ ସରକାରଙ୍କ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୩।୬: ସରକାରୀ କାର୍ଯ୍ୟର ନିରବଚ୍ଛିନ୍ନ ତଥା ସୂଚାରୁ ପରିଚାଳନା ପାଇଁ ରାଜ୍ୟ ସରକାର ଏକ ବଡ଼ ଏବଂ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଏଣିକି ସରକାରୀ ଗାଡ଼ିଗୁଡ଼ିକର ତେଲ…

ଚାଲିଥିଲା ବୈଠକ, ପେଟ୍ରୋଲ ଢାଳି ଆତ୍ମାହୁତି ଉଦ୍ୟମ କଲେ ଜିଲାପରିଷଦ ସଭ୍ୟ

ଖୋର୍ଦ୍ଧା,୩ା୬(ପ୍ରଭାତ ପାଣିଗ୍ରାହୀ): ଜିଲା ପରିଷଦ ବୈଠକରେ ଏକ ଅଭବାନୀୟ ଘଟଣା ଦେଖିବାକୁ ମିଳିଛି। ଜନପ୍ରତିନିଧିଙ୍କୁ ବୋଲଗଡ ବିଡିଓଙ୍କ ଅଣଦେଖା, ଦୁର୍ବ୍ୟବହାର ଏବଂ ଅସହଯୋଗ ମନୋଭାବ ପ୍ରତିବାଦରେ ୨୭…

ଯୁବତୀଙ୍କୁ ଲଜ୍‌ରେ ସିନ୍ଦୂର ପିନ୍ଧାଇ ବିବାହ କରିଥିଲେ ଯୁବକ, ଶାରୀରିକ ସମ୍ପର୍କ ରଖିବା ପରେ…

ରିଷିଡ଼ା,୩ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ମ.ରାମପୁର ଥାନା ଅନ୍ତର୍ଗତ ରିଷିଡ଼ା ଫାଣ୍ଡି ଅଞ୍ଚଳର ଜଣେ କଲେଜ ପଢୁଆ ଯୁବକ ଜଣେ ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ଶାରୀରିକ…

କୃତୀ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା: ଭବିଷ୍ୟତରେ ନିଷ୍ଠାର ସହ ଆଗକୁ ବଢ଼ିବାକୁ ପରାମର୍ଶ

କୋରାପୁଟ,୩ା୬(ଅମିତାଭ ବେହେରା): କୋରାପୁଟ ଜିଲାର ନାରାୟଣପାଟଣା ବ୍ଲକ ପକ୍ଷରୁ ବୁଧବାର କୃତୀ ଛାତ୍ରୀଛାତ୍ରଙ୍କୁ ଉପଢୌକନ, ପ୍ରମାଣପତ୍ର ଓ ଉତ୍ତରୀୟ ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଛି। ନାରାୟଣପାଟଣା ବ୍ଲକ…

ଏଲ୍‌ନିନୋକୁ ନେଇ IMD ଡିଜିଙ୍କ ବଡ଼ ସୂଚନା: ଚଳିତବର୍ଷ ମୌସୁମୀରେ ହେବ…

ଭୁବନେଶ୍ୱର,୩ା୬: ଚଳିତ ବର୍ଷ ମୌସୁମୀରେ ଏଲ୍‌ ନିନୋର ପ୍ରଭାବ ସମ୍ଭାବନା ରହିଛି। ଏହାର ପ୍ରଭାବରେ ଭାରତରେ ମୌସୁମୀ ଜନିତ ବର୍ଷା କମ୍‌ ରହିବ ବୋଲି କହିଛନ୍ତି ଆଇଏମ୍‌ଡି…

ପୁଣି କୋଟିଆରେ ଉପସ୍ଥିତି ଜାହିର କଲା ଆନ୍ଧ୍ର: ପଛଘୁଞ୍ଚା ନଦେଇ ଅନୁପ୍ରବେଶ କଲେ ଅଧିକାରୀ

ପଟ୍ଟାଙ୍ଗି, ୩।୬ (ଶରତ କୁମାର ଧଳ): କୋରାପୁଟ ଜିଲ୍ଲା ପଟ୍ଟାଙ୍ଗି ବ୍ଲକ୍ ଅଧୀନରେ ଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପୁଣିଥରେ ପଡୋଶୀ ଆନ୍ଧ୍ର ପ୍ରଦେଶର ପଦାଧିକାରୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri