ନାବାଳିକାଙ୍କୁ ଅପହରଣ ଅଭିଯୋଗ

ଫୁଲବାଣୀ ଅଫିସ, ୧୭ା୭: ଖଜୁରିପଡା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ କରାଯାଇଥିବା ଖଜୁରିପଡା ଥାନାରେ ଅଭିଯୋଗ ହୋଇଛି ା ଲାଇନପଡା ଅଞ୍ଚଳର ଜଣେ ଯୁବକ ତାଙ୍କୁ ଜୋର ଜବରଦସ୍ତ ନେଇ ଯାଇଥିବା ଏତଲାରେ ଦର୍ଶାଯାଇଛି ା ନାବାଳିକା ଜଣକ ରଥଯାତ୍ରା ଦେଖିବାକୁ ଯାଇ ଘରକୁ ଫେରି ନ ଥିଲେ। ପରିବାର ଲୋକେ ସାହି ପଡିଶା ଓ ସମ୍ପର୍କୀୟଙ୍କ ଘରେ ତାଙ୍କୁ ଖୋଜିଥିଲେ ମଧ୍ୟ ପାଇ ନ ଥିଲେ ା ତେବେ ନାବାଳିକାଙ୍କ ମାମୁ ତାଙ୍କୁ ଠାବ କରିଥିଲେ ା ମାମୁ ଓ ଭାଇ ତାଙ୍କୁ ଆଣିବାକୁ ଯାଇଥିବା ବେଳେ ଅପହରଣକାରୀ ଯୁବକ ଜଣକ ଉଭୟଙ୍କୁ ସେଠାରୁ ଚାଲିଯିବାକୁ କହିଥିଲେ। ନଚେତ ମାଡ ମରାଯିବ ବୋଲି ଧମକ ଦେଇଥିଲେ। ନାବାଳିକାଙ୍କ ଭାଇ ଏ ନେଇ ଖଜୁରିପଡା ଥାନାରେ ଗତ ୧୪ ତାରିଖରେ ଏତଲା ଦେଇଥିଲେ ା ପୋଲିସ ନଂ. ୬୧/୧୯ରେ ମାମଲା ରୁଜୁ କରିଥିଲା ା ନାବାଳିକାଙ୍କୁ ଉଦ୍ଧାର କରାଯାଇ ଘଟଣାର ତଦନ୍ତ ଚାଲିଥିବା ସଦର ଏସଡିପିଓ ଏ.କେରେକେଟା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲିଫ୍ଟ ମାଗି ବାଇକରେ ବସିଲେ; ରାସ୍ତାରେ ମାଡ଼ ମାରି ଟଙ୍କା-ବ୍ରେସଲେଟ୍ ଲୁଟିନେଲେ ଦୁର୍ବୃତ୍ତ, ଥାନାରେ ଏତଲା

ଦିଗପହଣ୍ଡି,୩୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ହାଇସ୍କୁଲ ନିକଟରେ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ବୁଗୁଡ଼ା ଥାନା କଞ୍ଚୁରୁ…

ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି

ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍‌ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି…

ପୋତି ହୋଇଗଲାଣି ଶିଳାନ୍ୟାସ ଫଳକ, ମହାଗୁଡ଼ା-ସରପଡ଼ା ସେତୁ କାମ ସରିବାର ନାଁ ଧରୁନି

ଭଞ୍ଜନଗର,୩୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଲୋହରାଖଣ୍ଡି ନଦୀ ଉପରେ ନିର୍ମାଣାଧୀନ ମହାଗୁଡ଼ା-ସରପଡ଼ା ସେତୁ କାମ ମନ୍ଥର ଗତିରେ ଚାଲିଛି। ନିର୍ଦ୍ଧାରିତ…

ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…

ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍‌ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍‌…

ଲଭ-ସେକ୍ସ-ଧୋକା: ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗ: ଅଭିଯୁକ୍ତ ଫେରାର

ଦିଗପହଣ୍ଡି, ୩୦।୯ (ଅଶେଷ ନାଥ ମିଶ୍ର): ଭଲ ପାଇବା, ବିବାହର ପ୍ରତିଶ୍ରୁତି ଏବଂ ପରେ ପ୍ରତାରଣା ଅଭିଯୋଗକୁ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଏକ ମାମଲା…

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ମିଶ୍ର): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

ମା’ ରାମଚଣ୍ଡୀ ପୀଠରେ ‘ସ୍ବଚ୍ଛତା ହିଁ ସେବା’: ପ୍ଲାଷ୍ଟିକମୁକ୍ତ ପାଇଁ ଶପଥ

ଗଞ୍ଜାମ, ୩୦।୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ନୀଳାଦ୍ରିପୁର ପାହାଡ଼ ଶିଖରରେ ଅବସ୍ଥିତ ପ୍ରସିଦ୍ଧ ମା’ ରାମଚଣ୍ଡୀ ପୀଠରେ ମଙ୍ଗଳବାର ବିଶାଳ ସଫେଇ…

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?