ନାବାଳିକାଙ୍କୁ ଧମକ ଦେଇ ଯୁବକ ଗିରଫ

ଯୋଡ଼ା,୧୧।୬(ଡି.ଏନ.ଏ.)-କେନ୍ଦୁଝର ଜିଲା ବାମେବାରୀ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଜଣେ ଯୁବକଙ୍କୁ ପୋଲିସ ଗିରଫ କରିଛି। ପୋଲିସ ସୂଚନାନୁଯାୟୀ, ଜୁରୁଡି ଅଞ୍ଚଳର ରବିନ ମହାନ୍ତ ନାମକ ଜଣେ ଯୁବକ ଜଣେ ନାବାଳିକାଙ୍କୁ ଫୋନ୍‌ ମାଧ୍ୟମରେ ହଇରାଣ ହରକତ କରିବା ସହିତ ଫଟୋ ଭାଇରାଲ୍‌ କରିବାର ଧମକ ଦେଇଥିବା ନାବାଳିକାଙ୍କ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇଥିଲା। ପୋଲିସ ଏନେଇ ଏକ ମାମଲା (ନଂ.୭୪/୨୦) ରୁଜୁ କରିବା ସହିତ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ଜଳ ମାଡ଼ି ଆସିବାରୁ ଫସିଗଲେ ୧୩ଚାଷୀ, ଉଦ୍ଧାର ପାଇଁ ଆସିଲା ଓଡ୍ରାଫ ଟିମ୍‌, ମଝି ପାଣିରେ ରହିଯାଇଥିଲେ ୪

ବଲାଙ୍ଗୀର,୩୦।୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ଟିଟିଲାଗଡ଼ ଉନ୍ଦେର ନଦୀରେ ବନ୍ୟା ଆସିବାରୁ ଫସିଗଲେ ୧୩ ଚାଷୀ । ବଙ୍ଗୋମୁଣ୍ଡା ଗନ୍ଧର୍ଲା ଗାଁର ୫ ଜଣ…

କେସିଙ୍ଗା ସହର ଜଳମଗ୍ନ: ଗାଁ ଗାଁ ବୁଲିଲେ ଜିଲାପାଳ-ଅଧିକାରୀ

କେସିଙ୍ଗା,୩୦।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ସବୁଠାରୁ ଜଳମଗ୍ନ ଅଞ୍ଚଳ ହେଉଛି ବେଲଖଣ୍ଡି, ହାତୀଖୋଜ, ସିର୍ଜା ପାଳି ଅଞ୍ଚଳରେ ଲଗାଣ ବର୍ଷାରେ ରାସ୍ତା ଘାଟ ଜଳମଗ୍ନ…

୨.୪୦ ଲକ୍ଷ ଟଙ୍କା ଠକେଇର ଶିକାର ହେଲେ ଏହି ଅଭିନେତ୍ରୀ: ସେନ୍ଦେହ ହେବାରୁ…

ଫିଲ୍ମ ଅଭିନେତ୍ରୀ କୀର୍ତ୍ତି କୁଲହାରି ସାଇବର ଠକେଇର ଶିକାର ହୋଇଛନ୍ତି। ଠକମାନେ ଏକ ଅନଲାଇନ ଠକେଇ ମାଧ୍ୟମରେ ତାଙ୍କ ବ୍ୟାଙ୍କ ଆକାଉଣ୍ଟରୁ ପ୍ରାୟ ୨.୪୦ ଲକ୍ଷ ଟଙ୍କା…

ରିଙ୍ଗ୍‌ ରୋଡ଼ ଘାଇରେ ଭାସିଯାଇଥିଲେ କାର୍‌ ଚାଳକ ସଦାଶିବ: ୩୦ ଘଣ୍ଟା ପରେ ମୃତଦେହ ଉଦ୍ଧାର, ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ,୩୦।୭(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍‌ ରୋଡ଼ରେ ସୃଷ୍ଟି ହୋଇଥିବା ବଡ଼ ଘାଇରେ ବନ୍ୟାର ପ୍ରବଳ ସ୍ରୋତରେ ଭାସିଯାଇଥିବା ଏର୍ଟିଗା କାର୍‌ର ନିଖୋଜ ଚାଳକ ସଦାଶିବ ମହାନ୍ତିଙ୍କ…

ବାହ୍ୟ ଜଗତରୁ ବିଚ୍ଛିନ୍ନ ମଣିପୁର ଗାଁ, ରାସ୍ତା ଉପରେ ୩ ଫୁଟ୍‌ ଉଚ୍ଚର ବନ୍ୟାଜଳ

ଭାପୁର,୩୦।୭ (ପ୍ରଭାତ ବରାଡ): ଭାପୁର ପଞ୍ଚାୟତ ସମିତିର ୨୦ଗୋଟି ପଞ୍ଚାୟତ ମଧ୍ୟରୁ ପ୍ରାୟ ଚାରି ଗୋଟି ପଞ୍ଚାୟତ ଦେଇ ଓଡ଼ିଶାର ବୃହତ୍ତମ ନଦୀ ମହାନଦୀ ପ୍ରବାହିତ। ସେହି…

ସୁଦାମଙ୍କୁ ଧକ୍କା ଦେଲା ପିକ୍‌ଅପ୍‌ ଭ୍ୟାନ୍‌: ଆଉ ତା’ପରେ ଘଟିଲା..

ପଦ୍ମପୁର, ୩୦।୭: ପଦ୍ମପୁର ପାଟଣାଗଡ଼ ମୁଖ୍ୟ ସଡ଼କର ଦହିତା କଲେଜ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ…

ଜୀବନ୍ତ ସମାଧି ଷ୍ଟଣ୍ଟ ଦେଖାଉଥିଲେ ଯୁବକ, ଅଖାରେ ପଶି ମାଟି ତଳେ ୩ ଦିନ ରହିବା ପରେ ଘଟିଲା…

ଚଣ୍ଡିଗଡ଼,୩୦ା୭:ଏକ ପାରମ୍ପରିକ ଗ୍ରାମ ସର୍କସ ଦଳର ଜଣେ ୨୭ ବର୍ଷୀୟ ଯୁବକ ପୂର୍ବରୁ ଅନେକ ଥର ଜୀବନ୍ତ ସମାଧି ଷ୍ଟଣ୍ଟ ଦେଖାଇଥିଲେ। ତେବେ ହରିୟାଣାର ନୁହ ଜିଲାରେ…

ବସ୍‌ ଡ୍ରାଇଭରଙ୍କ ଘରୁ ମିଳିଲା ୨୦ କୋଟି ଟଙ୍କା, ୧୫ କେ.ଜି. ସୁନା: ପୋଲିସ ତାଜୁବ

କୋଲକାତା,୩୦।୭:ପୂର୍ବରୁ ସରକାରୀ ବସ୍‌ ଡ୍ରାଇଭର ଭାବେ କାମ କରୁଥିବା ପଶ୍ଚିମବଙ୍ଗ ବୀରଭୂମ ଜିଲାର ମିନାର ମଣ୍ଡଳଙ୍କ ଘରୁ ପୋଲିସ ୨୦ କୋଟି ନଗଦ ଟଙ୍କା ଏବଂ ୧୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri