ନାବାଳିକା ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର ଅଫିସ,୫ା୧୨-ଗଞ୍ଜାମ ଜିଲା ଅତିରିକ୍ତ ଦୌରା ଜଜ୍‌ ତଥା ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ ବିଚାରପତି ଜଗଦୀଶ ପ୍ରସାଦ ମହାନ୍ତି ବୁଧବାର ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରିଥିଲେ। ସେ ଅଭିଯୁକ୍ତ ଶରତ ସାହୁଙ୍କୁ ୧୦ ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହାସହିତ ୫ ହଜାର ଟଙ୍କା ଜରିମାନା ଦେବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦାୟେ ଅଭିଯୁକ୍ତ ଅଧିକ ୧ ବର୍ଷ ଜେଲ ଦଣ୍ଡ ଭୋଗିବେ ବୋଲି ନିର୍ଦ୍ଦେଶ ରହିଛି।
ଘଟଣାରୁ ପ୍ରକାଶ, ପାଟପୁର ଥାନା ଅଞ୍ଚଳରେ ୨୦୧୭ ମେ ୨୪ରେ ଜଣେ ୫ ବର୍ଷର ନାବାଳିକାଙ୍କୁ ଶରତ ଘରକୁ ଡାକି ବଳାତ୍କାର କରିଥିଲେ। ରକ୍ତାକ୍ତ ଅବସ୍ଥାରେ ପୀଡ଼ିତା କାନ୍ଦି କାନ୍ଦି ଘରକୁ ଫେରି ତାଙ୍କ ମା’ଙ୍କୁ ଘଟଣା ବିଷୟରେ ଜଣାଇଥିଲେ। ଗୁରୁତର ନାବାଳିକାଙ୍କୁ ଚିକିତ୍ସା କରାଯାଇଥିଲା। ଏ ନେଇ ପୀଡିତାଙ୍କ ମା’ଙ୍କ ଅଭିଯୋଗକ୍ରମେ ପୋଲିସ ଏକ ମାମଲା (ନଂ. ୮୦/୧୭) ରୁଜୁ କରି ଅଭିଯୁକ୍ତ ଶରତଙ୍କୁ ଗିରଫ କରିଥିଲା। ୧୬ ଜଣ ସାକ୍ଷୀଙ୍କ ବୟାନକୁ ଆଧାରକରି ବିଚାରପତି ଉପରୋକ୍ତ ଦଣ୍ଡାଦେଶ ଦେଇଛନ୍ତି। ସରକାରଙ୍କ ପକ୍ଷରୁ ପିପି ନାରାୟଣ ପଣ୍ଡା ମକଦ୍ଦମା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜ୍ଞାନରେ ଏତିକି ନମ୍ବର ରଖି ଦୁଇ ଜଣ ହେଲେ ବ୍ଲକ ଟପ୍ପର : ସଫଳତା ପାଇଁ ଅଧ୍ୟାପକ, ପରିବାରଙ୍କୁ ଦେଲେ ଶ୍ରେୟ

ଛତ୍ରପୁର,୨୧।୫(ଦିଲ୍ଲୀପ ସାମଲ): ପ୍ରକାଶ ପାଇଛି ଯୁକ୍ତ୨ ରେଜଲ୍ଟ । ଏହି ଅବସରରେ ବିଜ୍ଞାନ ବିଭାଗରେ ଦୁଇ ଛାତ୍ର ଛତ୍ରପୁର ବ୍ଲକ ଟପ୍ପର ହୋଇଛନ୍ତି । ଗୋବିନ୍ଦପୁର ସ୍ଥିତ…

ଦୁର୍ଗାମାଧବ ରାଜ୍ୟରେ ଦ୍ୱିତୀୟ: ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ,୨୧।୫(ବିଦ୍ୟାଧର ସାହୁ): ଚଳିତବର୍ଷ ଯୁକ୍ତଦୁଇ ବିଜ୍ଞାନରେ ରାଜ୍ୟରେ ୨ୟ ସ୍ଥାନ ଅଧିକାର କରିଛନ୍ତି ଦୁର୍ଗାମାଧବ ବାରିକ l ଗଞ୍ଜାମ ସହର ଦୁର୍ଗାଦେବୀ ସାହି ବାସିନ୍ଦା ତଥା ଶିକ୍ଷକ…

ଗୋଡାଇ ଗୋଡାଇ ଅପରାଧୀଙ୍କୁ ଏନକାଉଣ୍ଟର କଲା ପୋଲିସ: ପୋଲିସ ଡିଜିଙ୍କ ଚରମବାଣୀ ପରେ…

ବ୍ରହ୍ମପୁର, ୨୧/୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗିରିରୋଡ ଆକ୍ରମଣ ଘଟଣାରେ ଅଭିଯୁକ୍ତ ମୁକେଶ ସାହୁକୁ ଏନକାଉଣ୍ଟର କରାଯାଇଛି। ଡିଜିଙ୍କ ଚରମବାଣୀ ପରେ ଅପରାଧୀଙ୍କୁ କାଉଣ୍ଟର ପାଇଁ ଏନକାଉଣ୍ଟର…

ଶହୀଦ ଭଗତ୍‌ ସିଂହ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସଫଳତା: ବିଜ୍ଞାନରେ ସିମରନ ବ୍ଲକ ଟପ୍ପର

ଗଞ୍ଜାମ,୨୧।୫(ଅନାଥ ତରାଇ): +୨ ପରୀକ୍ଷା ଫଳ ପ୍ରକାଶ ପାଇବା ପରେ ଗଞ୍ଜାମ ବ୍ଲକ ସ୍ଥିତ ସହିଦ ଭଗତ୍ ସିଂହ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପାଇଁ ଏକ ଗୌରବମୟ…

ଭଞ୍ଜନଗର ପ୍ରସିଦ୍ଧ ଠାକୁରାଣୀ ଯାତ୍ରା ଶେଷ: ସ୍ଥାୟୀ ମଣ୍ଡପ ଅଭିମୁଖେ ବାହାରିଲେ ଦୁଇ ଭଉଣୀ, ପୁଣି ୩ ବର୍ଷ ପରେ…

ଭଞ୍ଜନଗର,୨୦।୫(ବାବୁଲା ପ୍ରଧାନ)- ଦୀର୍ଘ ୨୫ ଦିନ ଧରି ଚାଲିଥିବା ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ବୁଧବାର ଉଦଯାପିତ ହୋଇଯାଇଛି। ପୁଣି ୩ ବର୍ଷ ପରେ ଦେବୀଙ୍କ…

ଖେମୁଣ୍ଡି କଲେଜ ଯୁକ୍ତ ୨ ପରୀକ୍ଷା ଫଳ: ବିଜ୍ଞାନରେ ଚନ୍ଦ୍ରକାନ୍ତ-ରୁଦ୍ର ଯୁଗ୍ମ ଟପ୍ପର, କଳାରେ ବାଜି ମାରିଲେ…

ଦିଗପହଣ୍ଡି,୨୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଯୁକ୍ତ ୨ ବିଜ୍ଞାନ ପରୀକ୍ଷାରେ ଚନ୍ଦ୍ରକାନ୍ତ ବିଷୋୟୀ ଏବଂ ରୁଦ୍ର ପ୍ରସାଦ…

ଶିକାର କରିବାକୁ ଜଙ୍ଗଲରେ ବୁଲୁଥିଲେ, ମାଡ଼ି ବସିଲା ତାରସିଂ ପୋଲିସ; ବନ୍ଧୁକ ସହ…

ଭଞ୍ଜନଗର,୨୦।୫(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଡିମିରିଝୋଲି ଜଙ୍ଗଲରୁ ପୋଲିସ ମଙ୍ଗଳବାର ଜଣେ ଶିକାରୀଙ୍କୁ ଗିରଫ କରିଛି। ସେ ହେଲେ ବଡ ଡିମିରିଝୋଲିର ସନ୍ତୋଷ…

ବ୍ଲକ ସ୍ତରୀୟ ନାଟକ, ସୁବଳୟା ଖେଳ ପଡିଆରେ ଦୁଲୁକିବ କଳା ସଂସ୍କୃତିକ ମଞ୍ଚର…

ଗଞ୍ଜାମ,୨୦।୫(ବିଦ୍ୟାଧର ସାହୁ ): ୨୦୨୦ରେ ଗଠନ ହୋଇଥିବା ଗଞ୍ଜାମ କଳା ସଂସ୍କୃତିକ ମଞ୍ଚ ନୂତନ ଅଧ୍ୟାୟ ସୃଷ୍ଟି କରିଛି । ଛଅ ବର୍ଷ ଧରି ନିରବିଚ୍ଛିନ୍ନ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri