ନାବାଳିକାଙ୍କୁ ଅପହରଣ ଅଭିଯୋଗ, ଯୁବକ ଗିରଫ

ଶଙ୍କରାଖୋଲ,୨୪ା୬(ଡି.ଏନ୍‌.ଏ.)- ଟିକାବାଲି ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରାଯାଇଛି। ସେ ହେଲେ ସଲପଗଁାର ବାଦଲ ଦିଗାଳ। ଏନେଇ ଟିକାବାଲି ଥାନାରେ ନଂ.୩୭/୨୦ରେ ମାମଲା ରୁଜୁ ହୋଇଥିବା ଥାନା ଅଧିକାରୀ ରେବତୀ ଶବର ସୂଚନା ଦେଇଛନ୍ତି। ଯୁବକଙ୍କର ନାବାଳିକାଙ୍କ ସହ ପ୍ରେମ ସମ୍ପର୍କ ରହିଥିଲା। ମାତ୍ର ଏହାକୁ ନାବାଳିକାଙ୍କ ପରିବାର ଲୋକେ ବିରୋଧ କରୁଥିଲେ। ବାଦଲ ନାବାଳିକାଙ୍କୁ ଅପହରଣ କରି ନେଇଯାଇଥିଲେ। ୨୦ ତାରିଖରେ ତାଙ୍କ ପରିବାର ଲୋକେ ଏନେଇ ଟିକାବାଲି ଥାନାରେ ଏତଲା ଦେଇଥିଲେ। ପୋଲିସ ବୈଦ୍ଧ ଜିଲା ଲଣ୍ଡିଜୁ ଗ୍ରାମରେ ଚଢ଼ାଉ କରି ନାବାଳିକାଙ୍କୁ ଉଦ୍ଧାର କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିବା ସହ ଯୁବକଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

କଂଗ୍ରେସ ଦଳ ବୈଠକରେ କର୍ମୀଙ୍କ ପ୍ରଶ୍ନରେ ବିଧାୟକ ଘାଇଲା, ନିର୍ବାଚନ ପୂର୍ବରୁ ଦେଇଥିବା ପ୍ରତିଶ୍ରୁତି ପାଳନ ନ କରି…

ଦାରିଙ୍ଗବାଡ଼ି,୨୦ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀର କଂଗ୍ରେସ ବିଧାୟକ ପ୍ରଫୁଲ ପ୍ରଧାନ ବୁଧବାର ବ୍ରାହ୍ମଣୀଗାଁ ଗସ୍ତରେ ଯାଇଥିଲେ। ସେଠାରେ ବିଧାୟକଙ୍କୁ କିଛି କର୍ମୀ…

ତୁମୁଡିବନ୍ଧ BJDରେ ନୂଆ ନେତୃତ୍ୱ: ମଙ୍ଗ ଧରିଲେ କୁନା ଦଣ୍ଡସେନା ଓ ଯୋହନ ବାରିକ

ତୁମୁଡିବନ୍ଧ,୧୯ା୮(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ବିଜୁ ଜନତା ଦଳର ବ୍ଲକ ସ୍ତରୀୟ ଏକ ବୈଠକ ବୁଧବାର ପୂର୍ବାହ୍ନ ୧୦ଘଣ୍ଟା ସମୟରେ ମୁଣ୍ଡିଗଡ଼ ସେବା…

ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ଶିଶୁଙ୍କୁ କାମୁଡ଼ିଲା ସାପ, ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚିଲେ କର୍ମୀ-ସିଡିପିଓ

ଦାରିଙ୍ଗବାଡ଼ି,୧୯ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ନୀଳକନ୍ଦର ସାହିରେ ରହିଥିବା ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ବୁଧବାର ମଧ୍ୟାହ୍ନରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ ସାଢ଼େ ୪ ବର୍ଷର ଶିଶୁକନ୍ୟାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri