ନାବାଳିକାଙ୍କୁ ନିର୍ଯାତନା, ବାପ ପୁଅ ଗିରଫ

ଜେନାପୁର,୨ା୫(ଡି.ଏନ.ଏ.): ଜଣେ ନାବାଳିକାଙ୍କୁ ନିର୍ଯାତନା ଦେବା ଅଭିଯୋଗରେ ଜେନାପୁର ଥାନା ପୋଲିସ ଜଣେ ବ୍ୟକ୍ତି ଓ ତାଙ୍କ ପୁଅଙ୍କୁ ରବିବାର ଗିରଫ କରି କୋର୍ଟ ଚାଲାଣ କରିଛି । ସେମାନେ ହେଲେ ଚକ୍ରଧରପୁର ପଞ୍ଚାୟତ ଅଧୀନ ବଲାଙ୍ଗିଆ ଗ୍ରାମର ଭାଗିରଥୀ କେଶରୀ ଦାସ(୫୦) ଓ ତାଙ୍କ ପୁଅ ରତ୍ନା କେଶରୀ ଦାସ (୨୧)।

ପୋଲିସର ସୂଚନାନୁଯାୟୀ, ଗତ ମାସ ୪ ରେ ଭାଗିରଥୀ ଓ ରତ୍ନା ଟମକା ଥାନା ଅଧୀନ ଫୁଲଝର ଗ୍ରାମର ରଶ୍ମିତା ଦାସ(୧୭)ଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ଦେଇଥିଲେ। ଏ ସଂକ୍ରାନ୍ତରେ ରଶ୍ମିତା ଜେନାପୁର ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା(ନଂ.୮୬/୨୨) ଦଫା ୩୪୧/୩୬୩/୩୫୪/୩୨୩/୩୪୧/ଆଇପିସି/ ସେକ୍‌ସନ ୧୨ ପୋକ୍‌ସୋ ଆକ୍ଟରେ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଥିଲା। ରବିବାର ଉଭୟ ବାପ ଓ ପୁଅଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଥାନାଧିକାରୀ ଉମାକାନ୍ତ ନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚାୟତ ନିର୍ବାଚନ ପାଇଁ ପାଗଭିଡ଼ା, ଭାଜପାରେ ସାମିଲ ହେଲେ ବହୁ….

ଗଞ୍ଜାମ,୧୩ା୫ (ବିଦ୍ୟାଧର ସାହୁ ): ଛତ୍ରପୁର ନିର୍ବାଚନ ମଣ୍ଡଳୀର ଗଞ୍ଜାମ ବ୍ଲକ ପୋଇରାଶି ପଞ୍ଚାୟତ ଅନ୍ତର୍ଗତ ବଳରାମଚନ୍ଦ୍ର ପୁର ଗ୍ରାମର ନୀଳକଣ୍ଠେଶ୍ଵର ମନ୍ଦିର ପ୍ରାଙ୍ଗଣରେ ଭାଜପାର ମିଶ୍ରଣ…

ବାସନ ଧୋଉଥିଲେ ମହିଳା, ଟାଣିନେଲା କୁମ୍ଭୀର, ଦୀର୍ଘ ସମୟ ଲଢ଼େଇ ପରେ…

ମହାକାଳପଡ଼ା,୧୩ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ବଦଳିଛି ସରକାର। ବଦଳିନି ଜଙ୍ଗଲଘେରୀ ଶବରପଡ଼ାର ଚିତ୍ର। ଏମିତି ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ…

ପ୍ରତୀକ ଯାଦବଙ୍କ ମୃତ୍ୟୁକୁ ନେଇ ବଡ଼ ଖୁଲାସା, ପୋଷ୍ଟମର୍ଟମ ରିପୋର୍ଟ….

ଲକ୍ଷ୍ନୌ,୧୩।୫: ଭାଜପାର ନେତ୍ରୀ ଏବଂ ମହିଳା କମିଶନର ଉପାଧ୍ୟକ୍ଷ ଅପର୍ଣ୍ଣା ଯାଦବଙ୍କ ସ୍ୱାମୀ ପ୍ରତୀକ ଯାଦବଙ୍କ ପୋଷ୍ଟମର୍ଟମ୍ ରିପୋର୍ଟ ସାମ୍ନାକୁ ଆସିଛି । ରିପୋର୍ଟରେ ସମାଜବାଦୀ ପାର୍ଟିର ରାଷ୍ଟ୍ରୀୟ…

ବସ୍‌ରେ ଯାତ୍ରା କରିବେ ନୀତିନ ଗଡକରୀ, ମୋଦିଙ୍କ ଅପିଲ ପରେ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ଼୍ବାନ ପରେ, କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଇନ୍ଧନ ସଂରକ୍ଷଣ ପାଇଁ, ଗଡକରୀ ତାଙ୍କର ସରକାରୀ…

ରାଜଧାନୀରେ ଘରୋଇ ଇଞ୍ଜିନିୟରିଂ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର, ରୁମକୁ ଡାକି ପୁରୁଷ ବନ୍ଧୁ…..

ଭୁବନେଶ୍ବର,୧୩ା୫ : ରାଜଧାନୀ ଭୁବନେଶ୍ବରରୁ ପୁଣି ଥରେ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଘରୋଇ ଇଞ୍ଜେନିୟରିଂ କଲେଜ ଛାତ୍ରୀଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ…

ସରକାରୀ ଓଜନ କଣ୍ଟାରେ ଲାଗିଲା ନିଆଁ: ଜଳିଗଲା ଗୁରୁତ୍ୱପୂର୍ଣ୍ଣ ନଥିପତ୍ର

କେନ୍ଦୁଝର,୧୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଡ଼କାଳିମାଟିତଠାରେ ଥିବା ସରକାରୀ ଓଜନ କଣ୍ଟାରେ ବୁଧବାର ନିଆଁ ଲାଗିଯିବାରୁ ଏହା ଭିତରେ ଥିବା ବହୁ କାଗଜପତ୍ର ଓ…

ଭାରତର କେଉଁ ରାଜ୍ୟରେ ବେଶୀ ଖର୍ଚ୍ଚ ହୁଏ ପେଟ୍ରୋଲ? ଲିଷ୍ଟରେ ଓଡ଼ିଶାର ନାଁ ଜାଣିଲେ ହୋଇଯିବେ ତାଜୁବ!

ନୂଆଦିଲ୍ଲୀ,୧୩।୫: ବିଶ୍ୱ ସ୍ତରରେ ଚାଲିଥିବା ଦ୍ୱନ୍ଦ୍ୱ ଏବଂ ଯୋଗାଣ ଶୃଙ୍ଖଳରେ ବାଧା ମଧ୍ୟରେ, ଭାରତରେ ଏକ ସମ୍ଭାବ୍ୟ ଇନ୍ଧନ ସଙ୍କଟ ସମ୍ପର୍କରେ ଆଲୋଚନା ତୀବ୍ର ହୋଇଛି। ପ୍ରଧାନମନ୍ତ୍ରୀ…

ସ୍ବାସ୍ଥ୍ୟକେନ୍ଦ୍ରରେ ଅଭାବନୀୟ ଘଟଣା, ଛାତି ବିନ୍ଧୁଥିବା ବ୍ୟକ୍ତିଙ୍କୁ କୁକୁର କାମୁଡ଼ା ଇଞ୍ଜେକ୍ସନ ଦେଇଦେଲେ ଫାର୍ମାସିଷ୍ଟ

କେନ୍ଦ୍ରାପଡ଼ା,୧୩ା୫(ଜଗନ୍ନାଥ ଧଳ): କୁକୁର କାମୁଡା ରୋଗୀ ବଦଳରେ ଅନ୍ୟଜଣେ ଯୁବକଙ୍କୁ କୁକୁର କାମୁଡା ଇଞ୍ଜେକ୍ସନ ଦେଇଦେଲେ ଫାର୍ମାସିଷ୍ଟ । କେନ୍ଦ୍ରାପଡା ଜିଲା କୁଦାନଗରୀ ଥାନା ଅନ୍ତର୍ଗତ କରିଲୋପାଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri